ସୁନ୍ଦରଗଡ଼: ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେର ମସ୍କକାନୀରେ ଟୋଲ୍ ଆଦାୟକୁ ସୁନ୍ଦରଗଡ଼ ନାଗରିକ କମିଟିର ବିରୋଧ। ଟୋଲ ଆଦାୟକୁ ବିରୋଧ କରି ଆଜି ସୁନ୍ଦରଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କମିଟିର ଯୁକ୍ତି ହେଲା, ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟ ରାଜପଥ ପାଇଁ ଟୋଲ ଆଦାୟ ହେଉଥିଲା। ଜିଲ୍ଲାବାସୀ ଦୀର୍ଘ ୧୭ ବର୍ଷ ଟୋଲ ଦେଇଛନ୍ତି। ଏବେ ଏହି ରାସ୍ତାର କେବଳ ଉନ୍ନତିକରଣ କରାଯାଇ ଏହାକୁ ବିଜୁ ଏକ୍ସପ୍ରେସ ୱେ ନାଁରେ ନାମିତ କରାଯାଇଛି। ତେଣୁ […]
ଭକତ ଡୋରିରେ ବନ୍ଧା କାଳିଆ ଠାକୁର । କୁନି ଭକତର କୁନି ରଥ । ପୁରୀ ଯିବାକୁ ଇଛା ଥିଲା ହେଲେ ସେ ଯାଇ ପାରିଲାନି ଜଗାକୁ ଦର୍ଶନ କରିବା ପାଇଁ , ସେଥିପାଇଁ ତ କୁନି ରଥ ତିଆରି କରି ରଥ ଟାଣିଛି କୁନି ଭକ୍ତ । କାଳିଆ ପ୍ରେମରେ ପଡିଯାଇଛି ସୁନ୍ଦରଗଡ଼ ଜିଲ୍ଲାର ୨ ବର୍ଷର ବାଳକ ।
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମାତୃ ଓ ଶିଶୁ ହସ୍ପିଟାଲରେ ଭିଆଇପି କଲ୍ଚରକୁ ନେଇ ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ହୋଇଛି। ଜିଲ୍ଲାପାଳଙ୍କ ପତ୍ନୀଙ୍କୁ ଭିଆଇପି ସେବା ଯୋଗାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଭାଇରାଲ୍ ଭିଡିଓରେ ସୁନ୍ଦରଗଡ଼ ଜିଲ୍ଲା ଖମାରୀପଡ଼ାର ଦୀପାଞ୍ଜଳି ପତି…