• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Srimandira

polythene ban in srimandira
ଶ୍ରୀମନ୍ଦିରରେ ପଲିଥିନ ମନା, ନୂଆବର୍ଷରୁ ନିୟମ କଡ଼ାକଡ଼ି

ନୂଆବର୍ଷ ଆରମ୍ଭରୁ ଏହାକୁ କଡ଼ାକଡ଼ି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ଲକ୍ଷ୍ୟ ରଖିଥିବା ବେଳେ ଶ୍ରୀମନ୍ଦିର ଭିତରେ ପରିଷ୍କାର ଓ ସ୍ୱଚ୍ଛତା ଆଣିବାକୁ ଏହି ପ୍ରୟାସ ପୁର୍ନବାର ଆରମ୍ଭ ହୋଇଛି।

New Parking in Puri
ପୁରୀରେ ଉଦଘାଟିତ ହେଲା ମଲ୍ଟି ଲେବୁଲ କାର ପାର୍କିଂ, ଏକାସାଙ୍ଗରେ ରହିପାରିବ ୫୦୦ କାର ଓ ବାଇକ

ଏହି ପାର୍କିଂରେ ୫୦୦ କାର ଓ ୫୦୦ ବାଇକ ଏକକାଳୀନ ପାର୍କିଂ ହେବାର କ୍ଷମତା ରହିଛି । ପ୍ରତି ଚାରିଚକିଆ ଯାନକୁ ୪ ଘଣ୍ଟା ପିଛା ୫୦ ଟଙ୍କା ଦେଇ ପାର୍କିଂ କରିପାରିବେ ପୁରୀ ଯାଉଥିବା ତୀର୍ଥଯାତ୍ରୀ । ୪ ଘଣ୍ଟାରୁ ଉର୍ଦ୍ଧ୍ଵ ପ୍ରତି ଘଣ୍ଟା ପିଛା ୧୦ ଟଙ୍କା ଅଧିକା ଦେୟ ଦେବାକୁ ପଡ଼ିବ ।

Ratna Bhandar
ରତ୍ନ ଭଣ୍ଡାରରେ ଲେଜର ସ୍କାନିଂକୁ ଅନୁମତି, ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଆଜି ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଏହି ବୈଠକରେ ରତ୍ନ ଭଣ୍ଡାରର ଲେଜର ସ୍କାନିଂକୁ ଅନୁମତି ଦିଆଯାଇଛି। ଲେଜର ସ୍କାନିଂ କରିବାକୁ ASIକୁ ଅନୁମତି ଦିଆଯାଇଛି ।

Servitors launch campaign for decent dress code in Puri Srimandir
ହାଫ୍ ପ୍ୟାଣ୍ଟ ପିନ୍ଧା ଭକ୍ତଙ୍କୁ ଶାଳୀନତା ଶିଖେଇଲେ, ଧୋତି ପିନ୍ଧେଇ ଶ୍ରୀମନ୍ଦିର ଛାଡ଼ିଲେ ଯାତ୍ରୀପଣ୍ଡା

ଶାଳୀନତା ପୂର୍ଣ୍ଣ ପୋଷାକ ବିନା ଭକ୍ତଙ୍କୁ ଶ୍ରୀମନ୍ଦିର ମନା। ଆସନ୍ତା ନୂଆ ବର୍ଷଠୁ ଏଭଳି ନିୟମ କଡ଼ାକଡ଼ି ପାଳନ କରିବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ହେଲେ ତା ପୂର୍ବରୁ ଆଜି କାର୍ତ୍ତିକ ଆରମ୍ଭରୁ ମାର୍ଜିତ ପୋଷାକ କଣ ତାର କିଛି ଝଲକ ଦେଖିବାକୁ ମିଳିଛି ସିଂହଦ୍ବାର ସାମ୍ନାରେ।

Srimandir, Lord jagannath
ଅଡୁଆରେ ଶ୍ରୀମନ୍ଦିର ଶାଳୀନତାପୂର୍ଣ୍ଣ ପରିଧାନ ବ୍ୟବସ୍ଥା ! ମହିଳା ଭକ୍ତଙ୍କୁ କିଏ ବାରଣ କରିବ, ତାକୁ ନେଇ ପ୍ରଶ୍ନ...

​​​​​​​ସ୍ୱଳ୍ପ ବସ୍ତ୍ର ପିନ୍ଧା ସାଧୁ ଓ ସେବକଙ୍କ ପାଇଁ କି ନିୟମ, ଉଠିଲା ପ୍ରଶ୍ନ । ମ୍ୟାନେଜିଂ କମିଟିର ବିନା ଅନୁମୋଦନରେ ନିଷ୍ପତ୍ତିକୁ ନେଇ ବିବାଦ ।