ପୁରୀ ବଳଗଣ୍ଡି ଛକରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସାମାନ୍ୟ ବଚସାରୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ସୂଚନା । ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରିଛନ୍ତି ଅତରିକ୍ତ ଏସପି ।
ଛୁଟି ନମିଳିବାରୁ ଅଫିସରେ ବହିଲା ରକ୍ତର ନଈ। ୪ ଜଣ ସହଯୋଗୀଙ୍କୁ ଛୁରୀ ଭୁସି ହତ୍ୟା ଉଦ୍ୟମ କଲେ ଜଣେ କର୍ମଚାରୀ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।
ଛୁଟି ଦେବାକୁ ମନା କରିବାରୁ ଅଫିସରେ ୪ ଜଣଙ୍କୁ ଛୁରୀ ଭୁସିଦେଲେ ସରକାରୀ କର୍ମଚାରୀ । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ ।
ଅଭିଯୁକ୍ତର କୌଣସି ଅପରାଧିକ ଇତିହାସ ନାହିଁ। ପୋଲିସ ମହମ୍ମଦ ଶରିଫୁଲ ଇସଲାମ ଶାହଜାଦଙ୍କ ବିଷୟରେ ଅଧିକ ସୂଚନା ସଂଗ୍ରହ କରୁଛି । ଯଦି ସେ ଜଣେ ବାଂଲାଦେଶୀ ନାଗରିକ, ତେବେ ସେ କିପରି ବେଆଇନ ଭାବରେ ଭାରତରେ ପ୍ରବେଶ କଲା ସେନେଇ ତଦନ୍ତ ଚଳାଇଛି ପୋଲିସ।
ଅଭିଯୁକ୍ତ ଘର ପଶ୍ଚିମବଂଗରେ ବୋଲି ପୋଲିସ ସୂଚନା ଦେଇଛି। ସୈଫ୍ଙ୍କୁ ଆକ୍ରମଣ ପରେ ସେ ମୁମ୍ବାଇରେ ନାଁ ବଦଳାଇ ରହୁଥିଲା । ମେଟ୍ରୋ ପାଇଁ କାମ ଚାଲୁଥିବା କନ୍ଷ୍ଟ୍ରକ୍ସନ୍ରେ ଲୁଚି ରହିଥିଲା । ସେ ସୈଫଙ୍କ ଘରେ ପଶି ତାଙ୍କୁ ଆକ୍ରମଣ କରିଥିଲା।
ସ୍କୁଲରେ ଘଟିଲା ବଡ଼ଧରଣର ହତ୍ୟାକାଣ୍ଡ । ସ୍କୁଲ୍ରେ ହେଲା ଛୁରାମାଡ଼ । ଛୁରାମାଡ଼ରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି ।
ଗିରିଶ ଏକ ଦୋକାନକୁ ଯାଇ ଛୁରି କିଣିଥିଲା । ପରେ ସେ ଶାଲିନି ଗ୍ରାଉଣ୍ଡକୁ ଯାଇ ସେଠାରେ ଫରିହାଙ୍କୁ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲା। ସେ ମନା କରିବାରୁ ତାଙ୍କୁ ବାରମ୍ୱାର ଛୁରିରେ ଆକ୍ରମଣ କରିଥିଲା।
ବ୍ଲାକମେଲିଙ୍ଗର ଶିକାର ହେବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ । ପେଟରେ ୨୫ ଥର କଇଁଚି ଭୁସି ଆତ୍ମହତ୍ୟା ଉଦ୍ୟମ କରିଥିଲେ ।