ଭଣ୍ଡାର ଘର ମରାମତି କାମ ଆରମ୍ଭ ହେବ ବୋଲି କହିଛନ୍ତି ତଦାରଖ କମିଟି ମୁଖ୍ୟ ଜଷ୍ଟିସ ବିଶ୍ୱନାଥ ରଥ ।
ସମସ୍ତଙ୍କର ସେଇ ସମାନ କଥା। ଚାରି ଦ୍ବାର ଖୋଲିଲା ଭଲ ହେଲା। କିନ୍ତୁ...? ହଁ ସେଇ କିନ୍ତୁଟି ହେଲା ଶ୍ରୀମନ୍ଦିର ଭିତର ଦର୍ଶନ କଷ୍ଟ।.
ସମସ୍ତଙ୍କର ସେଇ ସମାନ କଥା। ଚାରି ଦ୍ବାର ଖୋଲିଲା ଭଲ ହେଲା। କିନ୍ତୁ...? ହଁ ସେଇ କିନ୍ତୁଟି ହେଲା ଶ୍ରୀମନ୍ଦିର ଭିତର ଦର୍ଶନ କଷ୍ଟ।.
୩ଟି ବିଲାତି ତାଲା, ହେଲେ ୨ କିତା ଚାବି । ହେଲେ କୋଉ ଗୋଟିଏରେ ବି ଖୋଲିନଥିଲା, ସବୁ ତାଲା ଭଙ୍ଗାହେଲା । ଅଳଙ୍କାର ଭର୍ତ୍ତୀ ୨ଟି କାଠ ଆଲମାରୀରେ କୋଲପ ପଡ଼ିନଥିଲା ।
୩ଟି ବିଲାତି ତାଲା, ହେଲେ ୨ କିତା ଚାବି । ହେଲେ କୋଉ ଗୋଟିଏରେ ବି ଖୋଲିନଥିଲା, ସବୁ ତାଲା ଭଙ୍ଗାହେଲା । ଅଳଙ୍କାର ଭର୍ତ୍ତୀ ୨ଟି କାଠ ଆଲମାରୀରେ କୋଲପ ପଡ଼ିନଥିଲା ।
ରତ୍ନଭଣ୍ଡାର ମରାମତି ପାଇଁ କେବେ ଆସିବ ସଂଶୋଧିତ SOP ? ଲେଜର ସ୍କାନିଂ ଓ ଏଣ୍ଡୋସ୍କୋପି ସପକ୍ଷରେ ମତ ରଖିଲେ ବିଶେଷଜ୍ଞ । ମରାମତି ଆଗରୁ ରତ୍ନ ଗଣତି-ମଣତି ସାରିବାକୁ ସେବାୟତଙ୍କ ଦାବି ।
ରତ୍ନଭଣ୍ଡାର ଖୋଲିଲା, ବାହାର ଓ ଭିତର ଦୁଇଟିଯାକ ଭଣ୍ଡାର ଘରୁ ସ୍ୱତନ୍ତ୍ର ଷ୍ଟ୍ରଙ୍ଗରୁମ୍କୁ ରତ୍ନ ବି ସ୍ଥାନାନ୍ତର ହେଲା। ହେଲେ କେବେଠୁ ମରାମତି କାମ ଆରମ୍ଭ ହେବ ତାକୁ ନେଇ ଚର୍ଚ୍ଚା। କୁହାଯାଉଛି ଗୁପ୍ତ କୋଠରୀ ଓ ସୁଡ଼ଙ୍ଗର ସନ୍ଧାନ ପାଇଁ ଆଗ ଲେଜର ସ୍କାନିଂ ଓ ଜିପିଆରଏସ୍ ସର୍ଭେ ପରେ ମରାମତି ହୋଇପାରେ। ତେଣୁ କେବେ ଏ କାମ ସରୁଛି ଏବେ ତା ଉପରେ ନଜର।
ନୀଳାଦ୍ରିବିଜେରେ ଆଜି ରତ୍ନବେଦୀରେ ବିରାଜିବେ ମହାପ୍ରଭୁ । ବଡ଼ଦାଣ୍ଡ ଛାଡି ବଡ଼ଦେଉଳରେ ପ୍ରବେଶ କରିବେ ଶ୍ରୀଜିଉ ।
ସୁଡ଼ଙ୍ଗ ବା ଗୁପ୍ତ ଦ୍ବାର ଅଛି କି ନାହିଁ ASI କରିବ ଅନୁଧ୍ୟାନ କହିଲେ ଗଜପତି । ଯାଞ୍ଚ କମିଟି ଅଧ୍ୟକ୍ଷ କହିଲେ, ଆମ ଆଖିରେ ପଡ଼ିନି ସେଭଳି କିଛି ଦୃଶ୍ୟ ।
ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହେଲା ରତ୍ନ ଅଳଙ୍କାର । ପ୍ରାୟ ସାଢ଼େ ୭ ଘଣ୍ଟା ଧରି ଚାଲିଲା ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ।
ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ି ଆସି ଶ୍ରୀମନ୍ଦିର ସମ୍ମୁଖରେ ରଥାରୁଢ଼
ସ୍ନେକ୍ ହେଲ୍ପଲାଇନ୍ ପରେ ଶ୍ରୀମନ୍ଦିର ପରିସରରୁ ବାହାରିଲେ ଓଡ୍ରାଫ୍ ଟିମ୍ । ଆଜିର କାର୍ଯ୍ୟ ଶେଷ ହେଲା ପରେ ଟିମ୍ ବାହାରିଲେ । କିଛି ଅଘଟଣ ଘଟିଲେ ସହାୟତା ପାଇଁ ମୁତୟନ ଥିଲେ ।
ରତ୍ନଭଣ୍ଡାରରେ ରହିଛି କି ସୁଡ଼ଙ୍ଗ ? ଗୁପ୍ତ ସୁଡ଼ଙ୍ଗ ଥିବା ନେଇ ଜୋର୍ ଧରୁଛି ଚର୍ଚ୍ଚା ।
କେଡ଼େ ସୁନ୍ଦର ଏ ବେଶ...କେଡ଼େ ସୁନ୍ଦର ରୂପକାନ୍ତି...ବଡ଼ ଦାଣ୍ଡରେ ଆଜି ସୁନାବେଶରେ ଝଟକୁଛନ୍ତି କୋଟି ବ୍ରହ୍ମାଣ୍ଡ ଈଶ୍ବର... ମହଣ ମହଣ ସୁବର୍ଣ୍ଣର ଅଳଙ୍କାରରେ ଶୋଭାପାଉଛି ଶ୍ରୀ ଅଙ୍ଗ।
ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବାକୁ ଥିବାରୁ ଆଜି ସୁନାବେଶ ଦର୍ଶନ ସମୟ ରାତି ୧୧ଟା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।
ଚାବି ହଜିବାକୁ ନେଇ ବିସ୍ଫୋରକ ବୟାନ ରଖିଛନ୍ତି ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର । ଚାବି ହଜିବା ଓ ମିଳିବାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।
ବିନା ବଡ଼ ବିଲକ୍ଷଣ ଓ ବିଶୃଙ୍ଖଳାରେ ରଥଟଣା । ରଥରୁ ଅଣସେବାୟତଙ୍କୁ ଓହ୍ଲାଇ ଆଣିଲେ ଶ୍ରୀମନ୍ଦିର ପ୍ରଶାସକ ।
ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି ।
ଏମିତି ହୋଇପାରେ ସମ୍ଭାବ୍ୟ ରତ୍ନଭଣ୍ଡାର SOP । ସାତ୍ତ୍ୱିକ ଆହାର ଭୋଜନ, ସେବାୟତଙ୍କ ଭଳି ପୋଷାକ ପରିଧାନ ! ଶ୍ରୀଲୋକନାଥଙ୍କ ଆଗରେ ଶପଥ, ବାହାରେ କରିବେନି ରହସ୍ୟ ପ୍ରଘଟ !
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଗଲା ନିର୍ଦ୍ଧାରିତ ଏସ୍ଓପି । ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍ଓପି ମିଳିବା ପରେ, ଶ୍ରୀମନ୍ଦିର ପ୍ରଶାସନର ଜରୁରୀ ବୈଠକ ଚାଲିଥିବା ସୂଚନା ମିଳିଛି ।
ସାତ୍ତ୍ବିକ ଆହାର ଭୋଜନ, ସେବାୟତଙ୍କ ଭଳି ପୋଷାକ ପରିଧାନ ! ଶ୍ରୀଲୋକନାଥଙ୍କ ଆଗରେ ଶପଥ, ବାହାରେ କରିବେନି ରହସ୍ୟ ପ୍ରଘଟ ! ରତ୍ନଭଣ୍ଡାର ଭିତରେ ସଭିଏଁ ମାନିବେ ନିର୍ଦ୍ଧାରିତ ବିଧି ବ୍ୟବସ୍ଥା ।
ପୂର୍ବ ଅଭିଜ୍ଞତା ସତ୍ତ୍ୱେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକଙ୍କ ପାଇଁ ବହୁ ଚାଲେଞ୍ଜ । ବାହୁଡ଼ା, ନୀଳାଦ୍ରିବିଜେ ସହ ରତ୍ନଭଣ୍ଡାର ଅଳଙ୍କାର ଗଣତି ପ୍ରମୁଖ ଚ୍ୟାଲେଞ୍ଜ ।
ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ ।
ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା ।
ରତ୍ନବେଦୀ ଛାଡ଼ି ଜନ୍ମବେଦୀ ଅଭିମୁଖେ ମହାପ୍ରଭୁ। ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ?