ରତ୍ନଭଣ୍ଡାର ଖୋଲିବା ଦାୟିତ୍ୱ ସଂପୂର୍ଣ୍ଣ ସରକାରଙ୍କର । କେବଳ ସୁପାରିସ କରିବା କ୍ଷମତା ଗଜପତିଙ୍କ ଅଛି । ୧୯୫୨ ମସିହାରେ ସ୍ୱତନ୍ତ୍ର ଆଇନ କରି ଜଗନ୍ନାଥ ମନ୍ଦିର ପରିଚାଳନା ପାଇଁ ନିଷ୍ପତ୍ତି ନେଇ ଗଜପତିଙ୍କ ଠାରୁ କ୍ଷମତା ନେଇଗଲେ ।
ମୋହର ବାଜିଲା । ଜାନୁଆରୀ ୧୭ରେ ହିଁ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ । କାଲି ନୀତି ସବ୍ କମିଟି ବୈଠକର ନିଷ୍ପତ୍ତିକୁ ଆଜି ପରିଚାଳନା କମିଟି ବୈଠକର ଅନୁମୋଦନ ମିଳିଛି ।
ମୋହର ବାଜିଲା । ଜାନୁଆରୀ ୧୭ରେ ହିଁ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ । କାଲି ନୀତି ସବ୍ କମିଟି ବୈଠକର ନିଷ୍ପତ୍ତିକୁ ଆଜି ପରିଚାଳନା କମିଟି ବୈଠକର ଅନୁମୋଦନ ମିଳିଛି ।
ରତ୍ନଭଣ୍ଡାର ସ୍ଥିତି ପରଖିବା ପାଇଁ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ୨୮ ତାରିଖରେ ଲେଜର ସ୍କାନିଂ କରାଯିବ । ଟେକ୍ନିକାଲ କମିଟି ସହିତ ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ ।
ଆସନ୍ତା ଜାନୁଆରୀରୁ ଶ୍ରୀକ୍ଷେତ୍ରରେ ପ୍ରଭୁ ଜଗନ୍ନାଥଙ୍କ ମନ୍ଦିରକୁ ପ୍ରବେଶ ପାଇଁ ଏକ ସ୍ବତନ୍ତ୍ର ଡ୍ରେସ୍ କୋଡ୍ ପ୍ରଚଳନ ପାଇଁ ନିୟମ ଜାରି କରାଯାଇଛି। ତେବେ ପୁରୀ ପରେ ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା ଜଗନ୍ନାଥ ମନ୍ଦିର ପାଇଁ ଏହି ନିୟମ ଲଗାଇବାକୁ ଏବେ ଦାବି ଆରମ୍ଭ ହୋଇଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।
ଦିନ ଥିଲା, ଇଏ ଥିଲା ସେବକ ପ୍ରିୟ ମାଧବ ଶ୍ରୀଜଗନ୍ନାଥଙ୍କ ଏକ ପ୍ରମୁଖ ସେବା । ଦେବଦାସୀ ସେବା । ଆଉ ଥିଲେ ମହାପ୍ରଭୁଙ୍କ ଦେବଦାସୀ ପରଂପରାର ଶେଷ ସେବିକା ପରସ ମଣି । ସେ ବି ୨୦୨୧ରୁ ଇହଧାମ ଛା଼ଡ଼ିଲେଣି । ତେବେ ଦେବଦାସୀ ପ୍ରଥା ବନ୍ଦ ହେବା ପରେ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ଏମିତି ଗୀତ ଗୋବିନ୍ଦ ଗାଉଥିଲେ ପରସ ମଣି ।
ଏ ସମସ୍ୟାକୁ ନେଇ ଖପ୍ପା ସୁଆର ଓ ମହାସୁଆର ନିଯୋଗ । ନିଯୋଗ କହିଛି, ଆନନ୍ଦ ବଜାରରେ ପୂର୍ବରୁ କେବଳ ସୁପକାର ସେବାୟତ ମହାପ୍ରସାଦ ବିକିବେ ଏବଂ ଅଣସୁପକାରଙ୍କୁ ତଡ଼ିବାକୁ ନିଷ୍ପତ୍ତି ହୋଇଥିଲା ।
ସକାଳ ୯ଟାରୁ ୧୨ ଟା ଯାଏ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିରରେ ସଂକୀର୍ତ୍ତନ ସତ୍ୟାଗ୍ରହ ହେବ । କୋଟି କୋଟି ଜଗନ୍ନାଥ ପ୍ରେମୀ ଏଥିରେ ଯୋଗ ଦେବାକୁ ଦଳ ଆହ୍ୱାନ କରିଛି । ଗତ ଅକ୍ଟୋବର ୧୬ରେ କଂଗ୍ରେସ ବଡ଼ଦାଣ୍ଡରେ ପ୍ରତିବାଦ ରାଲି କରି ଶ୍ରୀମନ୍ଦିର ପ୍ରଶାସକଙ୍କୁ ଚାରିଦ୍ୱାର ଓ ରତ୍ନ ଭଣ୍ଡାର ଖୋଲିବା ନେଇ ଦାବି ପତ୍ର ଦେଇଥିଲେ ।
ଦର୍ଶନ ଶୃଙ୍ଖଳିତ ହେବ ତା ଉପରେ ଗୁରୁତ୍ୱ ଦେବାପାଇଁ ହବିଷ୍ୟାଳୀ ଦାବି କରିଥିବା ବେଳେ ସରକାରୀ ଯୋଜନାରେ ଥିବା ହବିଷ୍ୟାଳୀଙ୍କ ପାଇଁ ସୁରକ୍ଷିତ ସାନ୍ନ ସହ ସ୍ୱାସ୍ଥ୍ୟ ଓ ସୁରକ୍ଷିତ ଦର୍ଶନକୁ ଗୁରୁତ୍ୱ ଦିଆଯାଉ ବୋଲି ବୁଦ୍ଧିଜୀବୀ ଦାବି କରିଛନ୍ତି ।
ଶେଷଥର ପାଇଁ ୧୯୭୮ ମସିହାରେ ଖୋଲା ଯାଇଥିଲା ରତ୍ନଭଣ୍ଡାର । ଏହାପରେ ଏପ୍ରିଲ୍ ୨୦୧୮ରେ ରାଜ୍ୟ ସରକାର ପୁଣି ଏହାକୁ ଖୋଲିବାକୁ ପ୍ରୟାସ କରିଥିଲେ । ସେତେବେଳେ କିନ୍ତୁ ରତ୍ନଭଣ୍ଡାର ଚାବି ହଜି ଯାଇଥିବା ଓ ପରେ ଡୁପ୍ଲିକେଟ୍ ଚାବି ମିଳିବା ଘଟଣା ତମ୍ବିତୋଫାନ ସୃଷ୍ଟି କରିଥିଲା ।
ଶ୍ରୀମନ୍ଦିର ପରିଚାଳନା କମିଟି ଅଗଷ୍ଟ ୪ରୁ କମିଟି ଗଠନ ପାଇଁ ସୁପାରିସ କରିଛି । ଗଜପତି ମହାରାଜା ରତ୍ନଭଣ୍ଡାର ଖୋଲିବା ସପକ୍ଷରେ ଅଛନ୍ତି ବୋଲି ସାକ୍ଷାତ ପରେ କହିଛନ୍ତି ସମୀର ମହାନ୍ତି ।
ସ୍ୱଳ୍ପ ବସ୍ତ୍ର ପିନ୍ଧା ସାଧୁ ଓ ସେବକଙ୍କ ପାଇଁ କି ନିୟମ, ଉଠିଲା ପ୍ରଶ୍ନ । ମ୍ୟାନେଜିଂ କମିଟିର ବିନା ଅନୁମୋଦନରେ ନିଷ୍ପତ୍ତିକୁ ନେଇ ବିବାଦ ।
ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ମହାସ୍ନାନ ନୀତି ହୋଇଛି। ମହାସ୍ନାନ ନୀତି ପରେ ପୁଣି ସମସ୍ତ ନୀତିକାନ୍ତି ଆରମ୍ଭ ହେବ।
ବସ୍ତ୍ରରେ ଶାଳୀନତା ନଥିଲେ ଭକ୍ତଙ୍କୁ ଶ୍ରୀମନ୍ଦିର ମନା । ପୋଷାକ ମାର୍ଜିତ ନଥିଲେ କରି ପାରିବେନି ଜଗାଦର୍ଶନ। ଆଗରୁ ଚଳୁଥିଲା, ହେଲେ ନୂଆବର୍ଷରୁ ଆଉ ବିଲକୁଲ୍ ନୁହଁ। ନୀତି ସବ୍ କମିଟି ବୈଠକ ପରେ ଗତକାଲି ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତଙ୍କ ପରିଧାନକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଏ ସୂଚନା ପରେ ଭକ୍ତ ମହଲରେ ବହୁ ଚର୍ଚ୍ଚା, ଆଲୋଚନା ।
ଚଳିତ ବର୍ଷ କୁମାରପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ୪ଟି ଟଏଲେଟକୁ ନେଇ ଦିନେ ସଂସଦରେ ଯେଉଁ ଝଡ଼ ସୃଷ୍ଟି ହୋଇଥିଲା ଏବେ ସେ ସମସ୍ୟା ଗୁରୁତର ଭାବେ ମୁଣ୍ଡ ଟେକିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରବେଶ ପଥରେ ଗୋଟିଏ ହେଲେ ଶୌଚାଳୟ ନଥିବାରୁ କଲବଲ ହେଉଛନ୍ତି ଭକ୍ତ।
ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ ।
ଖାଲି ଶ୍ରୀମନ୍ଦିର ପାଖ ନୁହେଁ, ପୁରୀ ବସଷ୍ଟାଣ୍ଡରୁ ମନ୍ଦିର ଯାଏଁ ରାସ୍ତା ମଝିରେ ବି କୌଣସି ଜାଗାରେ ସାଧାରଣ ଭକ୍ତଙ୍କ ପାଇଁ ଟୟଲେଟ୍ ଟିଏ ନାହିଁ ।
ହାଇକୋର୍ଟ କହିଲେ ଡେରି କରନି...ଅଳଙ୍କାର ଗଣତି ତଦାରଖ ପାଇଁ ହାଇଲେଭଲ କମିଟି ଗଠନ ଲାଗି ଶ୍ରୀମନ୍ଦିର ପ୍ରଶାସନର ଆବେଦନ କରିଥଲେ 60 ଦିନ ଭିତରେ ନିଷ୍ପତ୍ତି ନିଅନ୍ତୁ ସରକାର...
ସେବାନିବୃତ୍ତ ସେବକ ଶଙ୍ଖମିତ୍ର ସିଂହାରୀ । ଯାହାଙ୍କ ଜିଦ୍ ପାଇଁ ୯ ଘଂଟା ଉପବାସରେ ରହିଲେ ମହାପ୍ରଭୁ
ଶ୍ରୀମନ୍ଦିରେ ପୁଣି ବଡ଼ ଧରଣର ନୀତି ବିଭ୍ରାଟ । ୯ଘଣ୍ଟା ଉପାସରେ ରହିଲେ ମହାପ୍ରଭୁ । ଜଣେ ସେବାନିବୃତ ସେବକ ରତ୍ନ ସିଂହାସନ ଉପରକୁ ଉଠି ଜୋରଜବରଦସ୍ତି ସେବା କରିବାରୁ ଠାକୁର ମହାସ୍ନାନ ହେଲେ, ଭକ୍ତ କ୍ଷୋଭ କଲେ ।
ବିବାଦ ତୁଟାଇବାକୁ ନୀତି ପ୍ରଶାସକଙ୍କ ଉଦ୍ୟମ ଜାରି ରଖିଛନ୍ତି । ମଙ୍ଗଳ ଆଳତୀ ପରେ ଆଗକୁ ବଢ଼ିପାରୁନି ନୀତିକାନ୍ତି ।
ଭକ୍ତଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ, ଆନନ୍ଦ ବଜାରରେ ହେଲ୍ପ ଡେସ୍କ ଗଠନ, ଆନନ୍ଦ ବଜାରରେ ସଫେଇ ଓ ସ୍ୱଚ୍ଛତା ପ୍ରତି ଗୁରୁତ୍ଵ ଦେବା, ଜରି କାଢି ସେଡ୍ର ବ୍ୟବସ୍ଥା ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି ।
ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ ।