ଆଜିଠୁ ପୁଣି ଧରପଗଡ଼ । ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହେବ ।
ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସବୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।