• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sp

Mohan Majhi
ଲୋକସେବା ଭବନରେ ରାତି ୧୨ଟା ଯାଏଁ ରହୁଛି, ୨/୩ଟା ବେଳେ ଶୋଉଛି: ମୁଖ୍ୟମନ୍ତ୍ରୀ

ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ବର୍ତ୍ତା । କହିଲେ ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ ।

Nabarangpur SP
ନୂଆ ଷ୍ଟାଇଲ୍‌ରେ ଭିନ୍ନ ଅନ୍ଦାଜରେ SPଙ୍କୁ ବିଦାୟ ସମ୍ବର୍ଦ୍ଧନା, ଦେଖନ୍ତୁ ଭିଡିଓ

ଯାହାକୁ ନେଇ SP ଏସ. ସୁଶ୍ରୀ ଭାବପ୍ରବଣ ହୋଇଯାଇଥିବା ଦେଖିବାକୁ ମିଳିଥିଲା l ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି l

Special Story | Kalahandi SP gets grand farewell from colleagues and locals
ବିଦାୟ ବେଳେ କଳାହାଣ୍ଡି ଏସପିଙ୍କୁ କାନ୍ଧରେ ବୁଲାଇଲେ ଲୋକେ

ଜଣେ ଏସପି ବଦଳି ହେଲା ବେଳକୁ ଲୋକେ ପ୍ରସେସନ କରୁଛନ୍ତି। କାନ୍ଧରେ ବସାଇ ବୁଲାଉଛନ୍ତି। ଡିଜେ ବାଜୁଛି। ବାଇକ୍ ରାଲି ହେଉଛି। ବୋଧେ ବହୁତ୍ କମ୍ ପୋଲିସ ଅଫିସରଙ୍କ ଭାଗ୍ଯରେ ଏମିତି ସୁଯୋଗ ମିଳେ। ଏଠି ପୋଲିସ୍ ଓ ଜନତାଙ୍କ ମଧ୍ୟରେ ମଧୁର ସମ୍ପର୍କ ବେଶି, ତିକ୍ତ ସମ୍ପର୍କ କମ୍। ଏଠି ଏ ଦୃଶ୍ଯ ଦେଖିଲେ ଆପଣ ବି ଖୁସି ହୋଇଯିବେ।

Sambit Patra
ଯଦି ପୋଲିସ ସୁରକ୍ଷିତ ନୁହେଁ, ଲୋକେ କେମିତି ସୁରକ୍ଷିତ: ସମ୍ୱିତ

କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। କିପରି ଏହି ବିସ୍ଫୋରଣ ହେଲା ? ବିସ୍ଫୋରକ କେତେ ପରିମାଣର ଥିଲା ସେ ସମ୍ପର୍କରେ ତଦନ୍ତ ହେଉଛି। ପୁରୀ ଅତିରିକ୍ତ ଏସ୍ପି ପି. ପ୍ରଧାନ ଘଟଣାର ତଦନ୍ତ କରି ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଦେବେ। ଫରେନ୍ସିକ ଟିମ୍ ଓ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ତଦନ୍ତ କରିଛି। 

Blast in Police station
ବଡ଼ ଅଘଟଣରୁ ବଞ୍ଚାଇଦେଲା ଦଇବ !

ଗତକାଲି ବିଲମ୍ବିତ ରାତିରେ ବିସ୍ଫୋରଣରେ ଉଡ଼ି ଯାଇଛି ବଳଙ୍ଗା ପୋଲିସ୍ ଥାନା। ମାଲଖାନାରେ ଥିବା ବିସ୍ଫୋରକ ଯୋଗୁଁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ସମ୍ପୂର୍ଣ୍ଣ ଥାନାର ଭିତର ଅଂଶ ଭୁଶୁଡ଼ି ପଡ଼ିଛି। ଛାତ, କାନ୍ଥ ଭୁଶୁଡ଼ି ପଡ଼ିବା ସହ ବାକି ଥିବା ଥାନାର କାନ୍ଥ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।

Blast in Police Station
ଥାନାରେ ଭୟଙ୍କର ବିସ୍ଫୋରଣ, ଉଡ଼ିଗଲା ଛାତ

ଥାନା ଦ୍ୱାରା ଯେଉଁ ସବୁ ବିସ୍ଫୋରକ ଜବତ କରି ମାଲଖାନାରେ ରଖାଯାଇଥିଲା। ତା କୌଣସି କାରଣବଶତଃ ବିସ୍ଫୋରଣ ହୋଇଥିଲା। ଏ ନେଇ ଖବର ପାଇବା ପରେ ପୁରୀ ଏସ୍ପି ଘଟଣା ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।   

BJD leader Pranaya Sahoo
ବିଜେଡି ନେତା ପ୍ରଣୟ ସାହୁଙ୍କ ବିରୋଧରେ ମାମଲା

ଗତ ୧୬ ତାରିଖରେ ଗାଇସିଲେଟ୍ ଥାନାକୁ ଯାଇ ଥାନା ଅଧିକାରୀଙ୍କୁ ଧମକ ଚମକ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ଆଜି ମାମଲା ରୁଜୁ ହୋଇଥିବାବେଳେ ବରଗଡ଼ ଏସ୍‌ପି ରାହୁଲ ଜୈନ କହିଛନ୍ତି, ଜଣେ ଡିଏସପି ପାହ୍ୟାର ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ କରାଯାଉଛି।