ଗୁରୁତର ଅବସ୍ଥାରେ ନାବାଳକକୁ କଟକ ଏସ୍ସିବି ସ୍ଥାନାନ୍ତର କରାଯାଇଛି ।
ଏକ ଘରୋଇ କଲେଜର ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ର ଥିଲେ ବୋଲି ଜଣାପଡ଼ିଛି। ଗତକାଲି ସମ୍ପୃକ୍ତ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।
ଗତ ୨୪ ଘଣ୍ଟାରେ ୩ ଜଣ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ରାଜ୍ୟରେ ୩ଟି ସ୍ଥାନରୁ ଏହି ଖବର ଆସିଛି।
ଟ୍ରେନ୍ ଆଗକୁ ଡେଇଁ ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କେଉଁ ପରିସ୍ଥିତିରେ ସେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ, ତାହା ଜଣାପଡ଼ିନି।
ଭୁବନେଶ୍ୱରରେ MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣାରେ ବୟଫ୍ରେଣ୍ଡଙ୍କୁ ପୋଲିସ ଗିରଫ କରିଛି। ୨୦୧୪ ମସିହାରୁ ସତ୍ୟପ୍ରକାଶ ଓ ଆଶ୍ରିତା ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା।
ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାର ୩୬ ଘଣ୍ଟା ପରେ ବି ପୋଲିସ ହାତ ଖାଲି। ସୁଇସାଇଡ୍ ନୋଟ୍ରେ ଲେଖାଥିବା ୩ ସିନିୟର ଛାତ୍ରୀ କିଏ ? ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।
କିଏ ସେହି ୩ ସିନିୟର, ଯେଉଁମାନଙ୍କ ନିର୍ଯାତନା ସହି ନପାରି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ ହେଲେ ବିଜେବି କଲେଜ ଛାତ୍ରୀ । ସିନିୟରଙ୍କ ମାନସିକ ନିର୍ଯାତନା ସହି ନପାରି ଜୀବନ ହାରୁଥିବା ସୁଇସାଇଡ୍ ନୋଟ୍ରେ ଛାତ୍ରୀ ଜଣକ ଉଲ୍ଲେଖ କରିଛନ୍ତି।
ଚେନ୍ନାଇରେ ଜଣେ ମେଡିକାଲ୍ ଆଶାୟୀ NEET ପରୀକ୍ଷାର କିଛି ସପ୍ତାହ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ବାପାମା’ ଓ ଭାଇ-ଭଉଣୀଙ୍କୁ କିଛି ମେସେଜ୍ ଦେଇଥିବା ଜଣାପଡ଼ିଛି। ଯାହା ଏବେ ସାମ୍ନାକୁ ଆସିଛି।
କପି କରି ଧରାପଡ଼ି ଯିବାରୁ ଜଣେ ଛାତ୍ର ଜୀବନ ହାରିଥିବା ସୂଚନା ମିଳିଛି। କଲେଜ କର୍ତ୍ତୃପକ୍ଷ ତାଙ୍କୁ ଦୁର୍ବ୍ୟବହାର କରି କ୍ଲାସ୍ ରୁମ୍ରୁ ବାହାର କରି ଦେଇଥିଲେ ବୋଲି ବୈଷ୍ଣବଙ୍କ ପରିବାର ଲୋକ ଅଭିଯୋଗ ଆଣିଛନ୍ତି।
NISER କ୍ୟାମ୍ପସରେ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ପୋଲିସ୍ ସନ୍ଦେହ କରୁଛି।