ଚଳିତ ଜାନୁଆରୀରେ ଇସ୍ରୋର ବାହୁବଳୀ ରକେଟ୍ GSLV ମାର୍କ-ଥ୍ରୀ ସହାୟତାରେ ଏହି ଉତକ୍ଷେପଣ ହେବ । GSLV-F15ରେ ମହାକାଶକୁ ଯିବ ନାଭିଗେସନ୍ ସାଟେଲାଇଟ୍ NVS-02 / IRNSS-1K ।
ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08ର ସଫଳ ଉତକ୍ଷେପଣ । ଭୂପୃଷ୍ଠରୁ ୪୭୫ କିଲୋମିଟର ଉଚ୍ଚତାରେ କକ୍ଷ ପଥରେ ଅବସ୍ଥାପିତ କରିଛି ଇସ୍ରୋ ।
ଏବେ ଚନ୍ଦ୍ରୟାନ-୩ରେ ସେଇ ଅଧୁରା ସ୍ୱପ୍ନକୁ ସାକାର କରିବା ଅର୍ଥାତ୍ ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ କରି ତା ଭିତରୁ ରୋଭର ଗଡ଼ାଇବା ପାଇଁ ପୂର୍ଣ୍ଣ ଆଶାବାଦୀ ଅଛି ଇସ୍ରୋ ।
ଶ୍ରୀହରିକୋଟା: ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ (ଇସ୍ରୋ)ର ସ୍ୱଦେଶୀ ସାଟେଲାଇଟ INRSS-1I ର ସଫଳ ଉତ୍କ୍ଷେପଣ। ଭୋର ୪ଟା ୪ ମିନିଟରେ PSLV-C41 ରକେଟ୍ ଜରିଆରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଏହାକୁ ସଫଳତାର ସହ ଉତ୍କ୍ଷେପଣ କରାଯାଇଛି। INRSS-1I ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ଏକ ନାଭିଗେସନ୍ ସାଟେଲାଇଟ। ଏହା ସାମୁଦ୍ରିକ ନାଭିଗେସନ ସହ ସୈନ୍ୟ କ୍ଷେତ୍ରରେ ମଧ୍ୟ ସହାୟତା ମିଳିପାରିବ। ୧ ହଜାର ୪୨୦ କୋଟି ଟଙ୍କା ଖର୍ଚ୍ଚରେ ପ୍ରସ୍ତୁତ […]