୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।
ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିଲା ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ। ଆଉ ୩ ଦିନର ଅପେକ୍ଷା। ୯ ତାରିଖରେ ସ୍ପଷ୍ଟ ହେବ କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର।