କେବେ ଖାଇଛନ୍ତି କି କିନୁଆ? ଅନେକ ଭାବୁଥିବେ ଯେ ଏ କିନୁଆଟା ଏମିତି କି ପ୍ରକାର ଗୁରୁତ୍ୱପୂର୍ଣ୍ଣ ଖାଦ୍ୟ ଯେ ସେଇଟା ଜାଣିବା ଦରକାର। ତେବେ ଆସନ୍ତୁ ସେ ବିଷୟରେ ଆଲୋଚନା କରିବା।