ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।