ବିଷାକ୍ତ ସାପକୁ ଦେଖିଲେ ସମସ୍ତେ ଭୟ କରନ୍ତି । କିନ୍ତୁ ମାଲକାନଗିରି ଜିଲ୍ଲାର ନିଲିମାରି ଗ୍ରାମରେ ଏମିତି ଏକ ପରିବାର ଯେଉଁମାନେ ନିଜ ବାସ ଗୃହର ଅଧାରୁ ଅଧିକ ସ୍ଥାନ ସାପଙ୍କ ପାଇଁ ଛାଡି ଦେଇଛନ୍ତି ।