ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ କରିବେ ଶୁଣାଣି
ନିର୍ବାଚନ କମିଶନ ନିଯୁକ୍ତି କମିଟିରେ ସୁପ୍ରିମ୍କୋର୍ଟ ମୁଖ୍ୟ ବିଚାରପତିଙ୍କୁ ସାମିଲ କରାଗଲେ ନିଯୁକ୍ତି ପ୍ରକ୍ରିୟା ଏବଂ ଚୟନରେ ସ୍ୱଚ୍ଛତା ଅଧିକ ରହିପାରିବ। ଏଭଳି ଜଣେ ବ୍ୟକ୍ତିଙ୍କୁ ସାମ୍ବିଧାନିକ ପଦରେ ଅବସ୍ଥାପିତ କରାଯିବ ଯିଏ ସରକାରଙ୍କ ଆଜ୍ଞା ପାଳନ କରିବାକୁ ବାଧ୍ୟ ହେବ ନାହିଁ ବା ପ୍ରଭାବିତ ହେବ ନାହିଁ।
ସମ୍ବଲପୁର କୋର୍ଟ ଚାରିପଟେ ପୋଲିସ୍ ଛାଉଁଣୀ। ତାରି ଭିତରେ କୋର୍ଟକୁ ବିଚାରପତି ଯାଉଛନ୍ତି। ଦୂରଦୂରାନ୍ତରୁ ମହକିଲ ଆସୁଛନ୍ତି। ହେଲେ ନିଜ ନିଜ ଓକିଲଙ୍କୁ ଭେଟି ନପାରି କେବଳ କୋର୍ଟ ପରିସରରେ ଥିବା ହେଲ୍ପ ଡେସ୍କରୁ ତାରିଖ ନେଇ ଫେରୁଛନ୍ତି। ଏଇ ଯେମିତି ସମ୍ବଲପୁର କତରବଗା ତରୁଣ୍ଡି ମହୁଲର କେଶବ ଚିକୁ ବାରିକ। ୨୦୧୮ରେ ତାଙ୍କ ବାପାଙ୍କୁ ହତ୍ୟା ମାମଲାରେ ଆଜି ତାରିଖରେ ତାଙ୍କୁ ହାଜର ହୋଇ ତଥ୍ୟ ପ୍ରମାଣ ରଖିବାକୁ କୋର୍ଟରୁ ସମନ ଥିଲା ହେଲେ ଓକିଲ ନଥିବାରୁ ଆର ମାସ ଏଇ ତାରିଖରେ ପୁଣି ହାଜର ପାଇଁ ତାଙ୍କୁ ସମୟ ଦିଆଯାଇଛି।
ପ୍ରଥମଥର ପାଇଁ ସମ୍ବଲପୁର କୋର୍ଟରେ ଏଭଳି ଅଭାବନୀୟ ସ୍ଥିତି ଲାଗି ରାଜ୍ୟ ସରକାରଙ୍କୁ ଦାୟୀ କରି ବର୍ଷିଛି ବିଜେପି।
ମଉଳିଗଲା ଆଶା, ଭାଙ୍ଗିଗଲା ସ୍ୱପ୍ନ । ଦୀର୍ଘ ବର୍ଷ ଧରି ଜାରି ରହିଥିବା ଆନ୍ଦୋଳନ ସତ୍ତ୍ୱେ ହାଇକୋର୍ଟ ବେଞ୍ଚ ଦାବିକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ । ଆନ୍ଦୋଳନରୁ ଓହରିବା ପାଇଁ ପ୍ରଥମେ ଚେତାବନୀ ଶୁଣାଇଥିଲେ ସର୍ବୋଚ୍ଚ କୋର୍ଟ, ଲାଇସେନ୍ସ ସସ୍ପେଣ୍ଡ ସହ ଗିରଫଦାରୀ ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ହିଂସା ପାଇଁ ଡିଜିପି ଓ ଉତ୍ତରାଞ୍ଚଳ ଆଇଜିଙ୍କୁ ଭର୍ତ୍ସନା ।
ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟରେ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରକାଶ କରିଛନ୍ତି।
ସମ୍ବଲପୁର କୋର୍ଟରୁମ୍ରେ ଭଙ୍ଗାରୁଜା ଘଟଣାରେ ୧୬ ଗିରଫ ।
ସୁପ୍ରିମକୋର୍ଟରେ ଦାୟର ସତ୍ୟପାଠକୁ ନେଇ ଅଡୁଆ, ଭର୍ଚୁଆଲ୍ ଆକ୍ସେସ୍ ବ୍ୟବସ୍ଥା କଲେ ଆବଶ୍ୟକ ପଡିବନି ସ୍ଥାୟୀ ବେଞ୍ଚ ।
ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶକୁ ପୁଣି ଫୁ..ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘ ଓ ବିଭିନ୍ନ ସାମାଜିକ ସଂଗଠନର ସତ୍ୟାଗ୍ରହ ବେଳେ ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ
ରାଗି ଗଲେ ଦେଶର ସର୍ବୋଚ୍ଚ ଅଦାଲତ, ଓକିଲ ଆନ୍ଦୋଳନ ପ୍ରତିହତ କରିବାରେ ପୋଲିସ ବିଫଳ କହିଲେ କୋର୍ଟ
ସମୟ ସକାଳ ପ୍ରାୟ ୧୦ଟା ହେବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ସୁରକ୍ଷା ବଳରେ କୋର୍ଟକୁ ଆସୁଥିଲେ ବିଚାରପତି । କିନ୍ତୁ ଓକିଲଙ୍କ ସମେତ ବିଭିନ୍ନ ସଂଗଠନ ସଦସ୍ୟ ସାଜିଥିଲେ ପ୍ରତିବନ୍ଧକ । ଆନ୍ଦୋଳନକାରୀଙ୍କୁ ବୁଝାଇଥିଲେ ଅତିରିକ୍ତ ଏସପି ଓ ଏସ୍ଡିପିଓ ।
ଆସନ୍ତା ୧୫ ଦିନ ମଧ୍ୟରେ ଏହି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଲାଇସେନ୍ସ ସସପେଣ୍ଡ ସହ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ। କହିଲେ, ଦରକାର ପଡ଼ିଲେ ଗିରଫ କର... ହାଇକୋର୍ଟ ବାର୍ର ସ୍ୱାଗତ, କାଲି ନିଷ୍ପତ୍ତି ନେବ ସମ୍ବଲପୁର ବାର୍।
କୋର୍ଟ ଚାଲିବା ପାଇଁ ଆବଶ୍ୟକସ୍ଥଳେ ଯେଉଁ ଆଇନଜୀବୀମାନେ ଆନ୍ଦୋଳନ କରୁଛନ୍ତି, ସେମାନଙ୍କୁ ଗିରଫ କରିବାକୁ ବି କହିଛନ୍ତି ସୁପ୍ରିମକୋର୍ଟ ।
ନ୍ୟାୟିକ ଅଧିକାରୀ, ମହକିଲଙ୍କୁ ସୁରକ୍ଷା ଦେବାକୁ କହିଲେ କୋର୍ଟ
ବାର କାଉନ୍ସିଲ୍ ଅଫ ଇଣ୍ଡିଆର କାର୍ଯ୍ୟକ୍ରମରେ କହିଲେ CJI । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ ଚନ୍ଦ୍ରଚୂଡ଼ ।
ରାଜୀବ ଗାନ୍ଧି ହତ୍ୟାକାରୀଙ୍କୁ ମୁକ୍ତ କରିବା ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ ସୁପ୍ରିମକୋର୍ଟ ଗଲା କେନ୍ଦ୍ର। ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ କେନ୍ଦ୍ର ସରକାର ଉଚ୍ଚତମ ନ୍ୟାୟଳୟରେ ଆବେଦନ କରିଛନ୍ତି।
ଆନ୍ଦୋଳନକାରୀ ଓକିଲଙ୍କ ଆୟର ଉତ୍ସକୁ ବନ୍ଦ କରିଦିଆଯିବ । ଆନ୍ଦୋଳନ ଯୋଗୁ ଲୋକେ ନ୍ୟାୟ ପାଇବାରୁ ବଂଚିତ ହେଉଛନ୍ତି ।
ରାଜ୍ୟପାଳଙ୍କ ପାଖରେ ବହୁ ଦିନ ଧରି ରାଜକ୍ଷମା ଆବେଦନ ପଡ଼ି ରହିଥିବାରୁ ସମସ୍ତଙ୍କୁ ଜେଲରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ଼ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି।
ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ଜାରି ରହିବ ଆର୍ଥିକ ପଛୁଆ ବର୍ଗଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ
ସୁପ୍ରିମକୋର୍ଟର ୫ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରି ଆଜି ସଂରକ୍ଷଣ ସପକ୍ଷରେ ରାୟ ଦେଇଛନ୍ତି ।
EWS ଆରକ୍ଷଣ ଉପରେ 'ସୁପ୍ରିମ୍' ମୋହର । ସର୍ବୋଚ୍ଚ ନ୍ୟାୟାଳୟରେ ମୋଦି ସରକାରଙ୍କ ବଡ ବିଜୟ ।
ପ୍ରଧାନ ବିଚାରପତି ୟୁୟୁ ଲଳିତ, ବିଚାରପତି ଅନିରୁଦ୍ଦ ବୋଷ ଓ ବିଚାରପତି ସୁଧାଂଶୁ ଧୁଳିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣୀ କରିଛନ୍ତି ।