ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ଛାତ୍ର ମୃତ। ଛାତ୍ର ଜଣକ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଶ୍ରେଣୀ ଗୃହକୁ ପ୍ରବେଶ କରିବା ପରେ ହଠାତ୍ ଅଚେତ ହୋଇପଡ଼ିଥିଲେ।
ମହଙ୍ଗା ପଡ଼ିଲା ବାହାଦୁରୀ ମାରି ସାଙ୍ଗମାନଙ୍କୁ ଚ୍ୟାଲେଞ୍ଜ କରିବା। ଓଭର କନଫିଡେନ୍ସ ହୋଇ ଅଧିକ ଆଇରନ୍ ବଟିକା ଖାଇବା ଯୋଗୁ ଜଣେ ୧୩ ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ହୋଇଛି।
୩୫ ଫୁଟ ଉଚ୍ଚ ଛାତରୁ ଖସିପଡ଼ି ଏକାଦଶ ଶ୍ରେଣୀର ଜଣେ ଛାତ୍ରୀ ପ୍ରାଣ ହରାଇଛନ୍ତି । ବଡ଼ବିଲ ୪ ନଂ ୱାର୍ଡ଼ ଶ୍ରୀରାମ ନଗର ଅଞ୍ଚଳରେ ଏହି ଅଘଟଣ ଘଟିଛି।
‘ଚିନ୍ମୟୀଙ୍କୁ ମର୍ଡର କରାଯାଇ ନାହିଁ। ପାଣିରେ ବୁଡ଼ି ଚିନ୍ମୟୀଙ୍କର ମୃତ୍ୟୁ ହୋଇଛି।’ ବୁର୍ଲା ଭିସୁଟ୍ର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାକୁ ନେଇ ପ୍ରେସ୍ମିଟ୍ରେ ସମ୍ବଲପୁର ଏସ୍ପି ଏହି ସୂଚନା ଦେଇଛନ୍ତି।
ଚିନ୍ମୟୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ସ୍ୱତନ୍ତ୍ର ପୋଲିସ୍ ଟିମ୍ ଗଠନ ହୋଇଛି । ସମ୍ବଲପୁର ପୋଲିସ୍ ତିନି ଟିକିଆ ପୋଲିସ୍ ଟିମ୍ ଗଠନ କରିଛି । ଅଲଗା ଅଲଗା ସ୍ଥାନକୁ ଯାଇ ଏହା ତଦନ୍ତ କରିବ । ଗୋଟିଏ ଟିମ୍ ଚିନ୍ମୟୀ ରହୁଥିବା ଭୁବନେଶ୍ୱର ବିଜେବି ନଗର ଭଡ଼ା ଘରକୁ ଯାଇ ଖୋଳତାଡ଼ କରିବ। ଚିନ୍ମୟୀ ଯେଉଁଠି ରହୁଥିଲେ ସେ ଘରେ ତଦନ୍ତ ହେବ।
ୱାରଙ୍ଗାଲର ଯୁବକ ଜଣକ ଇଞ୍ଜିନିୟରିଂ ପଢ଼ୁଥିବା ବେଳେ ତାଙ୍କର କିଛି ପ୍ରାଇଭେଟ୍ ଫଟୋ ଭାଇରାଲ କରିଥିଲେ । ଫଳରେ ଯୁବତୀ ଜଣକ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ପୋଲିସ କହିଛି ।
ପରେ ଛାତ୍ର ଜଣକ ରକ୍ତାକ୍ତ ହେବାରୁ, ତାଙ୍କୁ ସେଠାରେ ପକାଇ ଘଟଣାସ୍ଥଳରୁ ଫେରାର ହୋଇଗଲେ ।
ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ୍ ପାଇଁ ଜୀବନ ହାରିଲେ ନାବାଳିକା ଛାତ୍ରୀ। ମୃତ୍ୟୁ ପୂର୍ବରୁ ନାବାଳିକା ଜଣକ ନିରାକାରପୁର IICଙ୍କୁ ଏକ ଚିଠି ଲେଖିଥିଲେ।
ନବମ ଶ୍ରେଣୀର ଛାତ୍ର ଶ୍ରୀତମ । ରବିବାର ଦିନ ସୁଦ୍ଧକଁଠି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସାହୁ ତାଙ୍କୁ ଟ୍ୟୁସନ ହେବାକୁ ଡାକିଥିଲେ । ଶ୍ରୀତମଙ୍କ ସହ ଅନ୍ୟ ୩ ଜଣ ବି ଟ୍ୟୁସନ ଯାଇଥିଲେ ।
ସପ୍ତମ ଶ୍ରେଣୀ ଛାତ୍ରୀର ପ୍ରସବ ପରେ ମୃତ୍ୟୁ ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ବିଜେପି ମହିଳା ମୋର୍ଚ୍ଚା ଆଜି ପୀଡ଼ିତାଙ୍କ ପରିବାରକୁ ଭେଟିବ।
ଛାତ୍ର ଜଣକ ପରୀକ୍ଷା ଦେଇ ଘରକୁ ଫେରିଥିଲେ। ଏହାପରେ ତାଙ୍କ ମୃତଦେହ ଛାତ ଉପରେ ପଡ଼ିଥିବା ଦେଖିବାକୁ ମିଳିଥିଲା।
ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଜାମୁକୋଳି ନିକଟରେ ଥିବା ଏକ ନର୍ସିଂ କଲେଜର ହଷ୍ଟେଲ୍ ରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଏକ ଚିଠି ମିଳିଛି ।
ପଢୁଆ ଝିଅର ମୃତ୍ୟୁ ଆଜି ପରିବାରକୁ ଶୋକାଭିଭୂତ କରିଦେଇଛି । ଭାଙ୍ଗିଦେଇଛି ବାପା, ମା ଓ ପରିବାରର ସ୍ୱପ୍ନ । କିଏ ଜାଣିଥିଲା, ଟ୍ୟୁସନ ଯାଇଥିବା ଝିଅ ଆଉ ଫେରିବନି ବୋଲି?
କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି ।