‘ବାହୁବଲୀ’ ପରେ ଏହି ପିରିୟଡ୍ ଆକ୍ସନ୍ ଡ୍ରାମାର ୨ୟ ଭାଗ ଦେଖିବା ପାଇଁ ଅନେକ ଲୋକ ପ୍ରେକ୍ଷାଳୟକୁ ଦୌଡିଥିଲେ ଏବଂ ଏହା ମଧ୍ୟ ହିଟ୍ ହୋଇଥିଲା। ୨ୟ ଭାଗ କରିବା ପରେ, ଲୋକମାନେ ଏହାର ତୃତୀୟ ଭାଗ ମଧ୍ୟ ଦେଖିବାକୁ ଆଗ୍ରହୀ ଏବଂ ଏହା ବିଷୟରେ ଏକ ଆକର୍ଷଣୀୟ ଚର୍ଚ୍ଚା ଜୋର ଧରିଛି।
ଆଜି ଭାରତୀୟ ସିନେମାର ଆଗଧାଡିର ନିର୍ଦ୍ଦେଶକ ତାଲିକାରେ ଏସ୍.ଏସ୍ ରାଜାମୌଲି ଜଣେ। ବର୍ତ୍ତମାନ ପିଢିର ସମସ୍ତ ତାରକାମାନଙ୍କ ସ୍ୱପ୍ନ ରାଜାମୌଲିଙ୍କ ସହ କାମ କରିବା। କିନ୍ତୁ ଆପଣ ଜାଣନ୍ତି କି ଏପରି ଏକ ସମୟ ଥିଲା ଯେତେବେଳେ ତାଙ୍କ ନିଜ ଲୋକମାନେ ହିଁ ତାଙ୍କୁ ଥଟ୍ଟା-ପରିହାସ କରୁଥିଲେ।
ଫିଲ୍ମ 'ହନୁମାନ' ତେଲୁଗୁ ଏବଂ ହିନ୍ଦୀ ବକ୍ସ ଅଫିସରେ ଜବରଦସ୍ତ ପ୍ରତିକ୍ରିୟା ପାଉଛି। ଏସ୍ଏସ୍ ରାଜାମୌଲୀଙ୍କ ଠାରୁ ଶିଖିଥିବା ଟିପ୍ସକୁ ଏହାର ନିର୍ଦ୍ଦେଶକ ଏଥିରେ ବ୍ୟବହାର କରିଛନ୍ତି। ସେ କିନ୍ତୁ ତାଙ୍କୁ ଘୃଣା କରୁଥିବା କହିଛନ୍ତି। ଏହାର କାରଣ ବି ଦେଇଛନ୍ତି।
ଏସ୍ଏସ୍ ରାଜାମୌଲି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି ଯେତେବେଳେ ସେ 'ଭାରତୀୟ ସିନେମା ଉପରେ ବାୟୋପିକ୍' କରିବାକୁ ଘୋଷଣା କରିଛନ୍ତି। ଏହାର ଟିଜର ମଧ୍ୟ ରିଲିଜ୍ ହୋଇଛି। ‘ଭାରତ ବନାମ ଇଣ୍ଡିଆ’ ବିବାଦ ଭିତରେ ସେ ‘ମେଡ୍ ଇନ୍ ଇଣ୍ଡିଆ’ ଫିଲ୍ମ ଆଣୁଛନ୍ତି।
ଫିଲ୍ମ 'RRR' କୁ ମିଳିଛି ଆଉ ଏକ ନୂଆ ସଫଳତା। ଏହା ଜାପାନର ବକ୍ସ ଅଫିସ୍ରେ ୧୦୦ ଦିନ ପୂରଣ କରିଥିବା ପ୍ରଥମ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି।
'RRR ଓସ୍କାର ପୁରସ୍କାର ନାମାଙ୍କନରେ ସ୍ଥାନ ପାଇବାରେ ବିଫଳ ହୋଇଛି। ଏନେଇ ଭାରତୀୟ ଜୁରୀ ଗୁଜୁରାଟୀ ଫିଲ୍ମ 'ଛେଲୋ ଶୋ'କୁ ଚୟନ କରିଛନ୍ତି। ତେବେ ଜୁରୀର ଏହି ନିଷ୍ପତ୍ତିକୁ ଲୋକମାନେ ପସନ୍ଦ କରୁନାହାଁନ୍ତି।
ଫିଲ୍ମ ‘RRR’ ରିଲିଜ୍ ତାରିଖକୁ ନେଇ ମେକର୍ସ ଏବେ ୨ଟି ତାରିଖ ଘୋଷଣା କରିଛନ୍ତି। ଗତକାଲି RRR ମେକର୍ସ ପକ୍ଷରୁ ଫିଲ୍ମ ରିଲିଜ୍ ତାରିଖ ଘୋଷଣା ନେଇ ବିବୃତି ଜାରି କରାଯାଇଛି।
ପୁଣି ଘୁଞ୍ଚିଲା ବହୁ ପ୍ରତୀକ୍ଷିତ ହାଇବଜେଟ୍ ଫିଲ୍ମ ‘RRR’ ରିଲିଜ୍। କରୋନା କଟକଣା ଯୋଗୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଫିଲ୍ମର ରିଲିଜ୍କୁ ଘୁଞ୍ଚା ଦିଆଯାଇଛି। କେବେ ଫିଲ୍ମ ‘RRR’ ରିଲିଜ୍ ହେବ ତାହା ଜଣାପଡ଼ିନି।