• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sri Mandir

niladribije
ସରିଲା ଲୀଳାଖେଳା; ଭାଇ ଉଉଣୀଙ୍କୁ ନେଇ ନୀଳକନ୍ଦରକୁ ବିଜେ କଲେ ଚକାଡ଼ୋଳା..

ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ ବେଳେ ପ୍ରଭୁ ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ଅଟକାଇଥିଲେ ଦେବୀ ମହାଲକ୍ଷ୍ମୀ । ଅଭିମାନିନୀ ମହାଲକ୍ଷ୍ମୀଙ୍କୁ ପ୍ରଭୁ ଚକାଡୋଳା ସାଙ୍ଗରେ ନେଇ ଆସିଥିବା ସ୍ବାଦିଷ୍ଟ ରସଗୋଲା ଦେଇ ମାନ ଭଙ୍ଗ କରିଥିଲେ ।

Ratna Bhandar
ଘନଉଛି ରତ୍ନଭଣ୍ତାର ଚାବି ବିବାଦ; ଡୁପ୍ଲିକେଟ୍ ଚାବିରେ ଖୋଲିଲାନି ତାଲା! କାହିଁକି ନଥିଲା ଜଉମୁଦ?

ଶ୍ରୀମନ୍ଦିର ରତ୍ନଭଣ୍ଡାର ନୁହେଁ ତ, ସତେ କି ଖୋଲୁଛି ରହସ୍ୟ ପେଡ଼ି । ପ୍ରାୟ ୫ ଦଶନ୍ଧି ପରେ ଗତକାଲି ଭିତର ଭଣ୍ଡାର ଖୋଲା ଯାଇଥିଲେ ବି, ବିବାଦ ଥମୁନି ।

Ratna Bhandar
ଖୋଲିଲା ରତ୍ନଭଣ୍ତାର; ସ୍ଥିତିକୁ ନେଇ ଉତ୍କଣ୍ଠା, ମରାମତି ସବୁଠାରୁ ବଡ଼ ଚାଲେଞ୍ଜ

ଲୀଳାମୟ ଠାକୁରଙ୍କ ରହସ୍ୟମୟ ରତ୍ନ ଭଣ୍ଡାର ଖୋଲିବା ପରେ ଏବେ ସ୍ଥିତିକୁ ନେଇ ବଢୁଛି ଉତ୍କଣ୍ଠା । କାରଣ ସମୟ ଅଭାବରୁ, ଭିତର ଭଣ୍ଡାରର ସ୍ଥିତିକୁ ନେଇ ଆଜି ଯାଞ୍ଚ ହୋଇପାରିନି ବୋଲି କମିଟି ସଦସ୍ୟ କହିଛନ୍ତି ।

Justice Biswanath Rath
ଭଣ୍ତାର ଖୋଲିବା ପରେ ବଡ଼ ଖୁଲାସା କଲେ ଅଧ୍ୟକ୍ଷ, କହିଲେ ପୂର୍ବରୁ ସବୁକିଛି ଗପ ଥିଲା

ଭିତର ଭଣ୍ଡାରକୁ ନେଇ ଲୋକଙ୍କ ମନରେ ଅବିଶ୍ୱାସ ସୃଷ୍ଟି କରାଯାଇଥିଲା । ପ୍ରଭୁ ଜଗନ୍ନାଥଙ୍କ ନାଁ ନେଇ ଭିତର ଭଣ୍ଡାରକୁ ପ୍ରବେଶ କଲୁ କହିଲେ ଅଧ୍ୟକ୍ଷ ।

Ratna Bhandar
'ଭିତର ରତ୍ନଭଣ୍ତାର ଖୋଲିଲୁନି, ଆଉ ଦିନେ ଦିନ ଧାର୍ଯ୍ୟ କରି ଖୋଲିବୁ'

ଶେଷ ହୋଇଛି ପ୍ରତୀକ୍ଷା । ଖୋଲିଛି ମହାପ୍ରଭୁଙ୍କର ରତ୍ନଭଣ୍ତାର । ଦୀର୍ଘ ପାଞ୍ଚ ଦଶନ୍ଧି ପରେ ଖୋଲିଛି ରତ୍ନଭଣ୍ତାର ।

Ratna Bhandar
ରତ୍ନଭଣ୍ତାର ଖୋଲିବା ନେଇ ଆସିଲା ବଡ଼ ଅପଡେଟ୍, ମୁଖ୍ୟ ପ୍ରଶାସକ କହିଲେ ...

ଭିତର ରତ୍ନଭଣ୍ଡାର ତାଲା ଚାବିରେ ଖୋଲିପାରିଲା ନାହିଁ । ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା ସେଥିରେ ତାଲା ଖୋଲିଲାନି ।

Ratna Bhandar
୫ ଦଶନ୍ଧି ପ୍ରତୀକ୍ଷାର ଘଟିଲା ଅନ୍ତ..ରତ୍ନଭଣ୍ତାର ଭିତରକୁ ଯିବେ ୧୧ ଜଣ..ଜାଣନ୍ତୁ କିଏ..

ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

Ratna Bhandar
ବହୁ ପ୍ରତୀକ୍ଷାର ଅନ୍ତ; ଶେଷରେ ଖୋଲିବ ରହସ୍ୟମୟ ରତ୍ନଭଣ୍ଡାର

ରତ୍ନଭଣ୍ଡାର ଖୋଲାଯିବା ପୂର୍ବରୁ ଲୋକନାଥ ମହାପ୍ରଭୁଙ୍କୁଠାରୁ ଆଜ୍ଞାମାଳ ନିଆଯିବା ସହ ବିମଳଙ୍କ ପାଖରେ ଗୁଆଟେକା ହେବ । ତାସହ ମାଆ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ସହ ମହାପ୍ରଭୁଙ୍କ ଆଶିର୍ବାଦ ଭିକ୍ଷା କରି କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ଅରବିନ୍ଦ ପାଢୀ ।

Ratna Bhandar
ଦୀର୍ଘ ବର୍ଷ ପ୍ରତୀକ୍ଷାର ହେବ ଅନ୍ତ; ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଆଜି !

କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।

Ratha Jatra
ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ; ଘଣ୍ଟଘଣ୍ଟା, ମୃଦଙ୍ଗ, ହୁଳହୁଳିରେ ପ୍ରକମ୍ପିତ ପରିବେଶ

କୋଟି ଓଡ଼ିଆଙ୍କ ମଉଡ଼ମଣି କାଳିଆ ସାଆନ୍ତ... ତାକୁ ଦେଖିବାକୁ ଆଜି ବଡ଼ଦାଣ୍ଡରେ ଲାଗିଛି ଭିଡ଼... ଜୟ ଜଗନ୍ନାଥ... ହରିବୋଲ ଧ୍ୱନୀରେ ପ୍ରକମ୍ପିତ ଚଉଦିଗ..।

Rambhadracharya
ରଥଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ

ଗତବର୍ଷ ରଥଯାତ୍ରାରେ ମଧ୍ୟ ଶ୍ରୀକ୍ଷେତ୍ର ଆସି ବଡ଼ଦାଣ୍ଡରେ ଦିଅଁଙ୍କ ଆଶୀର୍ବାଦ ନେଇଥିଲେ।

Puri Sri Mandir
ଆଜି ଅସୁସ୍ଥ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ; ଏହାକୁ ସେବନ କରି ସଂପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି

ଜ୍ବରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେବ ଦଶମୂଳ ମୋଦକ। ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ପ୍ରସ୍ତୁତ ହୋଇଛି ଏହି ଦଶମୂଳ ମୋଦକ। ଏହାକୁ ସେବନ ସଂପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି। 

Ratna Bhandar
'ରତ୍ନଭଣ୍ଡାର ଗଣତି ଦିନେ କି ଦୁଇ ଦିନ ନୁହେଁ, ସମୟ ଲାଗିବ; କେବେ ଖୋଲିବ ଶୀଘ୍ର ଜଣାଇବୁ'

ରତ୍ନଭଣ୍ଡାର ଖୋଲିବା ନେଇ ଖୁବଶୀଘ୍ର ନିଆଯିବ ନିଷ୍ପତ୍ତି । ରତ୍ନଭଣ୍ଡାର ବାବଦରେ ଖୁବଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

Lord Jagannath vivah utsav
ଆଜି ରୁକ୍ମିଣୀ ହରଣ ଏକାଦଶୀ; ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ମହୋତ୍ସବ

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ।

Sri Mandir
ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରଜ ଓ ରବିବାର ଥିବାରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବଡ଼ଦେଉଳର ଚାରିଦ୍ୱାର ଖୋଲିବା ପରେ ପୁରୀରେ ବଢୁଛି ଭକ୍ତଙ୍କ ଭିଡ଼ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜିଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି ।

Sri Mandir
ଶ୍ରୀମନ୍ଦିରକୁ କିଏ ଶ୍ରୀହୀନ କରିବାକୁ ବସିଥିଲା ?

ସରକାର ବଦଳୁ ବଦଳୁ ଶ୍ରୀମନ୍ଦିରକୁ କିଏ ଶ୍ରୀହୀନ କରିବାକୁ ବସିଥିଲା ? ବଡ଼ ଠାକୁରଙ୍କ ବଡ଼ ଦେଉଳକୁ ଆଲୋକଶୂନ୍ୟ କରିବାର ମନ୍ଦବୁଦ୍ଧି ପାଞ୍ଚିଥିଲା କିଏ ?

Puri Sri Mandir
ପୁଣି ଝଟକିବ ଶ୍ରୀମନ୍ଦିର; ତୀବ୍ର ଅସନ୍ତୋଷ ପରେ ବଡ଼ଦେଉଳରେ ଲାଗିଲା ଲାଇଟ୍

ଶ୍ରୀମନ୍ଦିର ପରିସରରେ ଲାଗିଥିବା ଆଲୋକୀକରଣ ବ୍ୟବସ୍ଥାକୁ ହଠାତ୍ ବନ୍ଦ କରିଦିଆଯିବା ଘଟଣାର ତଦନ୍ତ ବି ଚାଲିଛି। କାହିଁକି ନଜଣାଇ ଇଭେଣ୍ଟ ସଂସ୍ଥା ହଠାତ ଲାଇଟ କାଢିନେଲା ସେନେଇ ତଦନ୍ତ ଚାଲଥିବା କହିଛନ୍ତି ପୁରୀ ଜିଲ୍ଲାପାଳ।

 Puri Srimandir
ଲାଇଟ୍‌ ଖୋଲିନେଉଛି ଠିକା କମ୍ପାନୀ; ଅନ୍ଧାର ହୋଇଯିବ ବଡଦେଉଳ !

ବଡଦେଉଳକୁ ସିଧାସଳଖ ଫୋକସ ଲାଇଟ୍‌ରେ ଆଲୋକୀକରଣ କରୁଥିବା ବଡ ବଡ ହାଥମାକ୍ସ ଲାଇଟ୍ ଖୋଲି ନେଇଯାଇଛି ଇଭେଣ୍ଟ କମ୍ପାନୀ। ଯାହାଫଳରେ ଅନ୍ଧାରରେ ବଡଦେଉଳ !

 Raghunath Besha
ଅଯୋଧ୍ୟାରେ ବିରାଜିଲେ ରାମଲାଲା, ଶ୍ରୀକ୍ଷେତ୍ରରେ ରଘୁନାଥ ବେଶ କେବେ ?

ଶେଷଥର ପାଇଁ ୧୯୦୫ ମସିହାରେ ମହାପ୍ରଭୁ ଭକ୍ତଙ୍କୁ ଏହି ଦୁର୍ଲଭ ବେଶ ହୋଇଥିଲା। ଏହା ପରଠାରୁ ଆଉ ମହାପ୍ରଭୁଙ୍କୁ ଏହି ବେଶ କରାଯାଇନି। ୧୯୮୩ ମସିହାରେ ଶ୍ରୀମନ୍ଦିର ପ୍ରଶାସନ ଆଗ୍ରହ ପ୍ରକାଶ କରିଥିଲେ ବି ଆର୍ଥିକ ଦୃଷ୍ଟିକୋଣରୁ ନିରବ ରହିଥିଲା।

Sri Mandir
ଶ୍ରୀମନ୍ଦିର ପରିସରରେ ଲାଗିଲା ନିଆଁ

ଶ୍ରୀମନ୍ଦିର ପରିସର ବେଢ଼ାକାଳୀ ମନ୍ଦିରରେ ସର୍ଟସର୍କିଟ୍ ଯୋଗୁଁ ଲାଗିଲା ନିଆଁ।

Sri Mandir
ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କଲେ ଗଜପତି, ମୁକ୍ତି ମଣ୍ତପରେ ବ୍ରାହ୍ମଣଙ୍କର ନେଲେ ଆଶୀର୍ବାଦ

ଶ୍ରୀମନ୍ଦିରରେ ଭିତରକାଠ ନିକଟରୁ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ମହାରାଣୀ ଲୀଳାବତୀ ପାଟମହାଦେଇ, ରାଜକୁମାରୀ କୁମାରମଣିଙ୍କ ସହ ସପରିବାର ଦର୍ଶନ କରିଛନ୍ତି ଗଜପତି । ଏହାସହ ନାଟମଣ୍ଡପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଛନ୍ତି ।

Srimandir
ଅସନ୍ତୋଷ ଚାପିବା ପାଇଁ କୁହାଗଲା କି ମହାପ୍ରଭୁଙ୍କ ସେବାରେ ଲାଗିବ ଗୁଆ-ଚାଉଳ ?

ଅର୍ପଣ ରଥ ବୁଲାଇ ମହାପ୍ରଭୁ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ, ଚାଉଳ ଦେବାକୁ ଅନୁରୋଧ କରିଥିଲେ ସରକାର। ଯାହାକୁ ସରକାରଙ୍କ ପ୍ରଚାର ଯାତ୍ରା କହିଥିଲେ ଗଜପତି ମହାରାଜ ।

Samaleswari Temple
ମାଇଲେଜ୍ ପଲିଟିକ୍ସରେ ମାତିଛି କି ବିଜେଡି ? ଶ୍ରୀମନ୍ଦିର ପ୍ରକଳ୍ପ ଲୋକାର୍ପଣ ପରେ ସମଲେଇ ମନ୍ଦିର ପ୍ରକଳ୍ପ

ଶ୍ରୀକ୍ଷେତ୍ର ପରେ ପରେ ସମ୍ବଲପୁର। ପୁରୀରେ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସରୁ ସରୁ ମାଆ ସମଲେଇ ମନ୍ଦିର ପ୍ରକଳ୍ପ ଉଦଘାଟନ ପାଇଁ ସରକାରଙ୍କ ସଜବାଜ।

Sri Mandir
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ

ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।

Kamiya Jani
ଥମୁନି କାମିୟା ଜାନି ଶ୍ରୀମନ୍ଦିର ପ୍ରବେଶ ବିବାଦ

ଥମୁନି କାମିୟା ଜାନି ଶ୍ରୀମନ୍ଦିର ପ୍ରବେଶ ବିବାଦ । ୟୁଟୁବର କାମିୟା ଜାନି ହିନ୍ଦୁ ନା ମୁସଲମାନ୍ ? କାମିୟା ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶ ପରେ ତାଙ୍କର ଧର୍ମକୁ ନେଇ ଏବେ ନାନା ଚର୍ଚ୍ଚା । ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ପୋଷ୍ଟ କରିବା ପରେ ଚର୍ଚ୍ଚାରେ ୟୁଟୁବର କାମିୟା ଜାନି ।