• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sunil Bansal

BJP Plan For Odisha
ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେପିର ହୋମୱର୍କ, ଭୁବନେଶ୍ୱରରେ ବି.ଏଲ. ସନ୍ତୋଷଙ୍କ ସହ ୩ କେନ୍ଦ୍ରୀୟ ନେତା

ନିକଟରେ ଦିଲ୍ଲୀରେ ଅନୁଷ୍ଠିତ କେନ୍ଦ୍ରୀୟ ପଦାଧିକାରୀ ବୈଠକରେ ଓଡ଼ିଶା ଦଖଲ ପାଇଁ ପ୍ରସ୍ତୁତ ହୋଇଥିବା ରଣନୀତିରେ ସଂଗଠନ ଓ ବୁଥ୍ ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଥିଲେ ମୋଦି- ଶାହ ।

Sunil Bansal
ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି

ସରକାରୀ ଚାକିରିରୁ ଅବସର ନେବାକୁ ଅନୁମତି। ଅବସର ପାଇଁ ଅନୁମତି ଦେଲେ ରାଜ୍ୟ ସରକାର। ଡିସେମ୍ବର ୩୧ରେ ଅବସର ନେବାକୁ ସରକାରଙ୍କ ଅନୁମତି।

Sambalpur violence
କେମିତି ଶାନ୍ତ ହେବ ସମ୍ବଲପୁର ? କର୍ଫ୍ୟୁ ଲଗାଇ ପ୍ରଶାସନ କରୁଛି ଘନ ଘନ ଉଦ୍ୟମ

ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟରାତ୍ରରୁ ଲଗାଯାଇଛି କର୍ଫ୍ୟୁ । ରାତି ପାହିଲା କ୍ଷଣି ଡାକବାଜିରେ ସତର୍କ କରିଦିଆଯାଇଛି ସାରା ସହରବାସୀଙ୍କୁ । ଅଶାନ୍ତ ସମ୍ବଲପୁରକୁ ଶାନ୍ତ କରିବା ପାଇଁ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ନିଆଯାଇଛି ଏଭଳି ଯୁଦ୍ଧକାଳୀନ ପଦକ୍ଷେପ ।

BJP
ରାଜ୍ୟରେ ବିଜେପିର ସ୍ଥିତି କଣ ? ବୁଥ୍‌ସ୍ତରରେ କେମିତି ରହିଛି ସଙ୍ଗଠନ ? ତଦାରଖ କରିଛନ୍ତି ପ୍ରଭାରୀ

କ୍ଷେତ୍ରୀୟ ପ୍ରଭାରୀ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଗସ୍ତରେ ଆସିଥିବା ସୁନୀଲ ବଂଶଲ ଏସବୁ ପ୍ରସଙ୍ଗ ଉପରେ ଫୋକସ୍ କରିଛନ୍ତି ।

Sunil Bansal
ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁନିଲ ବଂଶଲ

ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁନିଲ ବଂଶଲ । ଓଡ଼ିଶା ପ୍ରଭାରୀ ଦାୟିତ୍ୱ ନେବା ପରେ ଏହା ପ୍ରଥମ ଗସ୍ତ ।

Preparations for the elections in Maoist area
ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ପ୍ରସ୍ତୁତି ଏବଂ ମାଓ ମୁକାବିଲାର ସମୀକ୍ଷା

ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ବେଳେ ଗ୍ରହଣ କରାଯିବ କଡ଼ା ସୁରକ୍ଷା ବ୍ୟବସ୍ଥା ଆବଶ୍ୟକସ୍ଥଳେ ଡ୍ରୋନ୍ କିମ୍ବା ହେଲିକପ୍ଟରର ମଧ୍ୟ ବ୍ୟବହାର କରାଯିବ । ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ଗସ୍ତ ବେଳେ ଏହା କହିଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ପ୍ରସ୍ତୁତି ଏବଂ ମାଓ ମୁକାବିଲାର ସମୀକ୍ଷା କରିଛନ୍ତି ।

DGP Sunil Bansal
ପ୍ରଥମ ଥର ପାଇଁ ମାଓ ଇଲାକାରେ ନୂଆ ଡିଜିପି

ଏସ୍‌ପି ଅଫିସ୍‌ରେ ହୋଇଥିବା ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେସନ ଅମିତାଭ ଠାକୁର,  ଡିଆଇଜି ଅନିରୁଦ୍ଧ ସିଂ ଓ ନୂଆପଡ଼ା ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ଥିଲେ ।

dgp sunil bansal
ଡିଜିପି ସୁନୀଲ ବଂଶଲଙ୍କୁ ଓଡ଼ିଶା ଫେରିବାକୁ ମିଳିଲା ଅନୁମତି

ଆଇପିଏସ୍ ସୁନୀଲ ବଂସଲଙ୍କୁ ଓଡ଼ିଶା କ୍ୟାଡରକୁ ଫେରିବାକୁ କେନ୍ଦ୍ର ଗୃହମନ୍ତ୍ରାଳୟର ଅନୁମତି । କେନ୍ଦ୍ର ଗୃହମନ୍ତ୍ରାଳୟର ନିଯୁକ୍ତି କମିଟି ଆଇପିଏସ୍ ସୁନୀଲ ବଂଶଲଙ୍କୁ ତାଙ୍କ ପୂର୍ବ କ୍ୟାଡର ଓଡ଼ିଶାକୁ ଫେରିବାକୁ ମଂଜୁରୀ ପ୍ରଦାନ କରିଛି । ଡିଜିପି ଅଭୟଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ରେ ସରି ଯାଉଛି। ଏହା ପରେ ସୁନୀଲ ବଂଶଲ ରାଜ୍ୟର ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବେ।

Sunil Bansal New Odisha DGP
ସୁନୀଲ ବଂଶଲ ନୂଆ DGP

ସୁନୀଲ ବଂଶଲ ହେବେ ନୂଆ ପୋଲିସ ମହାନିର୍ଦ୍ଦେଶକ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ୧୯୮୭ ବ୍ୟାଚ୍‌ର ବରିଷ୍ଠ IPS ଅଫିସର ହେଉଛନ୍ତି ସୁନୀଲ ବଂଶଲ।