ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ପୁଣି ବଢିଲା ଟେନସନ୍ । ନମ୍ବର ପ୍ଲେଟ ମାମଲାକୁ ନେଇ ପରିବହନ ବିଭାଗ ଠାରୁ ଜବାବ ମାଗିଛନ୍ତି ହାଇକୋର୍ଟ। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ସମୟସୀମା ବୃଦ୍ଧି କରିହେବ କି ନାହିଁ ସେ ବିଷୟରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।