ପ୍ରଥମେ ଲୋକମାନେ ଅଫିସ୍ ଘେରାଉ କରିବା ପରେ ସାଙ୍ଗରେ ଚିକିତ୍ସା ପାଇଁ ଆଣିଥିବା ଗୃହପାଳିତ ପଶୁଙ୍କୁ ସେଠି ବାନ୍ଧିଛନ୍ତି । ପ୍ରାଣୀ ଚିକିତ୍ସକ ୪ ଦଫା ଦାବିରେ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ପ୍ରାଣୀ ଚିକିତ୍ସା ଏକ ପ୍ରକାର ଠପ୍ ହୋଇପଡ଼ିଛି ।
ବାଲେଶ୍ୱର ସଦର ମହକୁମାରେ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ର ବାହାରେ ଆଜିକୁ ୨୧ ଦିନ ଧରି ପ୍ରାଣୀ ଚିକିତ୍ସକମାନେ ଚଳାଇଛନ୍ତି ଆନ୍ଦୋଳନ । ସେପଟେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିଏ ହାତରେ ନିଜର ପୋଷା କୁକୁର ତ ଆଉ କିଏ ବିଲେଇ ଧରି ଆସିଛି ଜିଲ୍ଲାପାଳଙ୍କୁ ଗୁହାରୀ କରିବା ପାଇଁ ।
ବାଲେଶ୍ୱର ସଦର ମହକୁମାରେ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ର ବାହାରେ ଆଜିକୁ ୨୧ ଦିନ ଧରି ପ୍ରାଣୀ ଚିକିତ୍ସକମାନେ ଚଳାଇଛନ୍ତି ଆନ୍ଦୋଳନ । ସେପଟେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିଏ ହାତରେ ନିଜର ପୋଷା କୁକୁର ତ ଆଉ କିଏ ବିଲେଇ ଧରି ଆସିଛି ଜିଲ୍ଲାପାଳଙ୍କୁ ଗୁହାରୀ କରିବା ପାଇଁ ।
ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି । ଏହାକୁ ନେଇ ବଢିଛି ଚିନ୍ତା । କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି ।
ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ ।
ଆସନ୍ତାକାଲି ଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ ।
୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ ।
ରାଜ୍ୟର ବିଭିନ୍ନ ସ୍ଥାନରେ ଘଂଟାଘଂଟା ଧରି ଅଟକି ରହିଲେ ଯାତ୍ରୀ। କେଉଁଠି ଛାତ୍ରଛାତ୍ରୀ ଓ ଅଧ୍ୟାପକ ତ କେଉଁଠି ତୀର୍ଥଯାତ୍ରୀ, ଗାଡି ନପାଇ ହନ୍ତସନ୍ତ ହୋଇଛନ୍ତି ସମସ୍ତେ ।
ଆଇନଶୃଙ୍ଖଳା ସ୍ଥିତି ଉପୁଜିଲେ ତାକୁ ପ୍ରତିହତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବି ବସ ମାଲିକ ସଂଘ ଚିଠି ଲେଖିଛି ।
କଟକ : ଦୂର ହେଲା ରେଭେନ୍ସା ଅଶାନ୍ତି। କୁଳପତିଙ୍କ ସହ ଆଲୋଚନା ପରେ ପ୍ରତ୍ୟାହୃତ ହୋଇଛି ଛାତ୍ର ଆନ୍ଦୋଳନ। ତେବେ ବିଶ୍ୱବିଦ୍ୟାଳୟରୁ ସାଇନ-ଏ-ଡାଏ ହଟିବା ନେଇ କୌଣସି ନିଷ୍ପତ୍ତି ହୋଇନି। ରେଭେନ୍ସାରେ ଲାଗି ରହିଥିବା ଛାତ୍ର ଅଶାନ୍ତି ବନ୍ଦ ପାଇଁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଛାତ୍ରଙ୍କ କେତେକ ଦାବିକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମାନି ନେଇଥିବା ସୂଚନା ମିଳିଛି। ସାଇନ ଏ ଡାଏ ହଟିବାପରେ ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ନିର୍ଦ୍ଧାରିତ ସମୟରେ କରିବା […]