• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: T20 International

India vs Afghanistan
ସୁପର୍ ଓଭରରେ ଭାରତର ସୁପର୍ ବିଜୟ, ୩-୦ରେ ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ବୁଧବାର ବେଙ୍ଗାଲୁରୁରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚରେ ଆଫଗାନିସ୍ତାନକୁ ପରାସ୍ତ କରି ସିରିଜକୁ ୩-୦ରେ କ୍ଲିନ୍‌ ସ୍ୱିପ୍‌ କରିଛି ଭାରତ।

India-South Africa T20 at Barabati Stadium
No Mask, No Entry: ମ୍ୟାଚ୍‌ ବେଳେ ବାରବାଟୀ ଷ୍ଟାଡିୟମ ଭିତରକୁ ପାଣି ବୋତଲ, ଖାଦ୍ୟ ମନା

ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ପ୍ରେସ୍‌ମିଟ୍‌ରେ  କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଷ୍ଟାଡିୟମ ଭିତରକୁ ପାଣି ବୋତଲ ଓ ବାହାର ଖାଦ୍ୟ ନେଇପାରିବେ ନାହିଁ।

Team India & South Africa players to relish Chhena Poda at Hotel Mayfair
ଭୁବନେଶ୍ୱରରେ ଟିମ୍‌ ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ଟିମ୍‌, ପରଷା ଯିବ ସ୍ୱତନ୍ତ୍ର ଓଡ଼ିଆ ଖାଦ୍ୟ

ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।

Stampede Line Situation Outside Barabati Stadium In Cuttack
ଟିକେଟ୍‌ ପାଇଁ ବାରବାଟୀରେ ଧସ୍ତାଧସ୍ତି, ଠେଲାପେଲା: ମହିଳାଙ୍କ ଉପରକୁ ଲାଠିଚାର୍ଜ କଲା ପୋଲିସ୍‌

କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଛି। କାଲି ରାତିରୁ କ୍ରିକେଟପ୍ରେମୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିବା ବେଳେ ଆଜି ଲାଇନ୍‌ରେ ଥିବା ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।

Clash erupts outside ticket counter of Barabati stadium in Cuttack
ଟିକେଟ୍‌ ପାଇଁ ବାରବାଟୀ ଷ୍ଟାଡିୟମ ସାମ୍ନାରେ ଠେଲାପେଲା, ହାତାହାତି; ନାକେଦମ୍‌ ହେଲା ପୋଲିସ୍‌...

ବାରବାଟୀ ଷ୍ଟାଡିୟମରେ ଟିକେଟ୍‌ ପାଇଁ ଠେଲାପେଲା, ପାଟିତୁଣ୍ଡ ସହ ଲୋକଙ୍କ ମଧ୍ୟରେ ହାତାହାତି ମଧ୍ୟ ହୋଇଛନ୍ତି। ଲାଇନ୍‌ରେ ଛିଡ଼ା ହେବାକୁ ନେଇ କିଛି ଯୁବତୀ ହାତାହାତି ହୋଇଥିବା ଦେଖିବାକୁ ମିଳିଛି।

Barabati Battle Counter Ticket Sales To Begin From Today
ଦୁଲୁକୁଛି ବାରବାଟୀ: ଆଜିଠୁ କାଉଣ୍ଟରରେ ମିଳିବ ଟିକେଟ୍‌, ରାତିରୁ ଲମ୍ବା ଲାଇନ୍‌

କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍‌ ମିଳିବ। ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍‌ ମିଳିବ ବୋଲି ସୂଚନା ମିଳିଛି। ୯ ଓ ୧୦ ତାରିଖ ଦୁଇ ଦିନ ଧରି କାଉଣ୍ଟରରେ ଦର୍ଶକଙ୍କ ଲାଗି ଟିକେଟ୍ ବିକ୍ରି ହେବ।

Orissa HC Quashes Petition Seeking Cancellation T20 Match At Barabati Stadium
କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର: ବାରବାଟୀରେ T20 ମ୍ୟାଚ୍‌ ନେଇ ହାଇକୋର୍ଟ ଶୁଣାଇଲେ ରାୟ

କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ସମ୍ପର୍କିତ ମାମଲା ଖାରଜ ହୋଇଛି। ମ୍ୟାଚ୍ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଭର୍ଚୁଆଲରେ ଉପସ୍ଥିତ ରହି ହାଇକୋର୍ଟଙ୍କୁ ଏଜି ତଥ୍ୟ ଦେଇଛନ୍ତି।

PIL Filed In Orissa High Court Seeking Cancellation Of T20 Match At Barabati Stadium
ନିରାଶ ହେବେ କି କ୍ରିକେଟପ୍ରେମୀ ? ବାରବାଟୀରେ T20 ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ମାମଲା ଦାୟର କରାଯାଇଛି। 

 Barabati Stadium To Host T20I Against South Africa
ଜୁନ୍ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌

କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌। ଜୁନ୍ ୧୨ ତାରିଖରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ।