ଭୁବନେଶ୍ୱରରେ ଜଣେ ନର୍ସ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ହାଉସିଂ ବୋର୍ଡ କଲୋନୀର ଏକ ଘରୁ ଜଣେ ଘରୋଇ ନର୍ସଙ୍କ ମୃତଦେହ ଉଦ୍ଧାର କରାଯାଇଛି।
କଲେଜ ହଷ୍ଟେଲ୍ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ। ତାଙ୍କ ତଣ୍ଟି କଟି ଯାଇଥିବା ବେଳେ ଟଏଲେଟ୍ରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ପଡ଼ିଥିଲା।
ରାଜ୍ୟରେ ଦିନକୁ ଗାଏବ୍ ହେଉଛନ୍ତି ୧୧ ଶିଶୁ, ବର୍ଷକରେ ଶିଶୁ ନିଖୋଜ ଘଟଣାରେ ୪୨% ବୃଦ୍ଧି ।
ଗତବର୍ଷ କେବଳ ୫,୬୫୧ ଜଣ ଆତ୍ମହତ୍ୟା କରିଥିବା ନ୍ୟାସନାଲ୍ କ୍ରାଇମ୍ ରେକର୍ଡ ବ୍ୟୁରୋର ୨୦୨୧ ରିପୋର୍ଟରେ ପ୍ରକାଶ ପାଇଛି।
୮ ବର୍ଷରେ ୧୪ଥର ଗର୍ଭପାତ। ଦିଲ୍ଲୀରେ ଜଣେ ମହିଳା ତାଙ୍କ ଲିଭ୍-ଇନ୍ ପାର୍ଟନରଙ୍କ ବ୍ୟବହାରରେ ଏତେ ଅତିଷ୍ଠ ହୋଇଯାଇଥିଲେ ଯେ ଶେଷରେ ଆତ୍ମହତ୍ୟା କରିଛନ୍ତି।
ଏତେ ଖୁସି ମିଜାଜ୍ ଓ ଅନ୍ୟକୁ ବଞ୍ଚିବାକୁ ବାଟ ଦେଖାଉଥିବା ତନୁଜାଙ୍କ ଆତ୍ମହତ୍ୟା ସମସ୍ତଙ୍କ ସ୍ତବ୍ଧ କରି ଦେଇଛି। ରିଲ୍ସ ଶିକ୍ଷୟିତ୍ରୀ ନାମରେ ସେ ବେଶ୍ ପରିଚିତ ଥିଲେ।
ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ କରି ପୋଲିସର ଛାନ୍ଭିନ୍ । ମୃତ ଛାତ୍ରୀ ଏକ ଘରୋଇ ଇଂଜିନିୟରିଂ କଲେଜରେ ପଢୁଥିଲେ ।
ମା’ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ଅନୁମତି ନ ମିଳିବାରୁ ଜଣେ ସ୍କୁଲ୍ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଜୁନ୍ ୧୧ରେ ମା’ଙ୍କ ଜନ୍ମଦିନ ଥିବାରୁ ଶୁଭେଚ୍ଛା ଜଣାଇବା ଲାଗି ୱାର୍ଡେନଙ୍କୁ ଫୋନ୍ ମାଗିଥିଲେ। ହେଲେ ୱାର୍ଡେନ ତାଙ୍କୁ ଫୋନ୍ ଦେଇ ନଥିବା ସୂଚନା ମିଳିଛି।
ଅନ୍ତିମ ସଂସ୍କାର ବେଳେ ମୋତେ ବଧୂ ବେଶରେ ସଜେଇବେ ନାହିଁ। ଏପରିକି ଜଣେ ବଧୂ ଯେଉଁ ସବୁ ଜିନିଷ ବ୍ୟବହାର କରେ ଏସବୁକୁ ଅନ୍ତିମ ସଂସ୍କାର ବେଳେ ଦୂରେଇ ରଖିବେ’... ମୃତ୍ୟୁ ପୂର୍ବରୁ ଏଭଳି କିଛି ଶେଷ ଇଚ୍ଛା ଲେଖି ଆତ୍ମହତ୍ୟା କରିଛନ୍ତି ଜଣେ ନବବଧୂ।
ବୁଲିବାକୁ ନଛାଡ଼ିବାରୁ ନିରାଶ ହୋଇ ଗଛରେ ଓଢ଼ଣି ଲଗାଇ ଝୁଲି ପଡ଼ିଲେ ଯୁବତୀ । ପ୍ରାଥମିକ ତଦନ୍ତରୁ ଏହା ସ୍ପଷ୍ଟ ହୋଇଥିବା ପୋଲିସର ସୂଚନା ।
କଣ୍ଟ୍ରାକ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ଫସିଲେ ମନ୍ତ୍ରୀ ! FIRରେ ଉଠିଲା ମନ୍ତ୍ରୀଙ୍କ ନାଁ। ସନ୍ତୋଷ ପାଟିଲ ନାମକ ଜଣେ କଣ୍ଟ୍ରାକ୍ଟରଙ୍କ ଆତ୍ମହତ୍ୟା ଘଟଣାରେ କର୍ଣ୍ଣାଟକର ଜଣେ ମନ୍ତ୍ରୀ ଫସି ଯାଇଛନ୍ତି।
ସଂସଦରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଏ ତଥ୍ୟ ପରେ ଜୋର୍ ଧରିଛି ଚର୍ଚ୍ଚା।
ଡ୍ୟାଡି, ମମି....ସୋନାଲି ମତେ ଧୋକା ଦେଲା...ମୁଁ ବଂଚିବାକୁ ଚାହୁଁନି। ୩୦ ବର୍ଷ ହେଲା ଠାକୁରଙ୍କୁ ଡାକୁଥିଲି କିନ୍ତୁ କିଛି ହେଲାନି,ମୋ ଜୀବନଟା ମୋ ପାଇଁ ବୋଝ ହୋଇଗଲା...ସୋନାଲି ମତେ ବହୁତ ତଡପେଇଲା। ଏମିତି କିଛି ସୁଇସାଇଡ୍ ନୋଟ୍ରେ ଲେଖି ଆତ୍ମହତ୍ୟା କଲେ ସୌମ୍ୟ, ଦେଖନ୍ତୁ ଏହି ନୋଟ୍
ନଳକୂପ ଦାବି କରି ଫୋନ୍ ଟାୱାରରେ ଚଢିଗଲେ ଯୁବକ, ନୂଆପଡା ଖଡିଆଳରେ ଘଟିଛି ଏମିତି ଏକ ଘଟଣା …
ଜୋନପୁର ଅଞ୍ଚଳରେ ଆଜି ଏକ ଘଟଣା ଘଟିଛି । ଯାହା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ଖଳାଇ ଦେଇଛ । ସମସ୍ତଙ୍କ ମୁଁହରେ ସମାନ କଥା, କ’ଣ ଏମିତି ବି ହୋଇପାରେ ? ଟଙ୍କା କ’ଣ ଜୀବନଠୁ ମୂଲ୍ୟବାନ ? ଟଙ୍କା ନାହିଁ ବୋଲି କ’ଣ ଜୀବନ ହାରିଦେବା ?
ପାରିବାରିକ ହେଉକି ବ୍ୟକ୍ତିଗତ, ବିଭିନ୍ନ କାରଣକୁ ନେଇ ବଢୁଛି ଆତ୍ମହତ୍ୟା ପ୍ରବଣତା । ତେବେ କରୋନା କାଳରେ ବୃତ୍ତିଗତ ସମସ୍ୟା ସାଙ୍ଗକୁ ସଂକ୍ରମଣ ଭୟ ଏହି ସଂଖ୍ୟାକୁ ଆହୁରି ବଢ଼ାଇ ଦେଇଛି ।