• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sushant Singh Rajput

sushant
ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ୫ ବର୍ଷର ଭଣଜା କହିଲେ ଏମିତି କଥା, ଜାଣିଲେ ଆପଣଙ୍କ ଆଖିରୁ ବି ଲୁହ ଆସିଯିବ

ମୁମ୍ବାଇ: ନିଜ ଟ୍ୟାଲେଣ୍ଟ୍‌ ବଳରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନାଁ କମାଇଥିବା ବଲିଉଡ୍‌ ‌ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁରେ ବଲିଉଡ୍‌ ପୂରା ସ୍ତବ୍ଧ ହୋଇଯାଇଛି। ଫ୍ୟାନ୍ସଠୁ ଆରମ୍ଭ କରି ଅଭିନେତା, ଅଭିନେତ୍ରୀ ସମସ୍ତେ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ଅତି ସହଜରେ ଗ୍ରହଣ କରିପାରୁ ନାହାନ୍ତି। କାରଣ କେହି କେବେ ଭାବି ନ ଥିଲେ ଯେ, ସେ ଏଭଳି ଚରମ ପଦକ୍ଷେପ ନେବେ। ଯାହା ସମସ୍ତଙ୍କୁ ଏକ ପ୍ରକାର ଝଟ୍‌କା ଲାଗିଛି। ତାଙ୍କର ମୃତ୍ୟୁ ପରେ ସୁଶାନ୍ତଙ୍କ ସହ […]

sushant 1
ଅଧୁରା ରହିଗଲା ସୁଶାନ୍ତଙ୍କ ଏହି ସବୁ ସ୍ୱପ୍ନ....

ମୁମ୍ବାଇ: ଏମିତି ଲାଗୁଛି ସତେ ଯେମିତି, ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା  ଘଟଣା ପରେ ଫିଲ୍ମ ଇଣ୍ଡଷ୍ଟ୍ରିଠୁ ଆରମ୍ଭ କରି ସାରା ଦେଶ ପୁରା ନୀରବି ଯାଇଛି। ହଠାତ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ସହଜରେ କେହି ଗ୍ରହଣ କରିପାରୁ ନାହାନ୍ତି। ଖୁବ କମ ଦିନ ଭିତରେ ଅଭିନୟ ଯାଦୁରେ ସେ ଦର୍ଶକଙ୍କ ମନ ଜିତି ପାରିଥିଲେ।  ଗତକାଲି ମୁମ୍ବାଇ ସ୍ଥିତ ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ଶୁଣିବାକୁ ମିଳୁଛି ଯେ, କିଛି ମାସ ହେବ […]

sushant
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା

ମୁମ୍ବାଇ: ୨୦୨୦ ବଲିଉଡ୍ ପାଇଁ ଏକ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଚଳିତ ବର୍ଷ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅଲ୍‌ବିଦା କହି ଚାଲିଯାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ଼ ବଡ଼ କଳାକାର। ପ୍ରଥମେ ଇର୍‌ଫାନ, ପରେ ଋଶି କପୁର, ସଚିନ କୁମାର,ସାଇ ଗୁଣ୍ଡେରା, ଗୀତିକାର ଯୋଗେଶ୍‌ ଗୌର, ୱାଜିଦ୍‌ ଖାନ୍‌, ରବି ଚୋପ୍ରା(ରତନ)ଙ୍କ ଦେହାନ୍ତ ବଲିଉଡ୍‌ ଶକ୍ତ ଧକ୍କା ଦେଇଥିବା ବେଳେ ଏବେ ପୁଣି ଆଉ ଜଣେ ପ୍ରସିଦ୍ଧ ଅଭିନେତାଙ୍କ ଦେହାନ୍ତ ଖବର ସମସ୍ତଙ୍କୁ […]

susant-1
ଶେଷ ଥର ପାଇଁ କେଉଁ କଳାକାରଙ୍କୁ କଲ୍ କରିଥିଲେ ସୁଶାନ୍ତ ?

ମୁମ୍ବାଇ: ମୁମ୍ବାଇରେ ହୋଇପାରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ। କପୁର ହସ୍ପିଟାଲ୍‌ରେ ମୃତଦେହ ବ୍ୟବଚ୍ଛେଦ ପରେ ଆଜି ପରିବାର ଲୋକଙ୍କୁ ତାଙ୍କର ମୃତଦେହ ହସ୍ତାନ୍ତର କରାଯିବ । ସୁଶାନ୍ତଙ୍କ ବାପା ଓ ସମ୍ପର୍କୀୟମାନେ ମୁମ୍ବାଇରେ ପହଞ୍ଚି ଯାଇଛନ୍ତି। ପୋଲିସ୍‌ର ପ୍ରାଥମିକ  ତଦନ୍ତରେ ସୁଶାନ୍ତଙ୍କ ଆତ୍ମହତ୍ୟା ଥିଓରୀ ସାମ୍ନାକୁ ଆସିଛି । ହେଲେ ଏନେଇ ସିବିଆଇ ତଦନ୍ତ ଦାବି କରିଛନ୍ତି ତାଙ୍କ ସମ୍ପର୍କୀୟ। ସେପଟେ ପୁରା ମାମଲାର ତଦନ୍ତ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ  ଆରମ୍ଭ କରିଛି।  ସୁଶାନ୍ତଙ୍କ ରୁମ୍‌ରୁ […]

sushant-singh-rajput
ସୁଶାନ୍ତଙ୍କ ମୃତ୍ୟୁକୁ ବର୍ଷେ ବିତିଗଲା, ଏବେ ବି ଲୋକଙ୍କ ମନରେ ସନ୍ଦେହ ? ଜାଣନ୍ତୁ ପୁରା ଘଟଣା..

କେମିତି ପ୍ରାଣ ହାରିଥିଲେ ସୁଶାନ୍ତ ସିଂ ରାଜପୁତ ? କଣ କହିଥିଲା ପୋଷ୍ଟମୋଷ୍ଟମ ରିପୋର୍ଟ ? ତେବେ ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଏବେ ବି ଜୋରସୋରରେ ଚର୍ଚ୍ଚା ଚାଲିଛି । ସୁଶାନ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ଅନେକ…

sushant parlament
ସୁଶାନ୍ତଙ୍କ ମୃତ୍ୟୁ ମାମଲାକୁ ବର୍ଷେ ବିତିଲା... ଆଜି ବି ମନେ ପଡ଼ୁଛି ତାଙ୍କର ନିଖୁଣ ଅଭିନୟ

ନୂଆଦିଲ୍ଲୀ: ସୁଶାନ୍ତଙ୍କୁ ଝୁରୁଛି ସାରା ଦେଶ…..ଆଜିକୁ ଠିକ୍‌ ବର୍ଷେ ତଳେ ଜୀବନ ହାରିଥିଲେ ସୁଶାନ୍ତ ସିଂ ରାଜପୁତ। ଠିକ୍‌ ଆଜିର ଦିନରେ ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତଦେହ ତାଙ୍କ ବେଡରୁମ୍‌ରୁ ଉଦ୍ଧାର କରାଯାଇଥିଲା।  ମୁମ୍ବାଇ ବାନ୍ଦ୍ରାସ୍ଥିତ ବାସଭବନରେ ଅଭିନେତା…