• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Subarnarekha River

Will Sand Mafia Drain the Subarnarekha Administration
ସୁବର୍ଣ୍ଣରେଖାକୁ ଖାଲି କରିଦେବେ କି ବାଲି ମାଫିଆ?

ବାଲେଶ୍ୱର ଜିଲ୍ଲାରେ ସୁବର୍ଣ୍ଣରେଖା ଗର୍ଭକୁ ଖାଲି କରିଦେବେ କି ବାଲି ମାଫିଆ? ଜିଲ୍ଲାର ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରୁ ବର୍ଷ ବର୍ଷ ଧରି ବେଧଡ଼କ ବାଲି ଲୁଟ୍ ଚାଲିଥିବା ବେଳେ ଏପଟେ ପ୍ରଶାସନ ନିରବତାକୁ ନେଇ ଏଭଳି ଆଶଙ୍କା କରୁଛନ୍ତି ଅଞ୍ଚଳବାସୀ । ୟା ଭିତରେ ଜଳେଶ୍ୱର ତହସିଲଦାର ଦୁଇଦିନ ଭିତରେ ୩୩ଟି ବାଲି ଗାଡ଼ି ସିଜ୍ କରିବା ପରେ ବାଲି ମାଫିଆଙ୍କ ଭିତରେ ପଶିଛି ଛନକା। 

Subarnarekha Scheme
ସୁବର୍ଣ୍ଣରେଖା ସଂସ୍କାର ଯୋଜନା, ନିର୍ବାଚନୀ ଲଲିପପ୍ !

ଭୋଗରାଇ ଚାଷୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହୋଇଛି.. ସୁବର୍ଣ୍ଣରେଖା ସଂସ୍କାର ଯୋଜନାକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି.. ତେବେ ନିର୍ବାଚନ ଠିକ୍ ପୂର୍ବରୁ ସରକାରଙ୍କ ପଦକ୍ଷେପକୁ ନିର୍ବାଚନୀ ଲଲିପପ୍ କହିଛନ୍ତି ବିରୋଧୀ.. ଏହି ସଂସ୍କାର ଯୋଜନାରେ 20 ପ୍ରତିଶତ ଅର୍ଥ ବିଜେଡ଼ି ନିର୍ବାଚନରେ ଖର୍ଚ୍ଚ କରିବ ବୋଲି ଅଭିଯୋଗ କରିଛନ୍ତି..

Major flood in Subarnarekha river
ସୁବର୍ଣ୍ଣରେଖାରେ ବଡ଼ ବନ୍ୟା: ଏହି ୨ ଜିଲ୍ଲାକୁ ମାଡ଼ି ଆସୁଛି ବିପତ୍ତି

ଏବେ ସୁବର୍ଣ୍ଣରେଖାରେ ବଡ଼ ବନ୍ୟାକୁ ନେଇ ଚିନ୍ତା। ପ୍ରତି ସେକେଣ୍ଡକୁ ଆସୁଥିବା ୬ ଲକ୍ଷ ଘନଫୁଟ୍‌ର ଜଳ ପ୍ରବାହରୁ ୨ ଜିଲ୍ଲାର ୬ଟି ବ୍ଲକ୍‌ରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହେବାର ଆଶଙ୍କା ରହିଛି।

Water Level Rises In Subarnarekha
ବଢ଼ୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ଶତାଧିକ ଗାଁ

ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏନେଇ ନଦୀ କୂଳିଆ ଓ ତଳିଆ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବନ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି। 

flood alert
’ସଂଧ୍ୟା ସୁଦ୍ଧା ବିପଦ ସଙ୍କେତ ଛୁଇଁପାରେ ସୁବର୍ଣ୍ଣରେଖା’

ଉପର ମୁଣ୍ଡରେ ବର୍ଷା ଅଳ୍ପ ଅଳ୍ପ ହେଉଛି । ବର୍ତ୍ତମାନ ରାଜଘଟ ଠାରେ ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ରହିଛି । ସଂଧ୍ୟା ସୁଦ୍ଧା ସୁବର୍ଣ୍ଣରେଖା ବିପଦ ସଂକେତ ପର୍ଯ୍ୟନ୍ତ ଛୁଇଁପାରେ । ଏହାସତ୍ତ୍ୱେ କିଛି ଅସୁବିଧା ହେବ ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ମହାନଦୀ ଅବବାହିକାରେ ବର୍ତ୍ତମାନ ସେପରି କିଛି ସମସ୍ୟା ନାହିଁ । ହୀରାକୁଦର ଗେଟ ଗୁଡିକ ନିୟମ ମୁତାବକ ଖୋଲା ଯାଉଛି ।

Flood
ବଢି ଆସୁଛି, ଡର ବଢୁଛି। ଖସୁଛି ମହାନଦୀ, ଉଛୁଳୁଛି ସୁବର୍ଣ୍ଣରେଖା

ମହାନଦୀ ସିଷ୍ଟମରେ କମୁଛି ହେଲେ ସୁବର୍ଣ୍ଣରେଖାରେ ବଢୁଛି ବନ୍ୟାଜଳ। ଛତିଶଗଡ଼ରେ ବର୍ଷା କମିଥିବାରୁ ହୀରାକୁଦକୁ ଜଳ ପ୍ରବାହ ହ୍ରାସ ପାଇଛି। ଏବେ ୨୮ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି। ଫଳରେ ଡ୍ୟାମର ତଳମୁଣ୍ଡ ସୁବର୍ଣ୍ଣପୂର, ବାଙ୍କି, ଆଠଗଡ ଓ ଖୋର୍ଦ୍ଧ ଜିଲ୍ଲାର କିଛି ଗାଁରେ ପାଣି ପଶିଛି

Subarnarekha river
ବିପଦ ସଙ୍କେତ ଟପିଲା ସୁବର୍ଣ୍ଣରେଖା, ଗାଁରେ ପଶିଲା ପାଣି

ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଫଳରେ ବାଲିଆପାଳ ଓ ଜଳେଶ୍ୱର ବ୍ଲକ୍‌ର ୨୦ଟି ଗାଁରେ ବନ୍ୟା ପାଣି ପଶିଛି। ଗତକାଲି ରାତିରେ ବନ୍ୟା ପାଣି ଗାଁରେ ପଶିଥିବା ବେଳେ ସ୍ଥାନୀୟ ଲୋକ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି।