କୁଷ୍ଠରୋଗ ବିଶ୍ୱବ୍ୟାପୀ ଏକ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଭାବେ ଠିଆ ହୋଇଛି। ତେବେ ଏହି ରୋଗ ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ଏବଂ ଚିକିତ୍ସାର ସହଜ ଉପଲବ୍ଧତା ହେତୁ ଏହାର ଯଥେଷ୍ଟ ହ୍ରାସ ପାଇଛି।
ସାଇମନ୍ କମିଶନଙ୍କ ବିରୋଧରେ ଲାଲା ଲଜପତ ରାୟଙ୍କ ଆନ୍ଦୋଳନ ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା। ଯେତେବେଳେ ସାଇମନ୍ କମିଶନ ଭାରତ ଆସିଥିଲେ, ସେତେବେଳେ ଏହାକୁ ନେଇ ସମଗ୍ର ଦେଶରେ ନିଆଁ ଜଳିଥିଲା। ସେତେବେଳେ ଲାଲା ଲଜପତ ରାୟ ଲାହୋରରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ
କ୍ଷେତରେ ଲାଗିଛି ଧାଡିକି ଧାଡିି ଷ୍ଟ୍ରବେରୀ ଗଛ। ସବୁଜ ପତ୍ର, ଧଳା ଫୁଲ ସହ ପେନ୍ଥା ପେନ୍ଥା ହୋଇ ଫଳିଛି ଲାଲ୍ ଟହ ଟହ ଷ୍ଟ୍ରବେରୀ। ବାସ୍ନାରେ ମହକି ଯାଉଛି ସାରା ଅଂଚଳ।
ଷ୍ଟ୍ରବେରୀ..ଦିନେ ଓଡ଼ିଶାରେ ସ୍ୱପ୍ନ ଥିଲା ଏହି ବିଦେଶୀ ଫଳର ଚାଷ। ଜଳବାୟୁ ଓ ଅନୁକୂଳ ପରିବେଶ ଥିଲା ଚ୍ୟାଲେଞ୍ଜ। ହେଲେ ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ସୁଆଦିଆ ଫଳର ଚାଷ ହେଉଛି।
ଶବ ନାହିଁ କିନ୍ତୁ ଶବ ସତ୍କାର ପାଇଁ ଚାଲିଥିଲା କୋକେଇ ବନ୍ଧା। କୋକେଇରେ ଶବ ନାହିଁ କିନ୍ତୁ ମଶାଣୀକୁ ଗଲା ବେଳେ ଶୁଭୁଛି ରାମ ନାମ ସତ୍ୟ ହେ ହରିନାମ ସତ୍ୟ ହେ। କୋକେଇ ପାଖରେ ବସି କାନ୍ଦୁଛନ୍ତି ପରିବାର ଲୋକେ।
ଗଣତନ୍ତ୍ର ହେଉଛି “ଲୋକମାନଙ୍କ ଦ୍ୱାରା, ଲୋକମାନଙ୍କ ପାଇଁ, ଲୋକମାନଙ୍କ ଦ୍ୱାରା ଶାସନ”। କିନ୍ତୁ ବିଭିନ୍ନ ଦେଶ, ସମୟ ଏବଂ ପରିସ୍ଥିତିରେ ବିଭିନ୍ନ ବିଚାର ଯୋଗୁଁ ଏଥିରେ କିଛି ମାତ୍ରାରେ ଜଟିଳତା ଦେଖାଦେଇଛି। ପ୍ରାଚୀନ କାଳରୁ ଗଣତନ୍ତ୍ରକୁ ନେଇ ଅନେକ ମତ ଆସିଥିଲା, କିନ୍ତୁ ଏଥିମଧ୍ୟରୁ ଅନେକକୁ ଗୁରୁତ୍ୱ ଦିଆଯାଇନି।
ପ୍ରତିବର୍ଷ ୨୬ ଜାନୁଆରୀରେ ‘ଆନ୍ତର୍ଜାତୀୟ ସୀମା ଶୁଳ୍କ ଦିବସ’ ପାଳନ ହୁଏ ଏବଂ ସାରା ବିଶ୍ୱରେ ସୀମା ଶୁଳ୍କ ଅଧିକାରୀଙ୍କ କଠିନ ପରିଶ୍ରମକୁ ପ୍ରଶଂସା କରାଯାଏ। ତେବେ ଆସନ୍ତୁ ଏହି ବିଶେଷ ଦିନର ଇତିହାସକୁ ଜାଣିବା ଏବଂ ବିଶ୍ୱ ବ୍ୟବସାୟ ଜଗତ ପାଇଁ ଏହା କାହିଁକି ଗୁରୁତ୍ୱପୂର୍ଣ୍ଣ ତାହା ବୁଝିବା।
ପ୍ରତିବର୍ଷ ଜାନୁଆରୀ ୨୫ ରେ ‘ଜାତୀୟ ଭୋଟର ଦିବସ’ ପାଳନ କରାଯାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ନାଗରିକମାନଙ୍କୁ ସେମାନଙ୍କର ମତାଧିକାର ବିଷୟରେ ସଚେତନତା କରାଇବା। ଏହି ଅବସରରେ ଆସନ୍ତୁ ଜାଣିବା ଭାରତୀୟ ଭୋଟର୍ମାନଙ୍କ ଅଧିକାର ବିଷୟରେ।
ବିବାହ ଉତ୍ସବ ଚାଲିଥିଲା । ଖୁସିରେ ମସଗୁଲ ଥିଲେ ସମସ୍ତେ । ନାଚ, ଗୀତରେ ମାତିଥିଲେ ଅତିଥି । ଠିକ ଏହି ସମୟରେ ଘଟିଲା ଅଘଟଣ । ଭୁଶୁଡ଼ିଗଲା ଷ୍ଟେଜ ।
ସପ୍ତଶଯ୍ୟା..ମନୋରମ ପ୍ରକୃତିର କୋଳରେ ହସୁଥିବା ଏ ଦେବ ସ୍ଥାନର ରହିଛି ତ୍ରେତୟା ଯୁଗ ସହ ସଂପର୍କ । ଲୋକକଥା ଅନୁସାରେ ପ୍ରଭୂ ଶ୍ରୀରାମଙ୍କ ଏଠି ପଡ଼ିଥିଲା ଚରଣ ରେଣୁ । ବନବାସ ସମୟରେ ଭାଇ ଲକ୍ଷ୍ମଣ ଓ ପତ୍ନୀ ଜାନକୀଙ୍କ ସହ ରଘୁନାଥ ଏଠି କାଟିଥିଲେ ସାତଦିନ ଓ ସାତରାତି ।
ସପ୍ତଶଯ୍ୟା, ମନୋରମ ପ୍ରକୃତିର କୋଳରେ ହସୁଥିବା ଏହି ଦେବ ସ୍ଥାନର ବି ରହିଛି ତ୍ରେତୟା ଯୁଗ ସହ ସଂପର୍କ । ଜନଶ୍ରୁତି କହେ- ପ୍ରଭୁ ଶ୍ରୀ ରାମଙ୍କର ଏଠି ପଡ଼ିଥିଲା ଚରଣ ରେଣୁ ।
୨୦୨୩ ନିଟ୍ ପରୀକ୍ଷାରେ ପାସ୍ କରିବା ପରେ ହେବଲ ବହୁ କଷ୍ଟରେ ଧାର କରଜ କରି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ଣଣ ମେଡିକାଲ କଲେଜରେ ନାମ ଲେଖାଇଛନ୍ତି । ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ଭାବେ ପାଠ ପଢୁଥିଲେ ମଧ୍ୟ ହେବଲଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ଅର୍ଥାଭାବ ।
ପ୍ରତିବର୍ଷ ୪ ଜାନୁଆରୀରେ ଆନ୍ତର୍ଜାତୀୟ ସ୍ତରରେ ‘ବିଶ୍ୱ ବ୍ରେଲି ଦିବସ’ ପାଳନ କରାଯାଏ। ନେତ୍ରହୀନ ଲୋକଙ୍କ ପାଇଁ ଏହି ଦିନଟି ଅତ୍ୟନ୍ତ ସ୍ୱତନ୍ତ୍ର ହୋଇଥାଏ, କାରଣ ଏହି ଦିନ ସେମାନଙ୍କ ଜୀବନରେ ଆଲୋକ ଆଣିଥିବା ଲୁଇସ୍ ବ୍ରେଲି ଜନ୍ମ ନେଇଥିଲେ।
ଜୀବନ ଯୁଦ୍ଧରେ ଜିତି, ସେ ନାଁ ପାଇଛି 'ବିଜୟିନୀ' । ଆଉ ପରିଚୟ-'ଭିମସାରର ଝିଅ' । କାରଣ ଏଇ ବୁର୍ଲା ଭିମସାରରେ ଡାକ୍ତରମାନଙ୍କ ଅମୃତ ଛୁଆଁ ତାକୁ ପୁନର୍ଜନ୍ମ ଦେଇଛି, ନର୍ସମାନଙ୍କ କୋଳରେ ସେ ବଢ଼ିଛି, ଆଉ ଏଠାକାର ବହୁ ପ୍ରସୂତିଙ୍କ କ୍ଷୀର ବି ପିଇଛି ।
କଥାରେ ଅଛି, ଯାହାର କେହି ନାହାନ୍ତି, ତା ପାଇଁ ଭଗବାନ ଅଛନ୍ତି । ଦିନେ ନିଜ ଜନ୍ମକଲା ବାପାମାଆ ତାକୁ ଫିଙ୍ଗି ଦେଇଥିଲେ ଅନ୍ଧାରୀ କୂଅଁରେ । ହେଲେ ସେଦିନର ସେ ଅଲୋଡ଼ା ଶିଶୁ, ଆଜି ବୁର୍ଲା ଭିମସାରରେ ସମସ୍ତଙ୍କ ଅଲିଅଳି ।
ପ୍ରତିବର୍ଷ ୨୪ ଡିସେମ୍ବରରେ ‘ଜାତୀୟ ଉପଭୋକ୍ତା ଅଧିକାର ଦିବସ’ ପାଳନ କରାଯାଏ। ଏହାର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ପ୍ରକାରର ଶୋଷଣ ଯେପରିକି ତ୍ରୁଟିପୂର୍ଣ୍ଣ ଦ୍ରବ୍ୟ, ସେବାରେ ଅଭାବ ଏବଂ ଅନ୍ୟାୟ ବାଣିଜ୍ୟ ପ୍ରଥା ବିରୁଦ୍ଧରେ ଗ୍ରାହକମାନଙ୍କୁ ପ୍ରଭାବଶାଳୀ ସୁରକ୍ଷା ଯୋଗାଇବା।
ଦେଶର ଅର୍ଥନୀତିକୁ ମଜବୁତ କରିବା ନେଇ କୃଷକ ଭୂମିକା ଅତୁଳନୀୟ। କୋଟି କୋଟି ଜନତାଙ୍କ ପେଟର ଚିନ୍ତା ହିଁ ଚାଷୀ ଭାଇଟିଏ କରିଥାଏ। ଚାଷୀଙ୍କ ଯୋଗୁଁ ସାରା ଦେଶର ଭୋକ ମେଣ୍ଟିଥାଏ। ସେଥିପାଇଁ ସେମାନଙ୍କୁ ସମ୍ମାନ ଦେବା ନେଇ ପ୍ରତି ବର୍ଷ ୨୩ ଡିସେମ୍ବରରେ ‘ଜାତୀୟ କୃଷଜ ଦିସବ’ ପାଳନ କରାଯାଏ।
ଗଣିତ କ୍ଷେତ୍ରରେ ଶ୍ରୀନିବାସ ରାମାନୁଜନଙ୍କ ଅବଦାନ ପାଇଁ ଭାରତ ସରକାର ତାଙ୍କ ଜନ୍ମଦିନକୁ ଗଣିତ ଦିବସ ଭାବେ ଘୋଷଣା କରିଥିଲେ। ଆଜି ୨୨ ଡିସେମ୍ବର, ‘ଜାତୀୟ ଗଣିତ ଦିବସ’ରେ ଆସନ୍ତୁ ଜାଣିବା ଗଣିତଜ୍ଞ ରାମାନୁଜନ କିଏ ? ଗଣିତ କ୍ଷେତ୍ରରେ ସେ କିପରି ଏତେ ବଡ଼ ସଫଳତା ହାସଲ କଲେ?
ଅସ୍ତରଙ୍ଗରେ ରହିଛି ଅନେକ ପର୍ଯ୍ୟଟନସ୍ଥଳ। ଦେବୀ ନଦୀ ମୁହାଣରେ ଥିବା ବୋଟିଂ, ହେନ୍ତାଳ ବଣ, ନାଲି କଙ୍କଡ଼ା ପର୍ଯ୍ୟଟକଙ୍କୁ ଏଠାକୁ ଆକୃଷ୍ଟ କରୁଛି।
ରାଜ୍ୟରେ ଲାଗି ରହିଛି ଶୀତର ଲହରୀ। ଛାତ ଘରେ ଥିବା ଲୋକ ଶୀତର ପ୍ରକୋପରେ ଥରୁଛନ୍ତି। ହେଲେ ଜରିପାଲ ତଳେ ଜୀବନ କାଟୁଛନ୍ତି ଭୂମିହୀନ ନଟ ବେହେରାଙ୍କ ପରିବାର...
ଅଣ୍ଟା ନଇଁ ଗଲାଣି । ହେଲେ ଦଇବ ଦେଇଥିବା ଦାୟିତ୍ୱର ବୋଝକୁ ସେ ବୋହି ଚାଲିଛନ୍ତି । ଟିକେ ବି ଉଁ କି ଚୁଁ ହେଉନାହାନ୍ତି ।
ଆଇପିଏଲ୍ ୨୦୨୪ ନିଲାମ ଉପରେ ଏବେ ସମସ୍ତଙ୍କର ନଜର। କିଏ କାହାର ହେବ ତାଙ୍କୁ ନେଇ ସମସ୍ତଙ୍କ ମନରେ ଉତ୍ସାହ। ତେବେ ଆସନ୍ତୁ ଜାଣିବ କେଉଁ ଟିମ୍ କେତେ ଖେଳାଳି ଆବଶ୍ୟକ କରନ୍ତି ଆଉ କେତେ ରହିଛି ବିଦେଶୀଙ୍କ ପାଇଁ।
IPLର ଆଗାମୀ ସିଜନ ପାଇଁ ଖେଳାଳିଙ୍କ ନିଲାମ ଡିସେମ୍ବର ୧୯ରେ ଅନୁଷ୍ଠିତ ହେଉଛି। ଏଥର ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଖେଳାଳିଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଆସନ୍ତୁ ସେହି ପାଞ୍ଚ ଜଣ କ୍ରିକେଟରଙ୍କ ବିଷୟରେ ଜାଣିନେବା ଯେଉଁମାନେ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରି ନିଲାମ ପାଇଁ ସେମାନଙ୍କର ସ୍ଥିତିକୁ ଦୃଢ କରିଛନ୍ତି।
ଆଇପିଏଲ୍ ନିଲାମକୁ ନେଇ ରବିଚନ୍ଦ୍ରନ୍ ଅଶ୍ୱିନ୍ ଏକ ପୂର୍ବାନୁମାନ କରିଛନ୍ତି। ଭିଡିଓରେ ଶେୟାର କରି ସେ ଏକ ନିଆରା ଢଙ୍ଗରେ ଖେଳାଳିଙ୍କ ବିଷୟରେ ପୂର୍ବାନୁମାନ କରିଛନ୍ତି। କେଉଁମାନେ କେତେ ଟଙ୍କାରେ କିଣାହେବ ସେ କହିଛନ୍ତି।
ବିଭିନ୍ନ ରାଜ୍ୟ ନିଜ ନିଜ ରାଜ୍ୟରେ ରାଜ୍ୟ ସଂଖ୍ୟାଲଘୁ କମିଶନ ଗଠନ କରିଛନ୍ତି। ସଂଖ୍ୟାଲଘୁ ସମ୍ପ୍ରଦାୟର ଯେକୌଣସି ପିଡ଼ିତ ବ୍ୟକ୍ତି ନିଜ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ରାଜ୍ୟ ସଂଖ୍ୟାଲଘୁ ଆୟୋଗଙ୍କ ନିକଟକୁ ଯାଇପାରିବେ।