ପ୍ରଥମେ ବିଧାୟକ ଏତଲା ଦେଇଥିଲେ, ପରେ ବିଡିଓ FIR ଦେଇଥିଲେ । ଅଥଚ ବିଧାୟକଙ୍କୁ ଗିରଫ କରାଗଲା, କିନ୍ତୁ ତିଳେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି କାହିଁକି? ଏଭଳି ପ୍ରଶ୍ନ ଉଠାଇବା ସହ ସୁବାସଙ୍କ ଗିରଫଦାରିକୁ ବିଜେଡିର ସୁପରିକଳ୍ପିତ ଯୋଜନା ବୋଲି ଅଭିଯୋଗ କରିଛି ରାଜ୍ୟ ବିଜେପି ।
ବିଧାୟକଙ୍କ ଗିରଫଦାରୀକୁ ବିଜେପି ଦୃଢ଼ ନିନ୍ଦା କରିଛି। ଅଭିଯୋଗ ଉପରେ ବିଧାୟକଙ୍କୁ ଗିରଫ କରାଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେପି କହିଛି।
ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ