• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Speaker

Chhatua Scam
ଛତୁଆ ଦୁର୍ନୀତି: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଛତୁଆ ଦୁର୍ନୀତି ନେଇ ବିଧାନସଭା ଗୃହରେ ବିଧାୟକଙ୍କ ଉଦବେଗ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।

Odisha Assembly
ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା, କଟକଣା ଲଗାଇଲେ ବାଚସ୍ପତି

କିଛି ବିଧାୟକ ଫଟୋ ଉଠାଇବା ସହ ଫୋନରେ କଥା ହେଉଛନ୍ତି । ଏହା ଜାଣିବା ପରେ ବିଧାନସଭା ଗୃହ ଭିତରେ ମୋବାଇଲ ଓ ପାଣି ବୋତଲ କଟକଣା ଲଗାଇଛନ୍ତି ବାଚସ୍ପତି ।

Lok Sabha Speaker
ଓମ୍‌ ବିର୍ଲା ନା କେ ସୁରେଶ...କିଏ ହେବେ ବାଚସ୍ପତି ? ଲାଗି ରହିଛି ସସପେସନ୍ସ

୧୮ ତମ ଲୋକସଭା ଅଧିବେଶନ କାଲିଠାରୁ ଆରମ୍ଭ ହେବ। ତେବେ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲା ।

Bhartruhari In Speaker Race
କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ?

ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ । ଆଜି ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାଁ । ତେବେ କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ବାଚସ୍ପତି ଆସନରେ ବସିବାକୁ, କାହାକୁ ବାଛିବ ଏନ୍ଡିଏ ? ଚର୍ଚ୍ଚାରେ ରହିଛି ୪ ବରିଷ୍ଠ ସାଂସଦଙ୍କ ନାଁ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲା, ବର୍ତ୍ତମାନର କାମଚଳା ବାଚସ୍ପତି ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂ ଏବଂ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି. ପୁରନ୍ଦେଶ୍ବରୀ। ଆଜି ଏନଡିଏର ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ...ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଚର୍ଚ୍ଚାରେ ଥିବା ଏହି ୪ ସମ୍ଭାବ୍ୟ ବାଚସ୍ପତି ପ୍ରାର୍ଥୀଙ୍କ ସଂପର୍କରେ।

Bhartruhari In Speaker Race
ବାଚସ୍ପତି ରେସ୍‌ରେ ୪ ହେଭିୱେଟ୍‌ ନେତା, କାହାକୁ ବାଛିବ NDA ?

ଆସନ୍ତାକାଲି ଏନଡିଏର ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଚର୍ଚ୍ଚାରେ ଥିବା ଏହି ୪ ସମ୍ଭାବ୍ୟ ବାଚସ୍ପତି ପ୍ରାର୍ଥୀଙ୍କ ସଂପର୍କରେ।

pro-tem Speaker
ଶପଥ ନେଲେ କାମଚଳା ବାଚସ୍ପତି ଭର୍ତ୍ତୃହରି; ଶପଥ ପାଠ କରାଇଲେ ରାଷ୍ଟ୍ରପତି

କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। 

Surama Padhi
ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢ଼ୀ । ଏକମାତ୍ର ପ୍ରାର୍ଥୀ ଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।

Surama Padhy
ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି

ସୁରମା ପାଢ଼ୀ ବିଜେପିର ବାଚସ୍ପତି ପ୍ରାର୍ଥୀ । ସେ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ।

Assembly Speaker
କିଏ ହେବେ ବାଚସ୍ପତି ? ବିଜେପି ବିଧାୟକ ଦଳ ବୈଠକରେ ଚାଲିଛି ମାନସମନ୍ଥନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଜେପି ବିଧାୟକ ଦଳ ବୈଠକରେ ବିଚାରବିମର୍ଶ ଚାଲିଛି । ବିଧାନସଭାର ୫୪ ନମ୍ୱର୍ ପ୍ରକୋଷ୍ଠରେ ଚାଲିଛି ବୈଠକ ।

Surama Padhy
ବାଚସ୍ପତି ହେବେ ସୁରମା ପାଢୀ; ରଣପୁର ବିଧାନସଭା ଆସନରୁ ହୋଇଛନ୍ତି ନିର୍ବାଚିତ

ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି । ରଣପୁର ବିଧାନସଭା ଆସନରୁ ହୋଇଛନ୍ତି ନିର୍ବାଚିତ । ମେଣ୍ଟ ସରକାରରେ ଥିଲେ ସମବାୟ ମନ୍ତ୍ରୀ  । 

BJP MLA Broke Speaker Mike
ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା, ଭାଙ୍ଗିଲେ ବାଚସ୍ପତିଙ୍କ ମାଇକ୍‌

ପୋଡିୟମରେ ଚଢ଼ି ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ବିଜେପି ବିଧାୟକ ନାଉରୀ ନାଏକ।

Odisha Assembly
ଶିକ୍ଷକଙ୍କ ଦାବି ପ୍ରତି ଧ୍ୟାନ ଦେବାକୁ ସରକାରଙ୍କୁ ବାଚସ୍ପତିଙ୍କ ରୁଲିଂ

ଶିକ୍ଷକଙ୍କ ବିଶାଳ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ଅଚଳ ରହିଥିଲା ପ୍ରଶ୍ନକାଳ, ବାଚସ୍ପତିଙ୍କ ପୋଡ଼ିୟମ୍ ତଳେ ବିରୋଧୀ କରିଥିଲେ ନାରାବାଜି, ହୋହଲ୍ଲା

Special story
BREAKING : ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି ।

Ruckus In Assembly - Speaker SN Patro Adjourns House Till 4 PM
ମୁଁ ମମିତା ମେହେରର ହତ୍ୟାକାରୀ, ମୁଖ୍ୟମନ୍ତ୍ରୀ ମୋର ରକ୍ଷାକାର !

ଆଜିବି ଚାଲିପାରିଲାନି ବିଧାନସଭା ଗୃହ । ପ୍ଲାକାର୍ଡ ଧରି ବିରୋଧ କରିଛନ୍ତି ବିରୋଧୀ ।

Opposition Raise Slogans In Odisha Assembly, Speaker Adjourns House
ମୁଁ ଆପଣଙ୍କୁ ଅନୁରୋଧ କରୁଛି ଆପଣ ସିଟ୍‌କୁ ଯାଆନ୍ତୁ...ଆଉ ଏପଟେ ସାର୍‌ ଓ ସାର୍‌ରେ କମ୍ପିଲା ଗୃହ

ମୁଁ ଆପଣଙ୍କୁ ଅନୁରୋଧ କରୁଛି ଆପଣ ସିଟ୍‌କୁ ଯାଆନ୍ତୁ...ଆଉ ଏପଟେ ସାର୍‌ ଓ ସାର୍‌ରେ କମ୍ପିଲା ଗୃହ...ଆଉ ତା'ପରେ ...

BJP Urges Speaker Not To Allow MoS Dibya Shankar Mishra To Attend The Proceedings
ଜଣେ ମନ୍ତ୍ରୀଙ୍କ ନାଁରେ ମାମଲା ଥିବା ବେଳେ ସେ ଗୃହରେ ପଶିଲେ କେମିତି

ଜଣେ ମନ୍ତ୍ରୀଙ୍କ ନାଁରେ ମାମଲା ଥିବା ବେଳେ ସେ ଗୃହରେ ପଶିଲେ କେମିତି? ଉତ୍ତର ଦିଅନ୍ତୁ ବାଚସ୍ପତି : ମୋହନ ମାଝୀ