ଇତିହାସ ପାଲଟିଲା ଉତ୍ତରପ୍ରଦେଶ। ନୋଏଡ଼ାସ୍ଥିତ ବହୁଚର୍ଚ୍ଚିତ ସୁପରଟେକ୍ ଟ୍ୱିନ୍ ଟାଓ୍ୱାର୍। ସେକ୍ଟର ୯୩ରେ ଥିବା ଏହି ଆପେକ୍ସ ଓ ସେୟାନ୍ ଟାଓ୍ୱାର୍ ନିର୍ମାଣକୁ ସୁପ୍ରିମ୍କୋର୍ଟ ବେଆଇନ ଦର୍ଶାଇବା ପରେ, ଏହାକୁ ନିୟନ୍ତ୍ରିତ ବିସ୍ଫୋରଣ ଜରିଆରେ ମାଟିରେ ମିଶାଇ ଦେଇଛି ପ୍ରଶାସନ।
ରବିବାର ଅପରାହ୍ନ ୨ଟା ୩୦ ମିନିଟରେ ଭଂଗାଯିବ ଟ୍ୱିନ୍ ଟାଓ୍ୱାର । ୟୁପି ନୋଏଡା ସେକ୍ଟରରେ ରହିଛି ଏହି ବିଲ୍ଡିଂ ।