ପ୍ରମୁଖ କର୍ପୋରେଟ୍ ସଂସ୍ଥାରେ ଚାକିରି କରିଥିଲେ । ହେଲେ ଆଧ୍ୟାତ୍ମିକତା ଆଡକୁ ସେ ଅଧିକ ଆକର୍ଷିତ ହେଲେ । ଜୀବନକୁ ଖୋଜିବାକୁ ଲାଗିଲେ । ସତ୍ୟର ଅନ୍ୱେଷଣ କରିବାକୁ ଲାଗିପଡିଲେ । ବଦଳିଗଲା ତାଙ୍କ ଜୀବନର ମୋଡ଼ । ହଠାତ୍ ଅଧିକ ଦରମାର ଚାକିରି ଛାଡି ସନ୍ୟାସ ନେଲେ ।
ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସ୍ୱାମୀ ମୁକୁନ୍ଦାନନ୍ଦ ବନ୍ଦୀ କରି ରଖିଥିବା ଅଭିଯୋଗ ହୋଇଛି। ବାବାଙ୍କ ଆଶ୍ରମକୁ ଗଲେ, ସେମାନେ ଝିଅ ସହ ଭେଟିବାକୁ ଦେଉନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।