ରାଜନୈତିକ ସମୀକ୍ଷକଙ୍କ ମତରେ ରାଜ୍ୟରେ ଅଣ ଓଡିଆ ଅଫିସରଙ୍କ ରାଜୁତି ବଢୁଥିବା ଚର୍ଚ୍ଚାରେ ବିରାମ ଲଗାଇବାକୁ ସୁରେଶ ମହାପାତ୍ରଙ୍କୁ ସିଏମ୍ଓର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି।
ଆସନ୍ତା ୨୮ ତାରିଖରେ ସେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବେ । ଏହା ପରେ ସୁରେଶ ମହାପାତ୍ର ଓଇଆରସି ଅଧ୍ୟକ୍ଷ ପଦର ଦାୟିତ୍ୱ ସମ୍ଭାଳିବେ ବୋଲି ଜଣାପଡ଼ିଛି ।
ପୂର୍ବରୁ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ୟକାଳ ବଢ଼ିଥିଲା ।