ବଢ଼ିଲା ଶ୍ରମିକଙ୍କ ମଜୁରୀ । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର । ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢାଇଲେ ସରକାର ।
ବିଜେଡିକୁ ଟାର୍ଗେଟ୍ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗୋପାଳପୁର କାର୍ଯ୍ୟକ୍ରମରେ ‘ଜୟ ଶ୍ରୀରାମ’ ନାରାକୁ ନେଇ ଶାସକ ଦଳକୁ କଟାକ୍ଷ କରିଛନ୍ତି । ପିଲା ଜୟ ଶ୍ରୀରାମ ନାରା ଦେବାରୁ ବିଡିଓ ଗାଳି ଖାଇଲେ ବୋଲି କହିଛନ୍ତି ପ୍ରଦୀପ ।
ଓଡ଼ିଶାରେ ସ୍ଥାୟୀ ନିଯୁକ୍ତି ସୁଯୋଗ। ରାଜ୍ୟ ସରକାର ଅଧିନରେ ଥିବା ଓଡିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍ ଲିମିଟେଡ୍(OCCL) ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ କ୍ଲର୍କ, ସିନିୟର ଆକାଉଣ୍ଟାଣ୍ଟ ଓ ଆକାଉଣ୍ଟ କ୍ଲର୍କ ପଦବୀ ପୂରଣ ହେବ।
ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ ।
ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଗଠନ ପୂର୍ବରୁ କେଁ ନିଷ୍ପତ୍ତିକୁ ବିରୋଧୀ ବିଜେପି ଓ କଂଗ୍ରେସର ବିରୋଧ । ବିଜେଡିର 'ଓଡ଼ିଶା ମୋ ପରିବାର'ର ସରକାରୀକରଣ ଅଭିଯୋଗ । ଉପଦେଷ୍ଟା ପରିଷଦରେ ବିଜେଡି ନେତାଙ୍କୁ ଥଇଥାନ ଯୋଜନା । ଦେଶ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଆକୃଷ୍ଟ କରିବା ପାଇଁ ଗଠନ ହେବାକୁ ଯାଉଛି । ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ । ସେମାନଙ୍କ ସମସ୍ୟା ଦୂର ପାଇଁ କାର୍ଯ୍ୟ କରିବ ଏହି ନିର୍ଦ୍ଦେଶାଳୟ । ଶିକ୍ଷା, ଗବେଷଣା, ଶିଳ୍ପୋଦ୍ୟୋଗ ଆଦି କ୍ଷେତ୍ରରେ ଏହି ଡିରେକ୍ଟୋରେଟ୍ ସହାୟକ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରହିବ ପରାମର୍ଶଦାତା ପରିଷଦ
ଏବେ ସୁଦ୍ଧା ଏହି ୯ ଜଣଙ୍କୁ ମିଶାଇ ୧୭୩ ଅଧିକାରୀଙ୍କ ପ୍ରତି ହେଲାଣି କାର୍ଯ୍ୟାନୁଷ୍ଠାନ ।
୩ ମାସରେ ଖର୍ଚ୍ଚ ହେଲାଣି ୧୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । ଭିତ୍ତିଭୂମି ସବଳ ନକରି ପ୍ରଚାର ପ୍ରସାର ଜୋର୍ କହିଲେ ବିରୋଧୀ । ସରକାରଙ୍କ ପ୍ରଚାର ପ୍ରସାର ନୁହେଁ, ସଚେତନତା ବଢ଼ାଉଛନ୍ତି କହିଲେ ମନ୍ତ୍ରୀ ।
ଦାରିଙ୍ଗବାଡି ବ୍ଲକ ଦନେକବାଡି ଆଶ୍ରମ ସ୍କୁଲରେ ପାଠପଢାରେ ଗୁରୁତର ବ୍ୟାଘାତ । ପ୍ରଶାସନ ଜାଣି ସୁଦ୍ଧା ଚୁପ୍ ବସିଥିବା ଅଭିଯୋଗ ।
ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସୁବିଧାର ଫାଇଦା ଉଠାଇ ପାରିବେ ବୋଲି ସୂଚନା ରହିଛି ।
ଲେମ୍ବୁର ଆକାଶଛୁଆଁ ଦର ପରେ କେମିତି ପଡ଼ିଛି ପ୍ରଭାବ, ନଦେଖିଲେ ଜାଣି ହେବନି। ହୋଟେଲ କି ରେଷ୍ଟୁରାଣ୍ଟରେ ଖାଇବା ଥାଳିରୁ ଏବେ ଲେମ୍ବୁ ଉଭାନ। ଗ୍ରାହକ ମାଗିଲେ, ଦୋକାନୀ ଶୁଣୁନାହାନ୍ତି।
ଲେମ୍ବୁର ହଠାତ୍ ଆକାଶଛୁଆଁ ଦରକୁ ନେଇ କଣ କହୁଛନ୍ତି ବ୍ୟବସାୟୀ?
ମାର୍ଚ୍ଚ ୩୦ରେ ବିଧାନସଭାରେ ଖୋଦ୍ କୃଷିମନ୍ତ୍ରୀ ଅରୁଣ ସାହୁ କଣ କହିଥିଲେ, ଜାଣନ୍ତୁ