• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Substandard Food

Substandard Sattu, Sooji distributed by Anganwadi workers in Odisha’s Kendrapara
ପିଲାଙ୍କ ଖାଦ୍ୟରେ ପୋକ ସାଲୁ ବାଲୁ, ସୁଜି ଓ ଛତୁଆ ପ୍ୟାକେଟ୍ ଭିତରୁ ବାହାରିଲା ପୋକ

ସୁଜି ଓ ଛତୁଆ ପ୍ୟାକେଟ୍ ଉପରେ ଲେଖାଯାଇଛି ପ୍ରସ୍ତୁତକାରୀ ସଂସ୍ଥାର ନାଁ- ମା ବୁଢ଼ୀ ମଙ୍ଗଳା। ଏସ୍‌ଏଚଜି ନାଁରେ ପ୍ୟାକିଂ ହୋଇଥିବା ଏହି ଛତୁଆ ପ୍ୟାକେଟ୍ ଭିତରୁ ପୋକ ସାଲୁ ବାଲୁ ଥିବା ଦେଖିବାକୁ ମିଳିଛି। ଏପରିକି ପ୍ୟାକେଟ୍ ଭିତରେ ମଲା ପୋକ ମଧ୍ୟ ବାହାରୁଥିବା ଅଭିଯୋଗ ହୋଇଛି।