୧୨ରେ ବାରବାଟୀରେ ଭାରତ-ଦ.ଆଫ୍ରିକା ୨ୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯିବ ।
ଖେଳାଳି କଣ ଖାଇବେ? କଣ ସେମାନଙ୍କର ପସନ୍ଦ ? କେମିତି ଏଠି କୌଣସି ଅସୁବିଧା ଯେପରି ନହେବ ଏସବୁକୁ ଧ୍ୟାନ ଦେବା ପାଇଁ କଣ ସବୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ଦେଖନ୍ତୁ
ସୁପର ୪ରେ ପ୍ରବେଶ କରିବା ପାଇଁ ଭାରତକୁ ଯେମିତି ହେଲେ ବି ଏହି ମ୍ୟାଚକୁ ୧୫ ଗୋଲ ବ୍ୟବଧାନରେ ଜିତିବାର ଥିଲା । ଭାରତର ଏହି ବିଜୟରେ ପ୍ରମୁଖ ଭୂମିକା ନେଇଥିଲେ ଅନ୍ୟତମ ଓଡିଆ ଖେଳାଳି ଦୀପସାନ ର୍ତିକୀ ।
ପ୍ରଥମ ଥର ପାଇଁ ଦଳରେ ଉମ୍ରାନ ମଲିକ ଏବଂ ଅର୍ଶଦୀପ ସିଂଙ୍କୁ ମଧ୍ୟ ସାମିଳ କରାଯାଇଛି ।
ରୋହିଦାସଙ୍କ ସହ ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।
ନିକଟରେ ଧାୱନ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ସାଥି ଖେଳାଳି କୈଗିସୋ ରବାଡା ତାଙ୍କୁ ଗୋଇଠା ମାରୁଥିବା ଦେଖାଯାଇଛି ।
ଏହି ମ୍ୟାଚରେ ରଜତ ପାଟିଦାର ୨୧ଟି ବଲରେ ୨୬ ରନ୍ ସଂଗ୍ରହ କରିଥିଲେ। ଏଥିରେ ତାଙ୍କର ଦୁଇଟି ଲମ୍ବା ଛକା ମଧ୍ୟ ସାମିଲ ଅଛି । ତାଙ୍କର ଗୋଟିଏ ଛକା ଏକ ଦୁର୍ଘଟଣାକୁ ଅଳ୍ପକେ ଏଡାଇ ଯାଇଥିଲା ।
୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ ପାଇଁ ଭେନ୍ୟୁ ଘୋଷଣା ।
ଆଜିର ମ୍ୟାଚ୍ରେ ରାଜସ୍ଥାନ ରୟାଲସ ପ୍ରଥମେ ବ୍ୟାଟିଂ କରି ୧୯୩ ରନ କରିଥିଲା । ୧୯୪ ରନ୍ର ବିଜୟ ଲକ୍ଷ ନେଇ ମଇଦାନକୁ ଓହ୍ଲାଇଥିଲା ମୁମ୍ବାଇ । ହେଲେ ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ମାତ୍ର ୧୭୦ ରନ୍ ହିଁ କରି ପରାଜୟ ସ୍ୱୀକାର କରିଥିଲା ଦଳ ।
ଯଦି BCCI କମିଟି ସୁପାରିଶକୁ ଗ୍ରହଣ କରେ ତେବେ ବାରବାଟୀରେ ଏହି ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତକାଲି ବିସିସିଆଇର ଟୁରସ୍, ଫିକ୍ସଚର୍ସ ଏବଂ ଟେକ୍ନିକାଲ କମିଟିର ଏକ ବୈଠକ ବସିଥିଲା ।
୭ ବର୍ଷ ଧରି ଦଳର ସଫଳତା ପାଇଁ କାର୍ଯ୍ୟ କରିଥିବା ନିଜ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି । ଦୀର୍ଘ ପଥ ଯାତ୍ରାରେ ଉତ୍ଥାନ ପତନ ଦେଇ ଗତି କରିଥିବା ମଧ୍ୟ ସେ କହିଛନ୍ତି ।
ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି ଦକ୍ଷିଣ ଆଫ୍ରିକା । ପ୍ରଥମ ମ୍ୟାଚ୍ ଭାରତ ଜିତିଥିବା ସତ୍ତ୍ୱେ ସିରିଜ ହରାଇଛି ଦଳ । କାରଣ ସିରିଜର ବାକି ୨ଟି ମ୍ୟଚରେ ଦକ୍ଷିଣ ଆଫ୍ରିକାଠୁ ଶୋଚନୀୟ ପରାଜୟ ବରଣ କରିଛି ଟିମ୍ ଇଣ୍ଡିଆ ।
ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମିତ ଲିଲିମା ୨୦୧୧ରେ ଆର୍ଜେଣ୍ଟିନାରେ ଆୟୋଜିତ ଚତୁଃରାଷ୍ଟ୍ରୀୟ ହକି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ଲାଗି ଭାରତୀୟ ଦଳ ପକ୍ଷରୁ ଖେଳିଥିଲେ ।
ଘୋଷଣା ହେଲା ୨୦୨୪ରୁ ୨୦୩୧ ଯାଏଁ ହେବାକୁ ଥିବା ୮ଟି ପୁରୁଷ ଟୁର୍ଣ୍ଣାମେଣ୍ଟ ପାଇଁ ତାଲିକା ଓ ଆୟୋଜକଙ୍କ ନାଁ । ୨୦୨୪ରୁ ୨୦୩୧ ପଯର୍ୟନ୍ତ ICC କ୍ୟାଲେଣ୍ଡର ଘୋଷିତ ।
୧୯୯୦ର ପ୍ରତ୍ୟେକ ଭାରତୀୟ କ୍ରିକେଟ୍ ପ୍ରଶଂସକ ପାକିସ୍ତାନର ପେସ୍ ଆକ୍ରମଣ ପ୍ରତି ଈର୍ଷା କରୁଥିଲେ। ୱାସିମ୍ ଆକ୍ରାମ, ୱାକର ୟୁନିସ୍ ଏବଂ ଜଣେ ସ୍ପିନର (ମୁଶତାକ୍ ଅହମ୍ମଦ କିମ୍ବା ସାକ୍ଲେନ୍ ମୁସ୍ତାକ) ଙ୍କ ବିଦେଶରେ ଏକ ମ୍ୟାଚ୍କୁ ଟର୍ଣ୍ଣ କରିବାର କ୍ଷମତା ଆମକୁ ଭୟଭୀତ କରିଥିଲା ଯେହେତୁ ଆମେ ସେହି ବିଜୟକୁ ଅପେକ୍ଷା କରିଥିଲୁ।
ପାରାଲମ୍ପିକ୍ ପ୍ରଥମରୁ ଛାଇ ଯାଇଛନ୍ତି ଅବନୀ ଲଖେରା। ସେ ପୂର୍ବରୁ ଗୋଲ୍ଡ ଜିତିଥିବା ବେଳେ ଏବେ ବ୍ରୋଞ୍ଜ୍ ଜିତି ଇତିହାସ୍ ରଚିଛନ୍ତି। ସେ ଏହି ପଦକ ଜିତି ଭାରତର ପ୍ରଥମ ମହିଳା ପାରାଲମ୍ପିକ୍ ବିଜେତା ହୋଇଯାଇଛନ୍ତି। ତେବେ ତାଙ୍କ ଜୀବନୀ ବିଷୟରେ ଜାଣିଲେ ଯେ କେହି ବି ଦୁଃଖି ହୋଇପାରେ। ଏକ ସଡକ ଦୁର୍ଘଟଣାରେ ସେ ବେହୋସ ହେବା ପରେ ଦିବ୍ୟାଙ୍ଗ ହୋଇଯାଇଥିଲେ ମଧ୍ୟ ସେ କେବେବି ଜୀବନରେ ସାହସ ହାରି ନ ଥିଲେ।
ନୂଆଦିଲ୍ଲୀ: ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦୌଡରେ ଅଲମ୍ପିଆନ୍ ଦୂତି ଚାନ୍ଦ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କ ନାମକୁ କେନ୍ଦ୍ରକୁ ସୁପାରିଶ କରାଯାଇଛି । ସେହିଭଳି ଟୋକିଓ ଅଲମ୍ପିକ୍ ପାଇଁ ଭାରତୀୟ ହକି ଦଳରେ ସ୍ଥାନ ପାଇଥିବା ବୀରେନ୍ଦ୍ର…
ଭୁବନେଶ୍ୱର : ଇମ୍ଫାଗ୍ରୁପ୍ ଦ୍ୱାରା ପରିଚାଳିତ ‘ ଇଣ୍ଡିଆନ୍ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ୍’ ((IMPaCT) ତରଫରୁ ସମ୍ମାନଜନକ ‘ଏକଲବ୍ୟ ପୁରସ୍କାର ୨୦୧୮’ ନିମନ୍ତେ ନାମାଙ୍କନ ପତ୍ର ଆହ୍ୱାନ କରାଯାଉଛି। ‘ଏକଲବ୍ୟ ପୁରସ୍କାର ’ ପୁରସ୍କାର ହେଉଛି ଓଡ଼ିଶାର ଶ୍ରେଷ୍ଠ ଯୁବ କ୍ରୀଡ଼ାବିତ୍ଙ୍କ ପାଇଁ ଉଦ୍ଦିଷ୍ଟ ବାର୍ଷିକ କ୍ରୀଡ଼ା ପୁରସ୍କାର, ଯାହାର ନଗଦ ପୁରସ୍କାର ରାଶି ୫ଲକ୍ଷ ଟଙ୍କା ରହିଛି। ମୁଖ୍ୟ ପୁରସ୍କାର ଛଡ଼ା ଦୁଇଗୋଟି ଦୃଷ୍ଟାନ୍ତମୂଳକ ପୁରସ୍କାର ମଧ୍ୟ ପ୍ରଦାନ କରାଯାଏ, ଯାହାର ପୁରସ୍କାର ରାଶି […]