ଚର୍ଚ୍ଚାରେ କୋରାପୁଟ ଜିଲ୍ଲା ସୁନାବେଡ଼ା ପୌର ପରିଷଦ । ଅଧ୍ୟକ୍ଷ ନୁହେଁ ବରଂ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଛି ଅନାସ୍ଥା ପ୍ରସ୍ତାବ ।