ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।
ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ବିଭିନ୍ନ ସ୍ଥାନରେ ଘଟିଲା ସିରିଜ୍ ଦୁର୍ଘଟଣା । ଯାହାଫଳରେ ଚାଲିଗଲା ଦୁଇ ଜଣଙ୍କର ଜୀବନ । ଦୁର୍ଘଟଣାରେ ୩୬ରୁ ଅଧିକ ଲୋକ ଆହତ ବି ହୋଇଛନ୍ତି ।
ଲଗାତର ସପ୍ତାହ ଧରି ଦିଲ୍ଲୀରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୪୦୦ ଉପରେ ରହି ଆସିଲାଣି। ଗତକାଲି ସନ୍ଧ୍ୟା ୭ଟାରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୪୫୭ ଛୁଇଁଥିଲା। ଏହାପରେ ଗ୍ରେପ୍ ସବ୍ କମିଟିର ଜରୁରୀ ବୈଠକ ବସିଥିଲା। ଏହାର ମୁକାବିଲା ପାଇଁ ଗ୍ରେପ-୪ କଟକଣା ନେଇ ନିଷ୍ପତ୍ତି ହୋଇଥିଲା।
ଆଜି ବି କ୍ରମାଗତ ଭାବେ ପଞ୍ଚମ ଦିନରେ ଦିଲ୍ଲୀର ବାୟୁ ଗୁଣବତ୍ତା ଭୟଙ୍କର ରହିଛି । ସକାଳ ୭ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୨୮ ରହିଥିଲା।