ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ନିଜ ଦେହରେ ନିଆଁ ଲଗାଇବା ପରେ ଭଲ ପାଉଥିବା ଯୁବତୀଙ୍କୁ ଆଲିଙ୍ଗନ କରି ତାଙ୍କ ଦେହରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ଫଳରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।