ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଙ୍କ ମୃତ୍ୟୁ ପରେ ସମଗ୍ର ଦେଶ ଦୁଃଖରେ ଭାଙ୍ଗି ପଡ଼ିଛି। ସୁଶାନ୍ତଙ୍କ ଫ୍ୟାନ୍ସମାନେ ସୋସିଆଲ ମିଡିଆରେ ସୁଶାନ୍ତଙ୍କ ସହ ଜଡିତ ବିଭିନ୍ନ ପ୍ରକାରର ପୋଷ୍ଟ ମଧ୍ୟ ସେୟାର କରୁଛନ୍ତି। ଏନେଇ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂହ କିର୍ତ୍ତୀ ଫେସବୁକ୍ରେ ଏକ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। ସୁଶାନ୍ତଙ୍କ ସମସ୍ତ ଯନ୍ତ୍ରଣା ପାଇଁ ତାଙ୍କ ଭଉଣୀ ଶ୍ୱେତା ଏହି ପୋଷ୍ଟ ମାଧ୍ୟମରେ କ୍ଷମା […]