ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଙ୍କ ମୃତ୍ୟୁ ପରେ ସମଗ୍ର ଦେଶ ଦୁଃଖରେ ଭାଙ୍ଗି ପଡ଼ିଛି। ସୁଶାନ୍ତଙ୍କ ଫ୍ୟାନ୍ସମାନେ ସୋସିଆଲ ମିଡିଆରେ ସୁଶାନ୍ତଙ୍କ ସହ ଜଡିତ ବିଭିନ୍ନ ପ୍ରକାରର ପୋଷ୍ଟ ମଧ୍ୟ ସେୟାର କରୁଛନ୍ତି। ଏନେଇ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂହ କିର୍ତ୍ତୀ ଫେସବୁକ୍ରେ ଏକ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। ସୁଶାନ୍ତଙ୍କ ସମସ୍ତ ଯନ୍ତ୍ରଣା ପାଇଁ ତାଙ୍କ ଭଉଣୀ ଶ୍ୱେତା ଏହି ପୋଷ୍ଟ ମାଧ୍ୟମରେ କ୍ଷମା […]
ମୁମ୍ୱାଇ: ବଲିଉଡ୍ ଷ୍ଟାର ସୁଶାନ୍ତ ସିଂହ ରାଜପୁତଙ୍କ ବିୟୋଗରେ କେବଳ ବଲିଉଡ୍ ନୁହେଁ ଭାରତୀୟ କ୍ରିକେଟ୍ ଜଗତ ବି ଅବାକ୍ ହୋଇଯାଇଛି। ତାଙ୍କ ଆତ୍ମହତ୍ୟା ଖବର ଶୁଣି ବହୁ ବଡ଼ ବଡ଼ କ୍ରିକେଟ୍ ଷ୍ଟାର୍ ଶୋକ ପ୍ରକାଶ କରିଛନ୍ତି। ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଇର୍ଫାନ ପଠାନ ଟ୍ୱିଟ୍ କରି ଲେଖିଛନ୍ତି, ” ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ତାଙ୍କ ପରିବାରକୁ ମୋର ସମବେଦନା। ମୁଁ ଶେଷଥର ପାଇଁ ସୁଶାନ୍ତଙ୍କ ସହ […]
ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ଙ୍କ ଆତ୍ମହତ୍ୟା ପଛର କାରଣ କ’ଣ ହୋଇପାରେ, ଏହାକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଯାଇଛି। କାରଣ କେହି କେବେ ଭାବି ନ ଥିଲେ ସେ, ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବେ। ଏହି ଘଟଣା ପରେ ତାଙ୍କର ଫ୍ୟାନ୍ସଙ୍କଠୁ ଆରମ୍ଭ କରି ପରିବାର ଲୋକେ ସମସ୍ତେ ଭାଙ୍ଗି ପଡ଼ିଛନ୍ତି। ସମସ୍ତଙ୍କୁ ଏକ ପ୍ରକାର ଝଟ୍କା ଲାଗିଛି। ଏପରିକି ବଲିଉଡ୍ ଇଣ୍ଡଷ୍ଟ୍ରି ମଧ୍ୟ ଏହି ଘଟଣା ପରଠୁ ଏକ […]
ମୁମ୍ବାଇ: ଅଭିନେତା Sushant Singh Rajput ଙ୍କ ଆତ୍ମହତ୍ୟା ଘଟଣା ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଭେଦଭାବ, ପାରିବାରିକବାଦ ଚାଲିଥିବା ନେଇ ସ୍ୱର ଉଠିଛି। ଏସବୁ ଭିତରେ ବଲିଉଡ୍ ଲୋକପ୍ରିୟ ଗାୟକ ସୋନୁ ନିଗମ ମ୍ୟୁଜିକ୍ ଇଣ୍ଡଷ୍ଟ୍ରିକୁ ନେଇ ଏକ ଚାଞ୍ଚଲ୍ୟକର କଥା କହିଛନ୍ତି। ଯାହା ସମସ୍ତଙ୍କୁ ଆଚମ୍ବିତ କରିଛି। ଖୁବ୍ ଶୀଘ୍ର ମ୍ୟୁଜିକ୍ ଇଣ୍ଡଷ୍ଟ୍ରିରୁ ଆତ୍ମହତ୍ୟା ଖବର ଆସିପାରେ ବୋଲି ଗୁରୁବାର ଦିନ Sonu Nigam Instagram ରେ ଏକ ଭିଡିଓ ଶେଆର୍ କରି ସେ ଏହା […]
ମୁମ୍ବାଇ: ଅଭିନେତା Sushant Singh Rajput ଙ୍କ ଆତ୍ମହତ୍ୟା ଘଟଣାରେ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଛି। ଏମାନଙ୍କ ମଧ୍ୟରେ ବଲିଉଡ୍ ସୁପରଷ୍ଟାର୍ ସଲମାନ୍ ଖାନ୍, ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ସମେତ ବଲିଉଡ୍ ଇଣ୍ଡଷ୍ଟ୍ରିର କିଛି ଜଣାଶୁଣା ବ୍ୟକ୍ତିଙ୍କ ନାଁ ରହିଛି। ବିହାରର ଏକ ସ୍ଥାନୀୟ କୋର୍ଟରେ ବୁଧବାର ଦିନ ଏହି ମାମଲା ରୁଜୁ ହୋଇଛି। ଜୁଲାଇ ୩ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ୮ଜଣଙ୍କ ବିରୋଧରେ ମାମଲା […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍କୁ ଏକ ପ୍ରକାର ଝଟ୍କା ଲାଗିଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ସେ କାହିଁକି ଆତ୍ମହତ୍ୟା କଲେ ଯଦିଓ ଏହା ଜଣାପଡ଼ିନାହିଁ, ତେବେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଭେଦଭାବ ହେଉଥିବା, ପାରିବାରିକବାଦ ଚାଲିଥିବା ନେଇ ଏବେ ସାମ୍ନାକୁ ଆସିଛି। ଏପରିକି ଇଣ୍ଡଷ୍ଟ୍ରିରେ ଯେଉଁମାନଙ୍କ ପାଖରେ ଟ୍ୟାଲେଣ୍ଟ୍ ଅଛି, ସେମାନଙ୍କୁ ଅଧିକ ସୁଯୋଗ ଦିଆଯାଉନାହିଁ। ବରଂ ଏଠି ପାରିବାରିକବାଦ ଚାଲିଛି ବୋଲି […]
ମୁମ୍ବାଇ: ୨୦୨୦ ବଲିଉଡ୍ ପାଇଁ ଏକ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଚଳିତ ବର୍ଷ ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅଲ୍ବିଦା କହି ଚାଲିଯାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ଼ ବଡ଼ କଳାକାର। ପ୍ରଥମେ ଇର୍ଫାନ, ପରେ ଋଶି କପୁର, ସଚିନ କୁମାର,ସାଇ ଗୁଣ୍ଡେରା, ଗୀତିକାର ଯୋଗେଶ୍ ଗୌର, ୱାଜିଦ୍ ଖାନ୍, ରବି ଚୋପ୍ରା(ରତନ)ଙ୍କ ଦେହାନ୍ତ ବଲିଉଡ୍ ଶକ୍ତ ଧକ୍କା ଦେଇଥିବା ବେଳେ ଏବେ ପୁଣି ଆଉ ଜଣେ ପ୍ରସିଦ୍ଧ ଅଭିନେତାଙ୍କ ଦେହାନ୍ତ ଖବର ସମସ୍ତଙ୍କୁ […]
ନୂଆଦିଲ୍ଲୀ:ବଲିଉଡ ଆକ୍ଟର ସୁଶାନ୍ତ ସିଂ ରାଜପୁତ୍ଙ୍କ ଅକସ୍ମାତ ବିୟୋଗରେ ଯେମିତି ଭାଙ୍ଗିପଡ଼ିଛି ସାରା ଦେଶ। ପରିବାର ଲୋକଙ୍କ ଆଖିରୁ ଲୁହ ଶୁଖୁନି। ତେବେ ଏପରି ସମୟରେ ତାଙ୍କ ପରିବାରକୁ ଆଉ ଏକ ଦୁଃଖ। ସୁଶାନ୍ତଙ୍କ ଏପରି ଅକାଳ ବିୟୋଗକୁ ସହି ନ ପାରି ଆଖିବୁଜିଛନ୍ତି ତାଙ୍କ ପରିବାରର ଆଉ ଜଣେ ସଦସ୍ୟ। ସେ ହେଉଛନ୍ତି ସୁଶାନ୍ତଙ୍କ ଭାଉଜ ସୁଧା। ଗୋଟିଏ ପଟେ ଚାଲିଥିଲଶ ସୁଶାନ୍ତଙ୍କର ଅନ୍ତିମ ସଂସ୍କାର, ଅନ୍ୟପଟେ ବିହାରରେ ରହୁଥିବା ତାଙ୍କର ଭାଉଜ ପ୍ରାଣ ହରାଇଥିଲେ। […]
ମୁମ୍ବାଇ: ମୁମ୍ବାଇରେ ହୋଇପାରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ। କପୁର ହସ୍ପିଟାଲ୍ରେ ମୃତଦେହ ବ୍ୟବଚ୍ଛେଦ ପରେ ଆଜି ପରିବାର ଲୋକଙ୍କୁ ତାଙ୍କର ମୃତଦେହ ହସ୍ତାନ୍ତର କରାଯିବ । ସୁଶାନ୍ତଙ୍କ ବାପା ଓ ସମ୍ପର୍କୀୟମାନେ ମୁମ୍ବାଇରେ ପହଞ୍ଚି ଯାଇଛନ୍ତି। ପୋଲିସ୍ର ପ୍ରାଥମିକ ତଦନ୍ତରେ ସୁଶାନ୍ତଙ୍କ ଆତ୍ମହତ୍ୟା ଥିଓରୀ ସାମ୍ନାକୁ ଆସିଛି । ହେଲେ ଏନେଇ ସିବିଆଇ ତଦନ୍ତ ଦାବି କରିଛନ୍ତି ତାଙ୍କ ସମ୍ପର୍କୀୟ। ସେପଟେ ପୁରା ମାମଲାର ତଦନ୍ତ ମୁମ୍ବାଇ କ୍ରାଇମ୍ବ୍ରାଞ୍ଚ ଆରମ୍ଭ କରିଛି। ସୁଶାନ୍ତଙ୍କ ରୁମ୍ରୁ […]