• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Spurious Liquor

 spurious liquor
Spurious Liquor Deaths: ବିଷାକ୍ତ ମଦ ପିଇ ୧୪ ଜଣଙ୍କ ମୃତ୍ୟୁ, ୬ ଗୁରୁତର

ପଞ୍ଜାବର ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ଛାନଭିନ୍ ଚଳାଇଛି ।

Berhampur Liquor Tragedy
ଚିକିଟି ମଦ ମୃତ୍ୟୁ: ଆକ୍ସନ ନେଲେ ଅବକାରୀ ମନ୍ତ୍ରୀ...

ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ। ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅପସାରଣ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। 

Chikiti Liquor Death
ମଦ ମୃତ୍ୟୁ ନେଇ ଗୃହରେ ହଟ୍ଟଗୋଳ; RDCସ୍ତରୀୟ ତଦନ୍ତ ଦାବି କଲା ବିଜେଡି

ବିଧାନସଭାରେ ଚିକିଟି ମଦ ମୃତ୍ୟୁ ଘଟଣାରେ ବିଜେଡିର ହଟ୍ଟଗୋଳ । ଚୋରା ମଦ କାରବାର ବଢୁଥିବାରୁ ଚିକିଟିରେ ମଦ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣି ଏହାର RDC ସ୍ତରୀୟ ତଦନ୍ତ ଦାବି କରିଛି ବିଜେଡି।

Odisha hooch tragedy
ବିଷାକ୍ତ ମଦ ପିଇ ଜଣକର ମୃତ୍ୟୁ ଓ ୨୦ ଅସୁସ୍ଥ ଘଟଣା; ୭ ଜଣ ଗିରଫ...

ବିଷାକ୍ତ ଦେଶୀ ମଦ ପିଇ ଜଣକର ମୃତ୍ୟୁ ଓ ୨୦ ଜଣ ଅସୁସ୍ଥ ଘଟଣାରେ ୭ ଜଣ ଗିରଫ । କେ. ନୂଆଁଗାଁ ପୋଲିସ ଦ୍ୱାରା ୫ ଜଣ ଗିରଫ ହୋଇଥିବା ବେଳେ ଅବକାରୀ ବିଭାଗ ୨ ଜଣଙ୍କୁ ଗିରଫ କରିଛି । 

illicit liquor
ତାମିଲନାଡ଼ୁରେ ମଦ ମୃତ୍ୟୁ: ଗଲାଣି ୩୩ଜୀବନ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସୋସିଆଲ୍ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଯଦି ରାଜ୍ୟରେ ଯେଉଁଠି ବେଆଇନ ଭାବେ ମଦ ତିଆରି ହେଉଛି, ତେବେ ତୁରନ୍ତ ପୋଲିସ ନିକଟରେ ଅଭିଯୋଗ କରନ୍ତୁ । ଲୋକଙ୍କ ସୂଚନା ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ।

spurious liquor
ବିଷାକ୍ତ ମଦ ପିଇ ୧୩ ମୃତ ! ବନ୍ଧାହେଲେ ୯ ଜଣ, ୪ ପୋଲିସ୍‌ ନିଲମ୍ବିତ

ବିଷାକ୍ତ ମଦ ମୃତ୍ୟୁ ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।