• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Swine Flu In Odisha

Again Swine Flu Hits Back In Odisha
ଓଡ଼ିଶାକୁ ପୁଣି ଫେରିଲା ସ୍ୱାଇନ୍ ଫ୍ଲୁ, ଟ୍ରାଭେଲ ହିଷ୍ଟ୍ରି ନଥାଇ ଆକ୍ରାନ୍ତ

ଓଡ଼ିଶାକୁ ପୁଣି ଫେରିଲା ସ୍ୱାଇନ୍ ଫ୍ଲୁ। ୨ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ସ୍ୱାଇନ୍ ଫ୍ଲୁ ରିପୋର୍ଟ ପଜିଟିଭ୍ ଆସିଛି। ଅନ୍ୟ ଜଣଙ୍କର ରିପୋର୍ଟ ଆସିନି। ବଡ଼ କଥା ହେଲା, ସେମାନଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ।