ସୋସିଆଲ ମିଡିଆରେ ଏହି ସମୟର ଫଟୋ ଭାଇରାଲ୍ ହେଉଛି ।
ମେସେଜ୍କୁ ଉଭୟଙ୍କ ମଧ୍ୟରେ ଆରମ୍ଭ ହେଲା ଚାଟିଂ। ଆଉ ଚାଟିଂ ଭିତରେ ଭିଡ଼ିଓ କଲ୍ ପାଇଁ ଆସିଲା ପ୍ରସ୍ତାବ। ଏତିକିରେ ରାଜି ହେବା କ୍ଷଣି ଉଲଗ୍ନ ଅବସ୍ଥାରେ ଥାଇ ସଂପୃକ୍ତ ଯୁବତୀ ଜଣକ ଭିଡ଼ିଓ କଲ୍ କରିଥିଲେ।
ଜୀବନରେ ସଫଳତା କିଏ ବା ନ ଚାହେଁ ? ସଫଳତାର ବାଟ ଅନେକ। ଏଥିପାଇଁ କିଏ ନିଜ ପ୍ରତିଭା ବନିଯୋଗ କରେ ତ କିଏ ପରିଶ୍ରମ। ଆଉ କିଏ କୌଶଳ। ଏମିତି ଦୌଡ ଭିତରେ କିଛି ଲୋକ ସଫଳତା ତ ପାଆନ୍ତି, ତଥାପି ଅନେକ ପଛରେ ପଡ଼ିଯାଆନ୍ତି।
ଧର୍ମ ପ୍ରତି ଭାରତୀୟଙ୍କ ଦୁର୍ବଳତା ସମସ୍ତେ ପ୍ରାୟ ଜାଣନ୍ତି। ବିଶେଷକରି ମହିଳାମାନେ ଧର୍ମ ପାଖରେ ଟିକେ ବେଶି ଭାବପ୍ରବଣ। ଟିଭି ପରଦାରେ ବା ଫିଲ୍ମରେ ରାମ, ଜଗନ୍ନାଥଙ୍କୁ ଦେଖିଲେ ମୁଣ୍ଡିଆ ମାରିବା, ମହାଭାରତ, ରାମାୟଣ ଧାରାବାହିକ ଆରମ୍ଭ ପୂର୍ବରୁ ଟିଭି ପରଦାକୁ ପୂଜା କରିବା ପରି ଅନେକ ସୁପର ନାଚୁରାଲ କାହାଣୀ ଶୁଣିଥିବେ।
ଏବେ ବିବାହ ମଣ୍ଡପ ପହଞ୍ଚି ଯିବ ଆପଣଙ୍କ ଘର ପାଖରେ । ଯେମିତି ଆକର୍ଷଣୀୟ ସେମିତି ଅତ୍ୟାଧୁନିକ। ମାନେ ବାହା ବେଦୀଠାରୁ ଆରମ୍ଭ କରି ରିସେପସନ ହଲ, ଡାଇନିଂ ହଲ ସବୁ ଏହି ମଣ୍ଡପରେ ରହିଛି। । ବିବାହ ମଣ୍ଡପ ଟ୍ରକ୍ରେ ଆସିବ ଆଉ ଲାଗିବ ଆପଣଙ୍କ ଘର ସାମ୍ନାରେ ।
WABetaInfo ରିପୋର୍ଟ ଅନୁସାରେ 'ଅବତାର୍' ହ୍ୱାଟ୍ସଆପ୍ରେ ଆସିବ।
ସରସ୍ବତୀ ନିଜ ପୋଲିସ୍ ଅଧିକାରିଣୀ ପଦର ଦୁରୁପଯୋଗ କରି ବାଂଲାଦେଶୀ ଓ ନେପାଳର ନାଗରିକଙ୍କୁ ଆଣି ଏଠିକାର ବାସିନ୍ଦା କରାଇଥିବାର ଗୁରୁତର ଅଭିଯୋଗ କରିଛନ୍ତି ଦୂତି।
ଗୁରୁତ୍ୱପୂର୍ଣ୍ଣ ଭାଷଣର ଭିଡିଓ ଯେତିକି ମାତ୍ରାରେ ଭାଇରାଲ ହୋଇନାହିଁ କିମ୍ବା ଲୋକ ଗ୍ରହଣ କରି ନାହାନ୍ତି, ତାଠାରୁ ଅଧିକ ଭାଇରାଲ ହୋଇଛି ଏହି ଭିଡିଓ ।
ଭାଇରାଲ ଭିଡିଓରେ ଏହି ବାଘ କୌଣସି ସାଧାରଣ ଗଛ ନୁହେଁ ବରଂ ଲମ୍ବ ହୋଇ ଛିଡ଼ା ହୋଇଥିବା ନଡିଆ ଗଛ ଉପରେ ଚଢ଼ୁଛି । ଏହି ଭିଡିଓ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ।
ୟୁଜର୍ସଙ୍କ ପ୍ରାଇଭେସି ରକ୍ଷା ପାଇଁ ହ୍ୱାଟ୍ସଅପ୍ ସବୁବେଳେ ଚେଷ୍ଟା କରିଆସୁଛି। ୟୁଜର୍ସ ଫ୍ରେଣ୍ଡଲି ହେବା ପାଇଁ ହ୍ୱାଟସ୍ଅପ ପ୍ରତି ମାସରେ କିଛି କିଛି ନୂଆ ଫିଚର ନେଇ ଆସୁଛି। ଏହି ସେପ୍ଟି ଫିଚର ମଧ୍ୟରୁ ଗୋଟିଏ ହେଉଛି ବ୍ଲକ ଅପ୍ସନ। ହ୍ୱାଟ୍ସଅପରେ ଆପଣ ଯେ କୌଣସି ନମ୍ବରକୁ ଚାହିଁଲେ ବ୍ଲକ କରିପାରିବେ। ହେଲେ ଯଦି କିଏ ଆପଣଙ୍କୁ ବ୍ଲକ କରିଛନ୍ତି ତେବେ ଆପଣ କେମିତି ଜାଣିବେ ?
ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି ଯେ କେମିତି ପଥର ଫଟାଇ ଗୋଟିଏ ସ୍ଥାନରୁ ଭାରି ଜୋରରେ ପାଣି ବାହାରୁଛି । ଆଉ ଏ ଦୃଶ୍ୟକୁ ଯିଏ ଦେଖୁଛି ସିଏ ଆଶ୍ଚର୍ଯ୍ୟ ହୋଇଯାଉଛି ।
ଭିଡିଓ ଦେଖିଲେ ଆପଣଙ୍କ ଆଖିରୁ ଆପେ ଲୁହ ଗଡ଼ି ଆସିବ । ଆପଣ ବି କହିବେ ଆଜି ବି ଆମ ସମାଜରେ ଏମିତି ବି ବିତୁଛି ଲୋକଙ୍କ ଜୀବନ ।
ଭାରତ ପ୍ରତିଭାର ଖଣି। ଏଠି ଏମିତି ଜୁଗାଡ ଦେଖାଯାଏ ଯେ ଅନ୍ୟମାନେ ଏ ବିଷୟରେ ଭାବି ବି ପାରିବେ ନାହିଁ। ଦେଖନ୍ତୁ କେମିତି ଇଲେକ୍ଟ୍ରି ତାରରୁ ନିଆଁ ବାହାର କରି ସିଗାରେଟ୍ ଟାଣୁଛନ୍ତି ଏହି ବ୍ୟକ୍ତି।
କୋଭିଡ ଯାଇଛି। ଜୀବନ ଯାତ୍ରା ସ୍ୱାଭାବିକ ହୋଇଛି। ହେଲେ କୋଭିଡ ତାର ଯେଉଁ ପ୍ରଭାବ ଛାଡ଼ି ଯାଇଛି ତାହା ଏବେ ଘରେ ଘରେ ମୁଣ୍ଡ ବିନ୍ଧାର କାରଣ ହୋଇଛି। କୋଭିଡ ସମୟରେ ଅନଲାଇନ କ୍ଲାସ କରିବା ପରେ ଛୋଟ ପିଲାମାନେ ଏପରି ଭାବେ ମୋବାଇଲ ଅଭ୍ୟସ୍ତ ହୋଇ ଯାଇଛନ୍ତି ଯେ, ଗୋଟିଏ ମୁହୂର୍ତ୍ତ ବିନା ସ୍ମାର୍ଟ ଫୋନରେ ରହିବା ତାଙ୍କ ପାଇଁ ଯେମିତି ଅସମ୍ଭବ ହୋଇ ପଡ଼ୁଛି।
ପତ୍ନୀ ବର୍ଷା ଓ ତାଙ୍କ ଭଉଣୀଙ୍କ ଅଡିଓକୁ ନେଇ ଟ୍ୱିଟ୍ କରି ସତ, ମିଛ ପଚାରିଲେ
ୟୁଜରଙ୍କୁ ସହଜ ଏବଂ ସରଳ ଉପାୟରେ ସେବା ଯୋଗାଇବା ପାଇଁ ସଂସ୍ଥା ଅନେକ ଫିଚର ଦେଇଛି । ୟୁଜର ଫ୍ରେଣ୍ଡଲି ଫିଚର ଉପଲବ୍ଧ କରାଇବାରେ ହ୍ୱାଟ୍ସଆପ୍ ସବୁଠୁ ଆଗରେ।
ଖାଦ୍ୟର ବାସ୍ନା ହାତୀକୁ ଘର ଭିତରକୁ ଟାଣି ଆଣିଲା। ଘର ଭିତରେ ପଶି ସ୍ୱାଦିଷ୍ଟ ଖାଦ୍ୟ ଖାଇବା ପରେ ବାହାରକୁ ଆସିଲା ହାତୀ। ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଥିଲା ଏକ ଛୋଟ ଦ୍ୱାର ଦେଇ ଏତେ ବଡ ହାତୀ କିପରି ବାହାରକୁ ଆସିଲା।
ଏଥର ଏହି ଆପ୍ ଯେଉଁ ନୂଆ ଫିଚର ଲଞ୍ଚ କରିବାକୁ ଯାଉଛି, ତାହା ୟୁଜରଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।
କେହି କେହି ଉକ୍ତ ଗାଡ଼ି ଡ୍ରାଇଭର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କହିଛନ୍ତି । କାରଣ ଏହା ଧର୍ମିୟ ଭାବନାକୁ ଆଘାତ ପହଞ୍ଚାଇଛି ।
ବାରମ୍ବାର ହ୍ୱାଟ୍ସଆପ୍ ଟେକ୍ନୋଲୋଜିକୁ ନେଇ ଖବର ପ୍ରସାରିତ ହୋଇଥାଏ । ନିୟମିତ ବ୍ୟବଧାନରେ ଏହି ମଲ୍ଟି ମିଡିଆ ମେସେଜିଂ ଆପ୍କୁ ନେଇ ଚର୍ଚ୍ଚା ଲାଗି ରହିଥାଏ ।
ସବୁବେଳେ ଖବର କିମ୍ବା ମନୋରଞ୍ଜନ ପାଇଁ ସୋସିଆଲ ମିଡିଆ ପରିଚିତ ନୁହେଁ । ଅନେକ ଇମୋସନାଲ କାହାଣୀକୁ ବି ଏଥିରେ ଲୋକେ ଖୁବ୍ ପସନ୍ଦ କରନ୍ତି । ଠିକ୍ ଏମିତି କିଛି କାହାଣୀ ବା ଫଟୋ ଆମେ ଦେଖାଇବୁ । ଯାହା ଆପଣଙ୍କୁ ନିଶ୍ଚିତ ଭଲ ଲାଗିବ ।
ଗୋଟିଏ କି ଦୁଇଟି ବତକ ନୁହେଁ, ଶହ ଶହ ବତକ ରାସ୍ତା ମଝିକୁ ଚାଲି ଆସିଲେ । ଆଉ ଗାଡ଼ିକୁ ଅଟକାଇଦେଲେ । ଏମିତିକି ଗାଡ଼ି ଚାରିପଟେ ବେଢ଼ିଗଲେ ।
ଜାବେଜ ସାମୁଏଲ ନାମକ ଏହି ଅଭିଯୋଗକାରୀ କରିଛନ୍ତି ଯେ, ସେ ତାଙ୍କ ପତ୍ନୀ ଏବଂ ଜଣେ ସହକାରୀ ଗତ ୧୯ ଅକ୍ଟୋବର ୨୦୨୧ରେ ଚାରି ଘଣ୍ଟା ପାଇଁ ଏକ ଓଲା କ୍ୟାବ ଭଡ଼ାରେ ନେଇଥିଲେ ।
ଘରର ସେ ଏକମାତ୍ର ରୋଜଗାରିଆ ହୋଇଥିବା କାରଣରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏମିତି ବୁଲି ବୁଲି କରୁଛନ୍ତି ପାମ୍ପଡ ବେପାର ।
ପ୍ରେମ ଆଉ ଦାମୀ ଉପହାର ଲୋଭରେ ପଡ଼ି ବିଭିନ୍ନ ସମୟରେ ପାଖାପାଖି ୩୦ ଲକ୍ଷ ଟଙ୍କା ପଠାଇଦେଲେ ସଂପୃକ୍ତ ବ୍ୟକ୍ତି। ହେଲେ ନା ସାମଗ୍ରୀ ଆସିଲା ନା ଟଙ୍କା।