ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା ... ମଣ୍ଡିରେ ଧାନ ବିକି ଥିବା ଚାଷୀ ଡିବିଟି ମାଧ୍ୟମରେ କୁଇଣ୍ଟାଲ ପିଛା ପାଇଲେ ୩୧ଶହ ଟଙ୍କା ।
ଆଜି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସବସିଡ୍ ଅର୍ଥ କେବେ ମିଳିବ ଜାଣିପାରୁ ନାହାଁନ୍ତି ଚାଷୀ । ପାୱାର ୱିଡର ଓ ପାୱାର ଟିଲର ନେଇ ଚିନ୍ତାରେ ଚାଷୀ । ବ୍ୟାଙ୍କ କି କୃଷି ବିଭାଗ ଅଧିକାରୀ ଶୁଣୁନାହାଁନ୍ତି ଅଭିଯୋଗ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର କେନ୍ଦୁୱାଡା ଚାଷୀଙ୍କ ଅଭିଯୋଗ ।
ଚାଷୀ ତଥା ଗୋପାଳକଙ୍କ ପାଇଁ ଖୁସି ଖବର । ଗାଈ କିଣିଲେ ୯୦ ପ୍ରତିଶତ ପର୍ଯ୍ୟନ୍ତ ସବସିଡି ପ୍ରଦାନ କରୁଛନ୍ତି ସରକାର ।
ପେଟ୍ରୋଲ ଓ ଡିଜେଲ ଦର ବଢିବା ପରେ ଇ-ଯାନ ଆଡକୁ ଆକର୍ଷିତ ହେଉଛନ୍ତି ଲୋକେ। ତେବେ ଦାମ ଅଧିକ ହୋଇଥିବାରୁ କିଛି ଲୋକ ଏହା କିଣିବାକୁ ପଛଘୁଞ୍ଚା ଦେଉଛନ୍ତି। ଏସବୁ ସମସ୍ୟାକୁ ଦେଖି ସରକାର ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଇଲେକ୍ଟ୍ରିକ୍ ଯାନ କିଣିଲେ ସବସିଡି ମିଳିବ ବୋଲି ସରକାର ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।