ଏହି ଘଟଣାରେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଅଡ଼ୁଆ ବଢ଼ିଛି । ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବା ପାଇଁ ରାଜ୍ୟ ସରକାରଙ୍କ ହାଇଲେବୁଲ କମିଟି ନିର୍ଦ୍ଦେଶ ଦେଇଛନ୍ତି ।
ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଓଡ଼ିଆ ଅଭିଧାନରେ ଅସ୍ମିତା ଶବ୍ଦର ଅର୍ଥ କଣ; ଓଡ଼ିଆ ଅସ୍ମିତାର ସମ୍ପୂର୍ଣ୍ଣ ବ୍ୟାଖ୍ୟା ସମ୍ପର୍କରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଶ୍ନ ପଚାରିଥିଲେ । ଏହାପରେ ଲିଖିତ ଉତ୍ତର ରଖି ସ୍ପଷ୍ଟ ଭାବରେ ଅସ୍ମିତାର ଅର୍ଥ ବୁଝାଇଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।
ବାରବାଟୀ ଷ୍ଟାଡିୟମରେ ମ୍ୟାଚ୍ ବେଳେ କେମିତି ଓ କାହିଁକି ଲିଭିଲା ଫ୍ଲଡ୍ ଲାଇଟ୍। ଏନେଇ OCAକୁ ସ୍ପଷ୍ଟୀକରଣ ମଗାଯିବ। ଏହି ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କେଉଁମାନେ ଦାୟିତ୍ବରେ ଥିଲେ, ତାହା ବିଚାର କରିବୁ ବୋଲି କହିଛନ୍ତି।
ସୂର୍ଯ୍ୟବଂଶୀ ବିଜେଡିକୁ ପଢାଇଛନ୍ତି ପରିପକ୍ୱତାର ପାଠ। କହିଛନ୍ତି, ବିରୋଧୀ ଦଳ ପରିପକ୍ବତା କଥା କହୁଛି । ହେଲେ ନିର୍ବାଚନ ସମୟରେ ରାଜ୍ୟ ସାରା ଷ୍ଟାଡିୟମରେ ହେଲିକପଟରରେ ଓହ୍ଲାଇବା ବିଜେଡିର ପରିପକ୍ବତା ଥିଲା କି ବୋଲି ସେ ପ୍ରଶ୍ନ କରିଛନ୍ତି।
ରାଜଧାନୀରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା କରିବେ ମୋହନ ସରକାର। ଭୁବନେଶ୍ବର ଗୋଠପାଟଣାରେ ଦେଢ଼ ଶହ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ମେଗା ସ୍ପୋର୍ଟସ ଭ୍ୟାଲି।
ନୂଆ ଓ ଯୋଜନା ବନ୍ଦ ନିଷ୍ପତ୍ତିକୁ ସହଜରେ ହଜମ କରି ନପାରି ସୋସିଆଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ କରି ଦେଇଛି ବିଜେଡି ।
ରାଜଧାନୀରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା କରିବେ ମୋହନ ସରକାର। ଭୁବନେଶ୍ବର ଗୋଠପାଟଣାରେ ଦେଢ଼ ଶହ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ମେଗା ସ୍ପୋର୍ଟସ ଭ୍ୟାଲି।
ନୂଆ ଓ ଯୋଜନା ବନ୍ଦ ନିଷ୍ପତ୍ତିକୁ ସହଜରେ ହଜମ କରି ନପାରି ସୋସିଆଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ କରି ଦେଇଛି ବିଜେଡି ।
ଦୀର୍ଘ ଛଅବର୍ଷ ପରେ ରାଜ୍ୟରେ ହେବକି ଛାତ୍ର ସଂସଦ ନିର୍ବାଚନ? ଏ ବାବଦରେ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି କି ରାଜ୍ୟ ସରକାର? ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ବୟାନକୁ ନେଇ ବଢ଼ିଛି ଆଶା।
ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନର ଯଥାର୍ଥତା ରହିଛି । ଏନେଇ ବିଚାର ବିମର୍ଶ ଚାଲିଛି । ହେଲେ ଏବେଠୁ କିଛି କହି ହେବନି, ଯାହା ନିଷ୍ପତ୍ତି ହେବ ଛାତ୍ର ସମାଜଙ୍କ ଭଲ ପାଇଁ ସରକାର ନେବେ ।
ଉପନିର୍ବାଚନର ବିଜେତା ପ୍ରାର୍ଥୀ ତଥା ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ରିପିଟ୍ କରିଛି ବିଜେପି। ସିଟିଂ ଏମଏଲଏ ସାଙ୍ଗକୁ ଯୁବନେତା ଏବଂ ଜିଲ୍ଲାର ଟାଣୁଆ ସଂଗଠକ। ନିର୍ବାଚନ ମଣ୍ଡଳୀରୁ ବିଧାନସଭା ଯାଏଁ ସୂର୍ଯ୍ୟବଂଶୀଙ୍କ କ୍ରେଜ୍ କାହିଁରେ କଣ।
ଦିବଙ୍ଗତ ବିଜେଡ଼ି ନେତା ବିଷ୍ଣୁ ଦାସଙ୍କ ପୁଅ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର। ଆଉ ଦିବଙ୍ଗତ ବିଜେପି ନେତା ବିଷ୍ଣୁ ସେଠୀଙ୍କ ପୁଅ ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ। ଉଭୟଙ୍କ ବୟସ ପ୍ରାୟ ସମାନ। ଦୁହେଁ ବି ଏବେ ଅଧିକାଂଶ ସମୟ ଚର୍ଚ୍ଚାରେ ରହୁଛନ୍ତି। କିନ୍ତୁ ଚର୍ଚ୍ଚାର କାରଣ ଅଲଗା ଅଲଗା। ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ଏଇ କଂଚା ବୟସରେ ନିଜର ରାଜନୈତିକ ପଟୁତା ପାଇଁ ଲୋକଙ୍କ ଭିତରେ ଚର୍ଚ୍ଚାରେ ରହୁଥିବା ବେଳେ, ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ନିଜର ପ୍ରେମ ଜନିତ ବିବାଦ ପାଇଁ ଏବେ ଚର୍ଚ୍ଚାରେ ରହୁଛନ୍ତି।
ଧାମନଗରର ବିଧାୟକ ଭାବେ ସୂର୍ଯ୍ୟବଂଶୀ ସୂରଜ ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ବିକ୍ରମ ଆରୁଖ ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
ଧାମନଗର ବିଜେଡିରେ ବିଦ୍ରୋହ ନିଆଁ । କୁଚକ୍ରି ଗୋଷ୍ଠୀ କହି ଭଦ୍ରକ ବିଜେଡି ନେତାଙ୍କୁ ରାଜେନ୍ଦ୍ରଙ୍କ ଟାର୍ଗେଟ୍ ।
ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।
ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପିର ଧାମନଗର ଯୋଦ୍ଧା । ନାଁରେ ମୋହର ମାରିଲା ଦଳ । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଉପନିର୍ବାଚନ ପାଇଁ ହୋଇଛନ୍ତି ବିଜେପି ପ୍ରାର୍ଥୀ ।