ସୁପ୍ରିମକୋର୍ଟଙ୍କ ରାୟ ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା
ହାଇକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ହାଇକୋର୍ଟରେ ମାମଲା ଚାଲୁଥିବା ବେଳେ ସୁପ୍ରିମକୋର୍ଟ କାହିଁକି ଗଲେ ଆବେଦନକାରୀ: ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ଅପରାଜିତା
ରାଜ୍ୟ ସରକାର ଓ ASIକୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରାଯାଇଛି
ଏମାର ମଠ ଖନନ ସ୍ଥଳରେ ଫିଙ୍ଗା ପଡ଼ିଥିବା ପ୍ରାଚୀନ ସିଂହମୂର୍ତ୍ତକୁ ଉଦ୍ଧାର କରି କାର୍ଯ୍ୟାଳୟକୁ ନେଲା ଏଏସ୍ଆଇ,ଏପଟେ ଗଙ୍ଗ ରାଜତ୍ୱ ସମୟର କୀର୍ତ୍ତିରାଜି ବୟାନ ପାଇଁ ଅଧିକ୍ଷକଙ୍କ ବିରୋଧରେ ଥାନାରେ ଏତଲା
SJTA ନାଁରେ ଟେଣ୍ଡର ଡାକି ଓବିସିସି ନାଁରେ ପାଉଥିବା ଅଭିଯୋଗ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସାମ୍ନାକୁ ଆସିଲା ଆଉ ଏକ ନୂଆ ଅଭିଯୋଗ...
ସେପ୍ଟେମ୍ବର ମାସରୁ ନୂଆ ପ୍ରସ୍ତାବ ପଠାଇବାକୁ ଏନ୍ଏମ୍ଏର ଚିଠି ସତ୍ତ୍ୱେ ବିନା ଅନୁମତିରେ ଯୁଦ୍ଧକାଳୀନ ଭିତ୍ତିରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣକୁ ନେଇ ପ୍ରଶ୍ନ
ପ୍ରକଳ୍ପ କାମ ସ୍ଥଗିତ ରହିବା ଦରକାର କହିଲେ ଜୁଏଲ ଓରାମ
ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାମ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅପିଲ୍ କଲା INTACH । ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ ମିଟର ନିଷିଦ୍ଧାଞ୍ଚଳରେ ଚାଲିଥିବା ନିର୍ମାଣ କାମ ଏଏସ୍ଆଇ ଅନୁମତିରେ ହେଉନାହିଁ
ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ ମିଟର ନିଷିଦ୍ଧାଞ୍ଚଳରେ ଚାଲିଥିବା ନିର୍ମାଣ କାମ ଏଏସ୍ଆଇ ଅନୁମତିରେ ହେଉନାହିଁ ।