• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sumit

Sumit Tapaswini
ତପସ୍ୱିନୀ-ସୁମିତ ବିବାହ ବିବାଦ ମାମଲା, ଆଜି କୋର୍ଟରେ ହେବ ଫୈସଲା

୧୦ ତାରିଖ ଭିତରେ ତପସ୍ୱିନୀଙ୍କୁ ୧୭ ହଜାର ଟଙ୍କା ଦେବା ନେଇ କୋର୍ଟଙ୍କ ରାୟର ପୁନର୍ବିଚାର ପାଇଁ ସୁମିତ କରିଥିବା ଆବେଦନର ମଧ୍ୟ ଆଜି କୋର୍ଟ ଶୁଣାଣି କରିବେ । ପୂର୍ବରୁ ଏସ୍‌ଡିଜେଏମ୍‌ଙ୍କ ନିର୍ଦ୍ଦେଶ ପରେ ସୁମିତଙ୍କ ଘରେ ରହୁଛନ୍ତି ତପସ୍ୱିନୀ ।

BMPR Father in law
ରାତି ଅଧରେ ଘର ଛାଡ଼ିଲେ ତପସ୍ୱିନୀଙ୍କ ଶ୍ୱଶୁର

ବ୍ରହ୍ମପୁରର ତପସ୍ୱିନୀ ଦାଶ ଓ ଡାକ୍ତର ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲାରେ ନୂଆ ଟ୍ୱିଷ୍ଟ ଆସିଛି। ଗତକାଲି ମଧ୍ୟ ରାତ୍ରରେ ତପସ୍ୱିନୀଙ୍କ ଶ୍ୱଶୁର ପ୍ରମୋଦ ସାହୁ ବ୍ରହ୍ମାନଗର ସ୍ଥିତ ଘର ଛାଡ଼ି ଚାଲି ଯାଇଥିବା ଜଣାପଡ଼ିଛି। ନିଜକୁ ସୁରକ୍ଷିତ ମଣୁ ନାହିଁ ବୋଲି ଭିଡିଓ ବାର୍ତ୍ତା ଜରିଆରେ ସୋସିଆଲ ମିଡିଆରେ ସେ ଛାଡ଼ିଛନ୍ତି।