ଭୂମିକମ୍ପରେ ଥରିଲା ତାଇୱାନ । କ୍ୟାମେରାରେ କଏଦ ହେଲା ଛାତିଥରା ଦୃଶ୍ୟ ।
୧୨୦ ବର୍ଷ ତଳେ କାଲିର ଦିନରେ ଏପ୍ରିଲ ୪ରେ କାଙ୍ଗ୍ରାରେ ପ୍ରଳୟ ରଚିଥିଲା ଭୟଙ୍କର ଭୂମିକଂପ। ଏଥିରେ ୨୦ ହଜାର ଲୋକଙ୍କ ଜୀବନ ଯାଇଥିଲା।
ଚୀନ ଗତ ଗୋଟିଏ ମାସ ମଧ୍ୟରେ ୬୭ ନୌ ଜାହଜ ଏବଂ ୨୬୬ ସୈନ୍ୟ ବିମାନ ତାଇୱାନକୁ ପଠାଇଛି । ସେପ୍ଟେମ୍ୱର ୨୦୨୦ରେ ତାଇବାନ୍ ବାୟୁସେନା କ୍ଷେତ୍ରକୁ ନିୟମିତ ବିମାନ ପଠାଉଥିଲା ।
ବିଶେଷଜ୍ଞଙ୍କ ମତରେ ତାଇଓ୍ୱାନ୍ ପ୍ରଶାନ୍ତ ମହାସାଗରୀୟ ଅଗ୍ନିବଳୟ ଉପରେ ରହିଛି ।
ଦିନକୁ ଦିନ ବିଗୁଡୁଛି ଚୀନ-ତାଇବାନ ସ୍ଥିତି। ଦୁଇ ଦେଶ ମଧ୍ୟରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାବେଳେ ଆମେରିକା ରାଷ୍ଟ୍ରପତିଙ୍କ ଚେତାବନୀ ଯେମିତି ନିଆଁ ଲଗାଇ ଦେଇଛି। ରବିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏକ ସାକ୍ଷାତକାରରେ କହିଛନ୍ତି, ଯଦି ଚୀନ ତାଇବାନ ଉପରେ ଆକ୍ରମଣ କରେ ତେବେ ଆମେରିକା ସେନା ତାଇବାନକୁ ସୁରକ୍ଷା ଯୋଗାଇବେ।
ତାଇୱାନ୍ର କିଛି ଅଞ୍ଚଳରେ କେତେକ ଘର ଭୁଶୁଡି ପଡିଥିବା ବେଳେ ଆଉ କିଛି ସ୍ଥାନରେ କାନ୍ଥରେ ଫାଟ ସୃଷ୍ଟି ହୋଇଥିବା ସୂଚନା ମିଳିଛି ।
ଆମେରିକା କଂଗ୍ରେସ ବାଚସ୍ପତି ନାନସି ପେଲୋସିଙ୍କ ଗସ୍ତ ପରେ ଚୀନ୍ ତାଇଓ୍ୱାନ୍ ଚାରିପଟେ ୬ଟି ସ୍ଥାନରେ ଚଳାଇଥିବା ବିଶାଳ ସମରାଭ୍ୟାସ ଶେଷ ହୋଇଛି।
ନାନସି ଚୀନ୍ର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ସହ ଦେଶର ସର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରିଥିବା ବେଜିଂ ଅଭିଯୋଗ କରିଛି।
ନୌସେନା ଜାହାଜରୁ ସମୁଦ୍ର ଭିତରକୁ ଘନ ଘନ କ୍ଷେପଣାସ୍ତ୍ର ବି ମାଡ କରୁଛି ଡ୍ରାଗନ୍ ସେନା ଅଦ୍ୟାବଧି ତାଇଓ୍ୱାନ୍। ଚାରିପାଖେ ୬ଟି ସ୍ଥାନରେ ଚାଲିଛି ଚୀନର ସମରାଭ୍ୟାସ।
ଚୀନ୍ର ଚେତାବନୀ ସତ୍ତ୍ୱେ ତାଇପାଇରେ ପହଞ୍ଚିଲେ ଆମେରିକା ସିନେଟ୍ର ବାଚସ୍ପତି । ନିଆଁରେ ଘିଅ ଢାଲିବା ସଦୃଶ କାମ କରୁଛି ଆମେରିକା ବୋଲି କହିଲା ଚୀନ୍ ।
ତାଇଓ୍ୱାନ୍ ପ୍ରସଙ୍ଗରେ ବେଜିଂକୁ ବାଇଡେନଙ୍କ ଖୋଲା ଚେତାବନୀ । ଚୀନ୍ ବଳପ୍ରୟୋଗ କଲେ ଆମେରିକା ହସ୍ତକ୍ଷେପ ଲାଗି ବାଧ୍ୟ ହେବ ବୋଲି ସ୍ପଷ୍ଟ କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍।
କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ର ତାଇଓ୍ୱାନ୍ ଏକ ସ୍ୱାଧୀନ ଗଣତାନ୍ତ୍ରିକ ଦେଶ ହୋଇଥିବା ବେଳେ ଏହା ମୂଳ ଚୀନ୍ ଭୁଖଣ୍ଡର ବୋଲି ଦାବି କରୁଛି ବେଜିଂ । ଖାସ୍ କରି ସାଇ-ଇଙ୍ଗ-ୱେଙ୍ଗ ୨୦୧୬ରେ ତାଇଓ୍ୱାନ୍ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ଚୀନ୍ ଚାପ ବଢାଇ ଚାଲିଛି ।
ଚୀନ୍ ଏବଂ ତାଇୱାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି । ବର୍ତ୍ତମାନ ତାଇୱାନର ବୈଦେଶିକ ମନ୍ତ୍ରୀ ମଧ୍ୟ ଆକ୍ରୋଷ ଦେଖାଇ କହିଛନ୍ତି ଯେ ଆମେ ଚୀନ୍ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ଅଛୁ। ୱାଇ କହିଛନ୍ତି ଯେ ତାଇୱାନର ପ୍ରତିରକ୍ଷା ଆମ ହାତରେ ଏବଂ ଆମେ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ।
ଚୀନ୍, ତାଇୱାନ ଉପରେ ଅତ୍ୟଧିକ ଚାପ ପକାଉଥିବା ସମୟରେ ତାଙ୍କର ଏପରି ବୟାନ୍ ଆସିଛି । ତାଇୱାନ ନିଜକୁ ଏକ ସ୍ୱୟଂଶାସିତ ତଥା ଗଣତାନ୍ତ୍ରିକ ଦ୍ୱୀପ ଭାବରେ ଦେଖେ । କିନ୍ତୁ ଚୀନ୍ ତାଇୱାନକୁ ନିଜର ଏକ ଅଂଶ ବୋଲି ଭାବେ । ତାଇୱାନକୁ ଚୀନ୍ ନିଶ୍ଚିତ ଭାବେ କବଜା କରିବ ବୋଲି ପୂର୍ବରୁ କହିସାରିଛନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ।
ତାଇୱାନ୍କୁ ଚୀନ୍ର ଭେଟି । ଗତକାଲି ଚୀନ୍ ତାଇୱାନ୍କୁ ୫୨ ଟି ଯୁଦ୍ଧ ବିମାନ ଭେଟି ସ୍ୱରୂପ ଦେଇଛି । ତାଇୱାନ୍ର ରକ୍ଷା ମନ୍ତ୍ରୀଳୟ ଅନୁସାରେ, ବାୟୁ ପ୍ରତିରକ୍ଷା ପ୍ରଣାଳୀରୁ ତାଇୱାନ ବାୟୁସେନା (Taiwan Airforce) ଚୀନ୍ର ଯୁଦ୍ଧ ବିମାନର ଗତିବିଧି ଉପରେ ନଜର ରଖିଥିଲା । ଯାହା ଦ୍ୱାରା ଜଣାପଡିଥିଲା ଯେ, ଚୀନ୍ର ୩୪ ଜେ -୧୬ ଯୁଦ୍ଧ ବିମାନ ଓ ୧୨ ଟି H-୬ ଯୁଦ୍ଧ ବିମାନ ତାଇୱାନ୍ର ସୁରକ୍ଷା କ୍ଷେତ୍ରର ଉଲଙ୍ଘନ କରିଛି ।