ପୂର୍ବରୁ ଶ୍ରୀମନ୍ଦିରରେ ନିର୍ଦ୍ଦିଷ୍ଟ ସମୟରେ ଦିନକୁ ୫ ଥର ପରିମାଣିକ ଦର୍ଶନ ସହ ୬ ଥର ସାହାଣମେଲା ଦର୍ଶନ ଚାଲୁଥିଲା । ହେଲେ କେତେକ କାରଣରୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୨୦୧୬ ଜାନୁଆରୀ ୨୭ରୁ ପରିମାଣିକ ଟିକେଟ୍ ଦର୍ଶନ ବନ୍ଦ ରହିଛି ।
ପୂର୍ବରୁ ଶ୍ରୀମନ୍ଦିରରେ ନିର୍ଦ୍ଦିଷ୍ଟ ସମୟରେ ଦିନକୁ ୫ ଥର ପରିମାଣିକ ଦର୍ଶନ ସହ ୬ ଥର ସାହାଣମେଲା ଦର୍ଶନ ଚାଲୁଥିଲା । ହେଲେ କେତେକ କାରଣରୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୨୦୧୬ ଜାନୁଆରୀ ୨୭ରୁ ପରିମାଣିକ ଟିକେଟ୍ ଦର୍ଶନ ବନ୍ଦ ରହିଛି ।
ପରିମାଣିକ ଟିକେଟ ଦ୍ୱାରା ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା କରିବା ସହ ଏଥିପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ରଖିବାକୁ ବରିଷ୍ଠ ସେବାୟତ ବିନାୟକ ଦାସ ମହାପାତ୍ର ପ୍ରସ୍ତାବ ରଖିଛନ୍ତି ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । ଦିବ୍ୟାଙ୍ଗଙ୍କ ପାଇଁ ଅକ୍ଟୋବରରୁ ଆରମ୍ଭ ହେବ ସ୍ବତନ୍ତ୍ର ରାମ୍ପ ।
ସାଂଘାତିକ ସ୍ଥିତିରେ ଶ୍ରୀମନ୍ଦିର ନାଟମଣ୍ଡପ । ଯେକୌଣସି ମୁହୂର୍ତ୍ତରେ ଘଟିପାରେ କିଛି ବି ଅଘଟଣ..
ହାଇକୋର୍ଟ ଆମିକସକ୍ୟୁରୀଙ୍କ ରିପୋର୍ଟକୁ ନେଇ ଉଦବେଗ । ଜଗମୋହନ ସ୍ଥିତି ବି ଭଲନଥିବା ଆମିକସକ୍ୟୁରୀଙ୍କ ରିପୋର୍ଟ ।
ଏଭଳି ସତ୍ୟପାଠ ଦାଖଲ କରି ମରାମତି କାର୍ଯ୍ୟରେ ବହୁ ବିଳମ୍ବ ହୋଇଥିବା ଦର୍ଶାଇଛି ASI ।
ସଂରକ୍ଷଣ ଦୃଷ୍ଟିରୁ ମରାମତି ନିହାତି ଦରକାର । ଯେତେଶୀଘ୍ର ନିର୍ଦ୍ଦେଶ ଆସିବ ସେତେଶୀଘ୍ର କାମ ହେବ କହିଲା ASI
ଏଣେ ଅସ୍ପଷ୍ଟ ତାଲିକା ଓ ସୁନା-ରୁପା ପରିମାଣକୁ ନେଇ ଭକ୍ତ-ସେବାୟତ ଓ ବୁଦ୍ଧିଜୀବୀଙ୍କ ଅସନ୍ତୋଷ ।
ବନକଲାଗି ନୀତି ବିବାଦ ନେଇ ସବ୍ କମିଟି ବୈଠକ ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଦତ୍ତ ମହାପାତ୍ର ନିଯୋଗ ସଂପାଦକ ମଦନମୋହନ ଦତ୍ତ ।
ନୀଳାଦ୍ରି ବିଜେ ପରଠାରୁ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇନି ।
ସିଂହଦ୍ୱାରକୁ ଧର୍ମଦ୍ୱାର ଭାବେ ବିବେଚନା କରାଯାଉଥିବାବେଳେ, ପଶ୍ଚିମ ବା ବ୍ୟାଘ୍ର ଦ୍ୱାରକୁ କାମ ଦ୍ୱାର, ଦକ୍ଷିଣ ବା ଅଶ୍ୱ ଦ୍ୱାରକୁ ଅର୍ଥ ଏବଂ ଉତ୍ତର ବା ହସ୍ତୀ ଦ୍ୱାରକୁ ମୋକ୍ଷ ଦ୍ୱାର ବୋଲି ବିଶ୍ୱାସ କରାଯାଏ ।
ମହାପ୍ରଭୁଙ୍କ ରତ୍ନଭଣ୍ଡାରର ସ୍ଥିତି ଓ ସୁରକ୍ଷାକୁ ନେଇ ନାନା ଆଶଙ୍କା, ନାନା ଉଦବେଗ। ରତ୍ନଭଣ୍ଡାର ଖୋଲି ଶ୍ରୀଜୀଉଙ୍କ ଅଳଙ୍କାର ସହ ଆଭୂଷଣର ସ୍ଥିତି ଯାଞ୍ଚ କରିବାକୁ ଦାବି ଉଠୁଥିଲେ ବି କାହିଁକି ଓ କେଉଁ ଉଦ୍ଦେଶ୍ୟ ରଖି ନୀରବ ରହୁଛନ୍ତି ରାଜ୍ୟ ସରକାର ? ସେନେଇ ନାନା ପ୍ରଶ୍ନ ଛିଡ଼ା ହୋଇଛି।
ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାବାହୁ । ସିଂହଦ୍ୱାର ସାମ୍ନାରେ ଲାଗିଲା ୩ ରଥ । ତାଳଧ୍ୱଜ, ଦର୍ପଦଳନ ପରେ ନନ୍ଦିଘୋଷ ରଥ ଲାଗିଛି । ସଂଧ୍ୟା ୬ଟା ୪୩ରେ ସିଂହଦ୍ୱାର ସାମ୍ନାରେ ଲାଗିଲା ନନ୍ଦିଘୋଷ ।
ବର୍ତ୍ତମାନ ନବ ଦିନାତ୍ମକ ଘୋଷଯାତ୍ରା ଚାଲିଥିବାବେଳେ ଖାଲି ଥିବା ଶ୍ରୀମନ୍ଦିର ପରିସରକୁଯାଇ ଭିଡିଓ ସୁଟ୍ କରିଥିବା ଅନୁମାନ କରାଯାଉଛି ।
ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପୂଜା କରିବା ପାଇଁ ୨୪୦୧ ଟଙ୍କା, ଶ୍ରୀମନ୍ଦିରରେ ଧ୍ୱଜା ବାନ୍ଧିବା ପାଇଁ ୨୧୫୧ ଟଙ୍କା, ମନ୍ଦିରରେ ନାମ ଏବଂ ଗୋତ୍ର ସଂକଳ୍ପ ପାଇଁ ୮୦୧ ଟଙ୍କା ଆଦାୟ କରୁଛି ଏହି ସଂସ୍ଥା।
ଝଲସିବ ଶ୍ରୀମନ୍ଦିର ସିଂହଦ୍ବାର। ଲାଗିବ ଉତ୍କଳୀୟ କାରୁକାର୍ଯ୍ୟରେ ରୂପା ଖଚିତ କବାଟ। ଏଥିପାଇଁ ମୁମ୍ବାଇର ଜଣେ ଦାତାଙ୍କଠାରୁ ଅନୁଦାନ ଆକାରରେ ରୂପା ଆସିଛି।
ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ କମ୍ ସମୟ ଥିବା ବେଳେ ବେଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି ।
ଗର୍ଭଗୃହରେ ବଢୁଛି ମୂଷା ଓ ଅସରପାଙ୍କ ଉତ୍ପାତ । ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ପ୍ରଶାସନ । ସେପଟେ ସ୍ନାନପୂର୍ଣ୍ଣିମା ପାଇଁ କରାଗଲା ସ୍ୱତନ୍ତ୍ର ବ୍ୟବସ୍ଥା।
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସଂପାଦନ କରିବେ । ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
ସେପଟେ ବିଜେଡି ବିରୋଧୀଙ୍କ ପ୍ରଶ୍ନର ସିଧା ଉତ୍ତର ଦେଇପାରିନଥିବା ବେଳେ ଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଓଡ଼ିଶା ଲୋକେ କ୍ଷମା ଦେବିନି ବୋଲି କହିଛି ।
ଅକ୍ଷୟ ତୃତୀୟା ଅବସରରେ ଲଣ୍ଡନରେ ଆୟୋଜିତ ଶ୍ରୀଜଗନ୍ନାଥ ସମ୍ମିଳନୀ ଅବସରରେ ପୁରୀ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମନ୍ଦିର ନିର୍ମାଣ ନେଇ ଘୋଷଣା ହୋଇଛି ।
କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।
ଆଇନ ବିଭାଗ ହେପାଜତରୁ ହଜିଲା ୨ଟି ଫାଇଲ । ଉଦବେଗ ପ୍ରକାଶ କଲା ଶ୍ରୀମନ୍ଦିର ଛତିଶା ନିଯୋଗ । ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ନିଶାନା । ଫାଇଲ୍ ହଜିନାହିଁ, କେଉଁଠି ରହିଯାଇଛି କହିଲେ ଆଇନ ମନ୍ତ୍ରୀ ।