• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Stabbed

Knife Attack
Attack: ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ; ଭଡ଼ାଟିଆଙ୍କୁ ଛୁରାମାଡ଼ କଲେ ଘର ମାଲିକ

ଗତକାଲି କୌଣସି କଥାକୁ ନେଇ ଭଡ଼ାଟିଆ ଓ ଘର ମାଲିକ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା।

Saif Ali Khan
Saif Ali Khan Stabbed: ‘ଜାଣି ନ ଥିଲି ମୋ ଗାଡ଼ିରେ ସୈଫ ଅଛନ୍ତି’

ଆଜି ବାନ୍ଦ୍ରା ପୁଲିସ ଅଟୋ ଡ୍ରାଇଭରଙ୍କୁ ପଚରାଉଚରା କରିଥିବା ଜଣାଯାଇଛି।

Saif Ali Khan Stabbed
Saif Ali Khan Stabbed: ୪୦ ଘଣ୍ଟା ପରେ ବି ଖୋଲୁନି ସୈଫ୍‌ଙ୍କୁ ଛୁରାମାଡ଼ର ରହସ୍ୟ; ଡାକ୍ତର କହିଲେ ସୂତା ସୂତାକରେ ବଞ୍ଚିଛି ଜୀବନ

ସୂତା ସୂତାକରେ ବର୍ତ୍ତିଗଲେ ସୈଫ ଅଲ୍ଲୀ ଖାନ୍। ଛୁରି ଆଉ ୨ ମିଲିମିଟର ପଶିଥିଲେ ଅବସ୍ଥା ସାଂଘାତିକ। ଡାକ୍ତର କହିଲେ- 'ସୈଫ୍ ଖୁବ୍ ଭାଗ୍ୟବାନ୍' । 

Saif Ali Khan stabbed in spine
Saif Ali Khan Stabbed In Spine: ସୈଫଙ୍କ ମେରୁଦଣ୍ତରୁ ବାହାରିଲା ୨.୫ ଇଞ୍ଚର ଛୁରୀ; ଚିହ୍ନଟ ହେଲା ଛୁରାମାଡ଼ କରିଥିବା ଅଭିଯୁକ୍ତ...

ମେଡିକାଲରେ ଚାଲିଛି ସୈଫଙ୍କ ଚିକିତ୍ସା। ସୈଫ୍ ଅଲ୍ଲୀ ଖାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ସୂଚନା ଦେଇଛନ୍ତି। ସୈଫଙ୍କ ସ୍ପାଇନରୁ ଛୁରୀ ବାହାରିଛି। ୨.୫ ଇଞ୍ଚର ଛୁରୀ ସ୍ପାଇନ୍ ପାଖରେ ଥିଲା।

Woman Stabbed to Death
Woman Stabbed to Death: କମ୍ପାନୀ ସାମ୍ନା ରାସ୍ତାରେ ମହିଳାଙ୍କୁ ହାଣିଦେଲେ ସହକର୍ମୀ.. ଭିଡ଼ିଓ ଭାଇରାଲ

ଦିନ ଦ୍ୱିପହର ... ରାସ୍ତା ମଝି ... ଖୋଲା ମେଲା ଯାଗା, ପ୍ରବଳ ଲୋକ ଗଦା । ତଥାପି ହେଲା ଛୁରା ମାଡ଼ । ଶହ ଶହ ଲୋକଙ୍କ ସାମ୍ନାରେ ଜଣେ ଯୁବକ, ନିଜ କମ୍ପାନୀରେ କାର୍ଯ୍ୟରତ ମହିଳାଙ୍କୁ ଛୁରାମାଡ଼ କରିଛି ।

Police Constable Stabbed in Bhubaneswar
ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ; ପୋଲିସକୁ କଲେ ଛୁରାମାଡ଼

ଭୁବନେଶ୍ବରରେ ପୋଲିସକୁ ଛୁରାମାଡ଼ । ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଛରାମାଡ଼ ।

stabbed
ସିଗାରେଟ୍ ଟାଣୁଥିଲେ ମହିଳା...ଅନାଇବାରୁ ଯୁବକଙ୍କୁ ଛୁରିଭୁସି କଲେ ହତ୍ୟା

ଜୟଶ୍ରୀ ଓ ତାଙ୍କ ୩ସାଙ୍ଗ ରଞ୍ଜିତଙ୍କୁ ହଠାତ ଆକ୍ରମଣ କରିଥିଲେ। ପ୍ରବଳ ପାଟିତୁଣ୍ଡ ହେବାପରେ ଜୟଶ୍ରୀ ରଞ୍ଜିତଙ୍କୁ ବାରମ୍ୱାର ଛୁରି ଭୁସିଥିଲେ। ଏହି ସମୟର ଭିଡିଓ ସିସିଟିଭିରେ କଏଦ ହୋଇଥିଲା।

before wedding
ନୃଶଂସ ବାପାର ବର୍ବର କାଣ୍ତ; ବିବାହ ପୂର୍ବରୁ ପୁଅକୁ ଛୁରୀ ଭୁସି ହତ୍ୟା କଲା...

ପାରିବାରିକ କଳହ ନେଲା ମୁଣ୍ଡ । ବିବାହର ଦିନକ ପୂର୍ବରୁ ପୁଅକୁ ହତ୍ୟା କଲା ବାପା । ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀରୁ ।

woman stabs husband
ମିଳିଲାନି ବିବାହ ବାର୍ଷିକୀର ଉପହାର; ସ୍ୱାମୀକୁ ଛୁରୀ ଭୁସି ଦେଲା ସ୍ତ୍ରୀ...

ସ୍ତ୍ରୀର ବର୍ବରକାଣ୍ତ । ମିଳିଲାନି ବିବାହ ବାର୍ଷିକୀ ଉପହାର, ସ୍ୱାମୀକୁ ଛୁରୀ ଭୁସି ଦେଲା ସ୍ତ୍ରୀ । ସ୍ୱାମୀ ଶୋଇଥିବା ବେଳେ ରୋଷେଇ ଘରର ଛୁରୀ ନେଇ ସ୍ୱାମୀ ହାତରେ ଭୁସି ଦେଲା ସ୍ତ୍ରୀ ।

Rapido driver stabbed 23 times
ରାପିଡୋ ଡ୍ରାଇଭରଙ୍କୁ ନିର୍ମମ ହତ୍ୟା...୨୩ଥର ଛୁରି ଭୁସି ନେଇଗଲେ ଜୀବନ

ନରେନ୍ଦ୍ରଙ୍କ ବନ୍ଧୁ ସେଠାକୁ ଆସି ଦେଖିବା ବେଳକୁ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ।ଡକାୟତମାନେ ନରେନ୍ଦ୍ରଙ୍କ ମୋବାଇଲ୍ ଫୋନ୍ ଏବଂ ବ୍ୟାଗ୍ ଛଡ଼ାଇ ନେଇ ସେଠାରୁ ଫେରାର ହୋଇଯାଇଛନ୍ତି।

Man stabs wife
ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀର ଛୁରା ମାଡ଼ରେ ସ୍ତ୍ରୀ ଗୁରୁତର

ବାସନ୍ତୀଙ୍କ ପେଟ ଓ ହାତରେ ଗୁରୁତର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ପଡ଼ୋଶୀମାନ ତାଙ୍କୁ ଡାକ୍ତରଖାନା ନେଇଥିଲେ।

Student death
କିଶୋରଙ୍କ ମଧ୍ୟରେ ବଢୁଛି ହିଂସ୍ର ମାନସିକତା ! +୩ ଛାତ୍ରକୁ ଛୁରୀ ଭୁସି ମାରିଦେଲା ନାବାଳକ

ମାଡ଼ ଖାଇଥିବା ନାବାଳକଙ୍କ ଏତଲା ପରେ ୪ ବାଳ ଅପରାଧୀଙ୍କୁ ସୁଧାର ଗୃହକୁ ପଠାଯାଇଥିଲା । ସୁଧାର ଗୃହରୁ ଫେରିବା ପରେ ପୁଣିଥରେ ୫ ଜଣଙ୍କ ମଧ୍ୟରେ ପିଟାପିଟି ହୋଇଥିଲା ।

Young man from Bihar stabbed a woman
ପ୍ରେମିକର ଛୁରା ମାଡ଼ରେ ଗୁରୁତର ପ୍ରେମିକା, ଅଭିଯୁକ୍ତ ଫେରାର

ପ୍ରେମ ଯେତେବେଳେ ତିକ୍ତତାର ନିଆଁରେ ହୁଏ ଦଗ୍ଧ, ପ୍ରେମରୁ ଯେତେବେଳେ ଫୁଟେ ଆକ୍ରୋଶର ଲାର୍ଭା, ସେତେବେଳେ ଛୁରୀ ମାଡ଼ କରିବାକୁ ପଛାଏ ନାହିଁ ମନର ମଣିଷ ।

stabbed
ଅଶାନ୍ତ ପୁରୀ; ଗୁଳିକାଣ୍ଡର କେଇ ଘଣ୍ଟା ପରେ ହେଲା ଛରାମାଡ଼

ସୂର୍ଯ୍ୟନାରାୟଣ ତ୍ରିପାଠୀ ନାମକ ଯୁବକ ଗୁରୁତର । ପୂର୍ବ ଶତ୍ରୁତାରୁ ଛୁରାମାଡ଼ ହୋଇଥିବା ଆଶଙ୍କା । ଗୁରୁତର ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।