ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶ ମୁହାଁ ହୋଇଥିବା ନେଇ ବିଜେଡିର ଆରୋପ ପରେ କଡ଼ା କାଉଣ୍ଟର କରିଛନ୍ତି ରାଜ୍ୟ ସରକାର ।
କେନ୍ଦୁଝରରେ JSW ସହ ମିଶି ପୋସ୍କୋ ପ୍ରତିଷ୍ଠା କରିବ ଷ୍ଟିଲ ପ୍ଲାଣ୍ଟ । ସମ୍ଭାବ୍ୟ ନିବେଶକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୋହର ପରେ ୟାକୁ ନେଇ ଏବେ ନାନା ଚର୍ଚ୍ଚା ।
ପୁଣି ଓଡ଼ିଶା ଫେରୁଛି ପୋସ୍କୋ । ଏଥର ପାରାଦୀପ ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା କେନ୍ଦୁଝରରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ୍ ।
ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ପୋସ୍କୋ ଓ ଜେଏସଡବ୍ଲୁ ମିଳିତ ଭାବେ କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ କରିବାକୁ ଯାଉଥିବା ସୂଚନା ଦେଇଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ।
କେନ୍ଦୁଝରରେ JSW-ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ । କେନ୍ଦୁଝର ଗସ୍ତ ଅବସରରେ ଏହି ସୂଚନା ଦେଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏହି ପ୍ଲାଣ୍ଟରୁ ବାର୍ଷିକ ୧୮.୭୫ ନିୟୁତ ଟନ୍ ସିମେଣ୍ଟ ଉତ୍ପାଦନର ସୁବିଧା ରହିବ ଓ ଏହା ଦେଶର ସର୍ବବୃହତ୍ ସିମେଣ୍ଟ ନିର୍ମାଣକାରୀ ପ୍ଲାଣ୍ଟ ହେବ।