• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sweta Death Case

Software Engineer Sweta Death Case
ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା: ଭୋରରୁ ବୟଫ୍ରେଣ୍ଡ୍‌କୁ ଗିରଫ କଲା ପୋଲିସ୍‌

ଭୁବନେଶ୍ୱରର ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ମୃତ୍ୟୁ ମାମଲାରେ ଆକ୍ସନ ମୋଡ୍‌ରେ କମିଶନରେଟ୍ ପୋଲିସ। ଆଜି ଭୋରରୁ ବୟଫ୍ରେଣ୍ଡ୍‌ ସୌମ୍ୟଜିତ୍‌ଙ୍କୁ ପୋଲିସ ଗିରଫ କରିଛି। 

Special story
ଚାଟ୍ ଖୋଲିବ କି ଶ୍ୱେତା ମୃତ୍ୟୁର ଗୁମର?

ସୌମ୍ୟଙ୍କ ମାଆଙ୍କୁ ହ୍ୱାଟସଆପରେ ଶ୍ୱେତା ଦେଇଥିବା ମେସେଜ୍ ପାର୍ଟ-୨ ଏବେ ସାମନାକୁ ଆସିଛି। ଓଟିଭି ହାତରେ ଲାଗିଛି ସେହି ମେସେଜ। ଶ୍ୱେତା ଚାହୁଁଥିଲେ ସବୁକିଛି ସେଟେଲ୍ କରିବାକୁ। ତାଙ୍କ ପଇସା ସୌମ୍ୟ ଫେରାଇ ଦିଅନ୍ତୁ। ଏଥିପାଇଁ ସେ ବାରମ୍ବାର ସୌମ୍ୟଙ୍କ ମାଆଙ୍କୁ ମେସେଜ୍ କରୁଥିଲେ।

Special story
ଚାଟ୍ ଖୋଲିବ କି ଶ୍ୱେତା ମୃତ୍ୟୁର ଗୁମର ? ବିବାହ ଟାଳିବାକୁ ନାନା ଆଳ କରିଥିଲେ ସୌମ୍ୟଜିତଙ୍କ ପରିବାର

ପ୍ରଥମେ ଫୋନ କଲ ରେକର୍ଡିଂ, ପରେ ଡାଏରୀ ଆଉ ଏବେ ଶ୍ୱେତା-ସୌମ୍ୟଜିତ ସସପେନ୍ସର ପରଦା ହଟାଉଛି ହ୍ୱାଟ୍ସଆପ୍ ଚାଟ୍

Sweta Death Case
'କେତେ ଝିଅଙ୍କ ଜୀବନ ସହ ଖେଳିବ ସୌମ୍ୟଜିତ'

ଯଦି ମୁଁ ଖରାପ ଥିଲି, ତାହାହେଲେ ବାକି ଝିଅ କଣ ଖରାପ ବୋଲି ସେ ପ୍ରଶ୍ନ କରିଛନ୍ତି। 

Sweta Suicide Case
ସପ୍ତାହେ ପରେ ବି ରହସ୍ୟରେ ଶ୍ୱେତା ମୃତ୍ୟୁ ଘଟଣା, ବଏଫ୍ରେଣ୍ଡଙ୍କ ନିରବତା ଓ ପୋଲିସ୍ ତଦନ୍ତକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର ଡିସିପି କହିଲେ ସୌମ୍ୟଜିତଙ୍କୁ ହୋଇଛି ପଚରାଉଚରା । ଶ୍ୱାସରୁଦ୍ଧରୁ ଶ୍ୱେତାଙ୍କ ମୃତ୍ୟୁ ନେଇ ଆସିଲା ପୋଷ୍ଟମୋର୍ଟମ ରିପୋର୍ଟ ।

Sweta Boy friend
ପୋଲିସ ହେପାଜତରେ ସୌମ୍ୟଜିତ !

ଭୁବନେଶ୍ୱରରେ ସଫ୍ଟେଓ୍ୱୟାର ଇଂଜିନିୟର ଶ୍ୱେତାଙ୍କ ଆତ୍ମହତ୍ୟା ମାମଲାରେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ପଚରାଉଚରା କରିପାରେ କମିଶନରେଟ ପୋଲିସ ।

Sweta Death Case
ଉଚ୍ଚ ଶିକ୍ଷିତା ଝିଅ ପାଇଁ ନ୍ୟାୟ ମାଗୁଛନ୍ତି ମାଆ, ରାଜ୍ୟ ସରକାରଙ୍କୁ କଲେ ଗୁହାରି

ସଫ୍ଟେଓ୍ୱୟାର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ତାଙ୍କ ବୟଫ୍ରେଣ୍ଡ ୨୭ ବର୍ଷିୟ ସୌମ୍ୟଜିତ ମହାପାତ୍ରଙ୍କ ବିରୋଧରେ ଚନ୍ଦ୍ରଶେଖରପୁର ପୋଲିସ ମାମଲା ରୁଜୁ କରିଛି। ସୌମ୍ୟଜିତଙ୍କ ବିରୋଧରେ ଲାଗିଛି ଆଇପିସିର ଦଫା ୩୦୬ ଅର୍ଥାତ୍ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା ଶ୍ୱେତାଙ୍କ ବାପାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିଥିବା ବେଳେ ହାଜର ହେବା ପାଇଁ ସୌମ୍ୟଜିତଙ୍କୁ ନୋଟିସ କରିଛି।

Sweta Death Case
ଶ୍ୱେତା ମୃତ୍ୟୁ ମାମଲାରେ ବଢିଲା ବୟଫ୍ରେଣ୍ଡ ସୌମ୍ୟଙ୍କ ଅଡୁଆ

ଏଯାଏଁ ମୁହଁ ଖୋଲୁନାହାଁନ୍ତି ନିଜେ ସୌମ୍ୟଜିତ୍ କି ତାଙ୍କ ପରିବାର।